ନବରଙ୍ଗପୁର

ପରିବା ଖାଇଦେବାରୁ ହତ୍ୟା

ପାପଡାହାଣ୍ଡି,୨୧।୧୧(ଡି.ଏନ୍‌.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ ଜାନୀ। ସୂଚନାନୁଯାୟୀ, ଦୁଇ ଦିନ ତଳେ ସନ୍ନ୍ୟାସୀଙ୍କ ବାଡିରେ ଲାଗିଥିବା ପରିବାକୁ ପ୍ରହଲ୍ଲାଦଙ୍କ ଗୋରୁ…

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ। କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି ମଧ୍ୟ ରହିଛି ଜଙ୍ଗଲ ଉପରେ। ଏଣୁ ଦିନକୁ…

ଟଙ୍କା ୨ ଶହ ପାଇଁ ମାମୁଙ୍କ ମୃତ୍ୟୁର କାରଣ ସାଜିଲା ଭଣଜା

ଉମରକୋଟ, ୧୭।୧୧(ସ୍ବ.ପ୍ର.): ମାତ୍ର ୨ଶହ ଟଙ୍କା ପାଇଁ ମାମୁଙ୍କୁ ହତ୍ୟା କରିଛି ଭଣଜା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ପଞ୍ଚାୟତ ଧୁଙ୍ଗିଆପାଣି ଗ୍ରାମରେ। ମୃତକ ହେଲେ ଧୁଙ୍ଗିଆପାଣିର ରାଧବ ମାଝି। ପୋଲିସ ଅଭିଯୁକ୍ତ…

ଆଜବେଷ୍ଟସ ଭାଙ୍ଗି ଦୋକାନରୁ ଲୁଟିନେଲେ ଦାମୀ ମୋବାଇଲ

ଉମରକୋଟ/ରାଇଘର, ୧୫।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ରାଇଘର ମୁଖ୍ୟ ରାସ୍ତା କଡରେ ଥିବା ଏକ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଛି। ଏ ନେଇ ଦୋକାନ ମାଲିକ ନିତ୍ୟାନନ୍ଦ ନାୟକ ରାଇଘର ଥାନାରେ ଅଭିଯୋଗ କରିଛନ୍ତି। ରବିବାର ରାତିରେ ନିତ୍ୟାନନ୍ଦ ଦୋକାନ ବନ୍ଦ…

ଆଜି ଶଙ୍ଖ ଧରିବେ ପ୍ରଦୀପ

ନବରଙ୍ଗପୁର,୬।୧୧(ବି.ପ୍ର.): ପୂର୍ବତନ ନବରଙ୍ଗପୁର ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ବିଦ୍ଧିବଦ୍ଧଭାବେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସ ନିକଟସ୍ଥ ପଡ଼ିଆ ଠାରେ ପୂର୍ବାହ୍ନ ୧୧ଟାରେ ଆୟୋଜିତ ସମାବେଶରେ ପ୍ରଦୀପ ଶଙ୍ଖ ଧରିବେ। ଉକ୍ତ ସମାବେଶରେ ଏକ ବଡ଼ଧରଣର ମିଶ୍ରଣ କାର୍ଯ୍ୟକ୍ରମ ମଧ୍ୟ…

ବାଇକ ଦୁର୍ଘଟଣା: ୨ ଗୁରୁତର

ପାପଡ଼ାହାଣ୍ଡି,୨।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ଦୁଲପୁର ନିକଟରେ ମଙ୍ଗଳ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଆରୋହୀଙ୍କ ସହ ଜଣେ ଗୁରୁତର ହୋଇଛନ୍ତି। ସେମାନେ ସ୍ଥାନୀୟ ବଡ଼ କୁମୁଲି ଅଞ୍ଚଳର ଡମୁ…

ଏଏସ୍‌ଆଇଙ୍କ ନାମରେ ଅନୈତିକ ସମ୍ପର୍କ ଅଭିଯୋଗ

ରାଇଘର, ୨।୧୧(ଡି.ଏନ.ଏ.): ନବରଙ୍ଗପୁର ଜିଲା ରାଇଘର ପୋଲିସ ଏଏସ୍‌ଆଇ ବଟକୃଷ୍ଣ ଗୌଡ଼ଙ୍କ ନାମରେ ଜଣେ ବୃଦ୍ଧା ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସମ୍ପୃକ୍ତ ଏଏସ୍‌ଆଇ ତାଙ୍କ ପୁତ୍ରବଧୂଙ୍କ ସହିତ ଅନୈତିକ ସମ୍ପର୍କ ରଖି ପରିବାର ଉଜାଡ଼ି ଦେଇଥିବା ସେ କହିଛନ୍ତି। ଏ ନେଇ…

ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଚୋରି, ବିକୁଥିଲେ ଛତିଶଗଡ଼ରେ

ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍‌ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ ଉମରକୋଟ ପୋଲିସ ଗିରଫ କରିଛି। ଦୁହେଁ ହେଲେ ଉତ୍ତର ପ୍ରଦେଶ ରାଜ୍ୟ ମିରଟ୍‌ ଜିଲାର…

ଘରକୁ ଫେରୁଥିଲେ ଦାଦନ ଶ୍ରମିକ:ଗଛକୁ ଧକ୍କା ଦେଲା ସ୍କର୍ପିଓ

ପାପଡାହାଣ୍ଡି,୩୦।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ଜାତୀୟ ରାଜପଥ ୨୬ର ବାବାଜୀ ଗୁଡା ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଭୋରୁ ଏକ ସ୍କର୍ପିଓ ଗଛକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହାତ ହୋଇଛନ୍ତି।…

ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ଉମରକୋଟ, ୨୯।୧୦(ସ୍ବ.ପ୍ର.) ପୁଅ ଭୁଲିଗଲେ ସ୍ନେହ ଶ୍ରଦ୍ଧା। ସାମାନ୍ୟ କଥାରେ ରାଗର ବଶବର୍ତ୍ତୀ ହୋଇ ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବାକୁ ମଧ୍ୟ ପଛାଇଲେ ନାହିଁ ପୁଅ। ଏପରି ଏକ ଅଭାବନୀୟ ଘଟଣା ଶୁକ୍ରବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା…

ନଭେମ୍ବର ୬ରେ ବିଜେଡିରେ ଯୋଗଦେବେ ପ୍ରଦୀପ ମାଝି

ଭୁବନେଶ୍ୱର (ବ୍ୟୁରୋ)/ ନବରଙ୍ଗପୁର(ବି.ପ୍ର.),୨୯।୧୦: ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଆସନ୍ତା ନଭେମ୍ବର ୬ ତାରିଖରେ ବିଜେଡିରେ ଆନୁଷ୍ଠାନିକଭାବେ ଯୋଗଦେବେ। ଏହି ମିଶ୍ରଣ ପର୍ବ ନିଜ ନିର୍ବାଚନ ମଣ୍ଡଳୀ ନବରଙ୍ଗପୁରରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଝୁଲନ୍ତା ମୃତ ଦେହ ଉଦ୍ଧାର

ଝରିଗାଁ, ୨୬।୧୦(ସ୍ବ.ପ୍ର.):ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତକ ହେଲେ ଝରିଗାଁ ବ୍ଲକ କାନାକୋଟ ପଞ୍ଚାୟତ ନିରୋଣ୍ଡି ଗ୍ରାମର ନକୁଳ ଭତ୍ରା(୨୨) ଓ ତାଙ୍କ ପ୍ରେମିକା ଇନ୍ଦୁମତୀ (୧୯)। ନକୁଳ ଓ ଇନ୍ଦୁମତୀଙ୍କର ଦୀର୍ଘଦିନରୁ ପ୍ରେମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri