ନବରଙ୍ଗପୁର

ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ହାତୀପଲ

ରାଇଘର, ୧୬।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଲଗାତର ହାତୀପଲ ଛତିଶଗଡ ଅଞ୍ଚଳରୁ ଓଡ଼ିଶା ଜଙ୍ଗଲ ମଧ୍ୟରେ ପ୍ରବେଶ କରନ୍ତି। ଏବେ ଏକ ହାତୀପଲ ସୀମାନ୍ତ ଅଞ୍ଚଳରେ ଘୂରି ବୁଲୁଛନ୍ତି। ସୀମାନ୍ତବାସୀ ଭୟଭୀତ ଅବସ୍ଥାରେ ରହୁଥିବାବେଳେ ବନ ବିଭାଗର ମୁଣ୍ଡ ବ୍ୟଥା…

ଶିକ୍ଷା ବିଭାଗ କର୍ମଚାରୀଙ୍କୁ କଂସଙ୍କ ଡାକରା

ଚନ୍ଦାହାଣ୍ଡି,୧୬।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ଚାଲିଥିବା ବାଲିଯାତ୍ରାର ଅଷ୍ଟମ ରଜନୀରେ ଅଷ୍ଟମଲ୍ଲ ସଖା ବଧ ମଞ୍ଚସ୍ଥ ହୋଇଛି। ମହାରାଜ କଂସଙ୍କୁ ଚନ୍ଦାହାଣ୍ଡି ଗ୍ରାମବାସୀ ଏକ ସୁସଜ୍ଜିତ ରଥରେ ଗୋପପୁରରୁ ବାଜାବାଜଣା ଓ ହୁଳହୁଳି ଦେଇ ମଥୁରା ନଗରୀକୁ…

କଅଁଳ କାନ୍ଧରେ ୩ ଭଉଣୀ, ଭାଇଙ୍କ ଦାୟିତ୍ୱ

ନବରଙ୍ଗପୁର,୧୫।୫(ବି.ପ୍ର.): ଏକାକରି ଆରପାରିକୁ ଚାଲିଗଲେ ମା’, ବାପା। ଏବେ ବଡ଼ ଝିଅର କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଦାୟିତ୍ୱ। ମାତ୍ର ୧୬ ବର୍ଷ ବୟସରେ ପାଠପଢ଼ାରେ ମନଦେବା ବଦଳରେ ମନକୁ ଦୃଢ଼ କରି ତିନି ଭଉଣୀ ଭାଇଙ୍କୁ ମଣିଷ କରିବାର ସାହସ…

୨୦ ବର୍ଷର ସ୍ବପ୍ନ ପୂରଣ ହେଲା: କାଦଦୋରା ଗାଁରେ ନଳକୂପ ଖନନ ହେଲା

ପାପଡ଼ାହାଣ୍ଡି/ମଇଦଲପୁର,୧୫।୫(ଡି.ଏନ୍‌.ଏ.): ଗ୍ରାମ ବସତିର ୨୦ ବର୍ଷ ପରେ ଗ୍ରାମବାସୀଙ୍କ ସ୍ବପ୍ନ ସାକାର ହୋଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ କାଦଦୋରା ଗ୍ରାମରେ ଶନିବାର ନଳକୂପ ଖୋଳାଯାଇଛି। ଜିଲା ପରିଷଦ ସଭ୍ୟା ଲିପିକା ମାଝି ଏବଂ ମଇଦଲପୁର ସରପଞ୍ଚଙ୍କ ଉଦ୍ୟମରେ…

ପରଜା ମିନିଗୁଡ଼ିରେ ଭତ୍ତାରୁ ବଞ୍ଚିତ ଅନେକ ବୟସ୍କ

ନନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ପରିଣତ ବୟସରେ ଆଖିକୁ ଭଲରେ ଦେଖାଯାଉନି। ଆଗଭଳି ଗୋଡ଼, ହାତ ମଧ୍ୟ କାମ କରୁନି। ତଥାପି ଅସହାୟ ଅବସ୍ଥାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ତାହା…

କଂସଙ୍କ ନିମନ୍ତ୍ରଣରେ ହାଜର ହେଲେ ରାଜନେତା

ଚନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ଚନ୍ଦାହାଣ୍ଡି ବ୍ଲକ ସଦରଠାରେ ମଣ୍ଡଳ ବୀମା ବାଲିଯାତ୍ରାରେ ଚାଲିଥିବା ଧନୁଯାତ୍ରାର ୭ମ ରଜନୀରେ ମଥୁରା ନଗରୀରେ କଂସ ମହାରାଜ କୃଷ୍ଣଙ୍କୁ ହତ୍ୟାକରିବା ନିମନ୍ତେ ପୁତନାଙ୍କୁ ଗୋପପୁରକୁ ପ୍ରେରଣ କରିଛନ୍ତି । ଚନ୍ଦାହାଣ୍ଡି ଗ୍ରାମବାସୀ ମହାରାଜ କଂସଙ୍କୁ ଏକ ସୁସଜ୍ଜିତ ରଥରେ…

ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ମଧ୍ୟରେ ଆବାସ ଯୋଜନା ହିତାଧିକାରୀ

ନବରଙ୍ଗପୁର,୧୨।୫(ବି.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। କେତେକ କ୍ଷେତ୍ରରେ ପରିଚାଳନାଗତ ତ୍ରୁଟି, ତଦାରଖର ଅଭାବ ଓ ମଧ୍ୟସ୍ଥିଙ୍କ ହସ୍ତକ୍ଷେପ ଯୋଗୁ ଅନେକ ଜନ ହିତକର ଯୋଜନାର ସୁଫଳ ମିଳୁନି। ନବରଙ୍ଗପୁର ବ୍ଲକ ଚଟାହାଣ୍ଡି…

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦ ହଜାର…

ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌କାଟ, ଇନ୍‌ଭର୍ଟର ଦୋକାନରେ ଭିଡ଼

ନବରଙ୍ଗପୁର,୯।୫ (ବି.ପ୍ର.): ନବରଙ୍ଗପୁର ସହରରେ ଶୁକ୍ରବାର ଅପରାହ୍ନ ୩ଟାରୁ ବିଦ୍ୟୁତ୍‌କାଟ ହୋଇଥିଲା। ରାତି ତମାମ କରେଣ୍ଟ ନ ଥିଲା। ବିଳମ୍ବିତ ରାତି ୨ଟା ବେଳକୁ ମାତ୍ର ୧୦ ମିନିଟ୍‌ ପାଇଁ ବିଦ୍ୟୁତ୍‌ ଯୋଗାଇବା ପଛରେ ବିଭାଗର ରହସ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡୁନାହିଁ।…

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯।୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତୃଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି…

ଅନ୍‌ଲାଇନ୍‌ ଠକେଇର ଶିକାର ହେଲେ ଯନ୍ତ୍ରୀ

ଉମରକୋଟ,୯।୫(ସ୍ବ.ପ୍ର.): ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି ଜଣେ ଯନ୍ତ୍ରୀ। ସେ ହେଲେ ଛତିଶଗଡ଼ ଦୁର୍ଗ୍‌ ଜିଲା ଅମ୍ଲେଶର ଏକେଏସ୍‌ ସ୍କାର୍ଟ ସିଟିର ଆଦିତ୍ୟ ମୋହନ ସିଂ। ଆଦିତ୍ୟ କିଛି ଦିନ ହେଲା ଉମରକୋଟ ନୂଆ ବସଷ୍ଟାଣ୍ଡ ନିକଟରେ ରହୁଛନ୍ତି। ସେ ଭାରତମାଳା…

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?