ନବରଙ୍ଗପୁର

୫ ଦିନିଆ ଶଟ୍‌ଡାଉନ୍‌ ଘୋଷଣା

ଚନ୍ଦାହାଣ୍ଡି,୧୮ା୪: ଛତିଶଗଡ଼ ସୀମାନ୍ତ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକକୁ ୫ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୧୦ ଦିନ ମଧ୍ୟରେ ବ୍ଲକରୁ ୧୮୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।…

ଇନ୍ଦ୍ରାବତୀରେ ଓଲଟିଲା ଡଙ୍ଗା

ନବରଙ୍ଗପୁର,୧୧।୪: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ବଡ଼ଡାଇଭଟ୍ଟା ନିକଟସ୍ଥ ଇନ୍ଦ୍ରାବତୀ ନଦୀରେ ଏକ ମାଛଧରା ଡଙ୍ଗା ଓଲଟି ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଯିଛି। ମୃତକ ହେଲେ ନନ୍ଦାହାଣ୍ଡି ବ୍ଲକ କୋଈଗୁଡା ଗ୍ରାମର ନୀଳକଣ୍ଠ ଅମାନତ୍ୟ (୨୮)। ରବିବାର ନୀଳକଣ୍ଠଙ୍କ ସମେତ…

ଛତିଶଗଡ଼ ଜଗଦଲପୁର ସୀମା ସିଲ୍‌

କୋଷାଗୁମୁଡ଼ା,୯।୪: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରୁ ଛତିଶଗଡ଼ର ଜଗଦଲପୁର ରାସ୍ତାକୁ ପ୍ରଶାସନ ସିଲ୍‌ କରିଛି। କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ତଥା ଡିଆର୍‌ଡିଏ ଆଉଁଳି ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ପଡ଼ୋଶୀ ଛତିଶଗଡ଼ରେ ଏବେ କରୋନା…

ବଜ୍ରପାତରେ ୨୦ ଗୋରୁ ମୃତ

ନବରଙ୍ଗପୁର/ନନ୍ଦାହାଣ୍ଡି,୮ା୪: ନବରଙ୍ଗପୁର ଜିଲାରେ ଗୁରୁବାର ବର୍ଷା ସହ ଝଡ଼ ତୋଫାନ୍‌ ହୋଇଥିଲା। ସେତିକିବେଳେ ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଚର୍ଚ୍ଚ ପାଖ ଯୋଶେଫ ସୁନାଙ୍କ ଘର ସମ୍ମୁଖ ପଡ଼ିଆରେ ଏକ ଗଛ ମୂଳେ ୨୦ରୁ ଊଦ୍ଧର୍‌ବ ଗୋରୁ ଆଶ୍ରୟ ନେଇଥିଲେ। ଗଛ ଉପରେ…

କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିନନ୍ଦନ’କୁ ପ୍ରଥମ ସ୍ଥାନ

ନବରଙ୍ଗପୁର,୭ା୪(ବି.ପ୍ର.): ଜୟପୁରଠାରେ ଅନୁଷ୍ଠିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୨୬ଟି କ୍ଷୁଦ୍ର ଚଳଚ୍ଚିତ୍ର ମଧ୍ୟରୁ ନବରଙ୍ଗପୁର ତ୍ରିଶକ୍ତି ସିନେ କମ୍ବାଇନ୍ସ ଦ୍ୱାରା ନିର୍ମିତ ଏବଂ ମନୋଜ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଅଭିନନ୍ଦନ’କୁ ମିଳିଛି ପ୍ରଥମ ସ୍ଥାନ। ଏଥିରେ ରାଜ୍ୟ…

ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ

ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରାବାସର ୯ଛାତ୍ର ରହିଛନ୍ତି। ପ୍ରଶାସନ ପକ୍ଷରୁ ଛାତ୍ରାବାସକୁ ସାନିଟାଇଜ୍‌…

ଟିକା ନେବାପରେ ବାପାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ପୁଅ

ନବରଙ୍ଗପୁର/ଡାବୁଗାଁ/ପାପଡ଼ାହାଣ୍ଡି,୩।୪: କରୋନା ଟିକା ନେଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ପାପଡ଼ାହାଣ୍ଡି ବ୍ଲକ ହାତୀବେଢ଼ା ପଞ୍ଚାୟତ ଶୁଣ୍ଢିଗୁଡା ଗ୍ରାମର ଟଙ୍କଧର ବିଶୋଇ(୬୬)। ମୃତଦେହ ବ୍ୟବଚ୍ଛେଦ ପାଇଁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ…

ରାଜ୍ୟ ଶ୍ରେଷ୍ଠ କନଷ୍ଟେବଳ ସମ୍ମାନ ପାଇଲେ ସନ୍ତୋଷ ନାୟକ

ପାପଡ଼ାହାଣ୍ଡି,୧।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିର ସନ୍ତୋଷ ନାୟକ (ବୁଲୁ ) ରାଜ୍ୟର ଶ୍ରେଷ୍ଠ କନଷ୍ଟେବଳ ସମ୍ମାନରେ ସମ୍ମାନିତ ହୋଇ ଜିଲା ପାଇଁ ଗୌରବ ଆଣିଛନ୍ତି। ଗୁରୁବାର କଟକସ୍ଥିତ ୬ଷ୍ଠ ବ୍ୟାଟେଲିଆନ ପଡ଼ିଆରେ ଆୟୋଜିତ ୮୬ତମ ପୋଲିସ ପ୍ରତିଷ୍ଠା ଦିବସରେ ଡିଜି ଅଭୟ…

ଗୁଗଲ୍‌ ସର୍ଚ୍ଚ କରି ଡାକ୍ତର ଦେଲେ ଇଞ୍ଜେକ୍‌ଶନ, ଚାଲିଗଲା ଶିଶୁର ଜୀବନ

ନବରଙ୍ଗପୁର/ଡାବୁଗାଁ,୩୧ା୩: ନବରଙ୍ଗପୁର ଜିଲା ଡାବୁଗାଁ ଡାକ୍ତରଖାନାରେ ଶିଶୁ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ଦେଖାଦେଇଛି। ଡାକ୍ତର ଗୁଗଲ୍‌ରୁ ସର୍ଚ୍ଚକରି ଇଞ୍ଜେକ୍‌ଶନ ଦେଇଥିବା ମୃତ ଶିଶୁର ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ଏହାକୁ ନେଇ…

ପାରଶନାଥ ଏମ୍ପୋରିୟମରେ ନିଆଁ

ନବରଙ୍ଗପୁର,୩୧।୩(ବି.ପ୍ର.): ନବରଙ୍ଗପୁର ସହର ମୁଖ୍ୟ ରାସ୍ତା ତଥା ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ପାରଶନାଥ ଏମ୍ପୋରିୟମ ଲୁଗାଦୋକାନରେ ନିଆଁ ଲାଗିଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇ ପାରି ନ ଥିଲା। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ସମ୍ପର୍କରେ…

ପୁଣି ଅଲୋଡା ଶିଶୁପୁତ୍ର

ଉମରକୋଟ,୩୦।୩(ସ୍ବ.ପ୍ର.): ପୁଣି ଅଲୋଡା ହେଲା ନବଜାତ ଶିଶୁପୁତ୍ର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ଶିକ୍ଷକ କଲୋନୀ ନିକଟରେ। ଶିଶୁପୁତ୍ରର କାନ୍ଦ ଶୁଣି ଜଣେ ମହିଳା ପହଞ୍ଚି…

ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ ପାଢୀଙ୍କ ଗିରଫ ଦାବି କରି ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଛନ୍ତି। ସୂଚନା ଅନୁଯାୟୀ, ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri