ନବରଙ୍ଗପୁର

୨ଘଣ୍ଟା ମୃତ ସାଥୀକୁ ଜଗି ରହିଲା ପାରା

ଉମରକୋଟ, ୧୩।୩(ସ୍ବ.ପ୍ର.): କଥା କହି ପାରୁ ନ ଥିଲେ ବି ପଶୁପକ୍ଷୀଙ୍କ ଭିତରେ ରହିଛି ସ୍ନେହ ଶ୍ରଦ୍ଧାର ଆବେଗ। ମଣିଷ ଯେପରି ନିଜ ପରିଚିତ, ସାଙ୍ଗ ସାଥୀ ତଥା ଖାସ୍‌ ଲୋକଙ୍କୁ ହରାଇ ଭାଙ୍ଗିପଡେ ଠିକ୍‌ ସେହିପରି ଏକ ପାରା ନିଜ…

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ

ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା, ଧୋଡ୍ରା, ଭାଲୁକୁନାଡି ଏବଂ ଫୁପୁଗାଁ ପଞ୍ଚାୟତରେ କୋରମ ଅଭାବ ଯୋଗୁ ନାଏବ ସରପଞ୍ଚ…

ଯୁଦ୍ଧ ବିଭୀଷିକା ବଖାଣିଲେ ୟୁକ୍ରେନ୍‌ ଫେରନ୍ତା ଡାକ୍ତରୀ ଛାତ୍ର

ନବରଙ୍ଗପୁର,୧୦ା୩(ବି.ପ୍ର.) ୟୁକ୍ରେନ୍‌ରେ ଫସିଥିବା ନବରଙ୍ଗପୁରର ଡାକ୍ତରୀ ଛାତ୍ର ନୃସିଂହ ନାଥ ପାତ୍ର ଓ ସୌରଭ ସାହୁ ଘରକୁ ଫେରିଛନ୍ତି। ସେଠାକାର ଯୁଦ୍ଧ ବିଭୀଷିକା ଓ ବଞ୍ଚତ୍ବା ପାଇଁ ସେମାନେ କରିଥିବା ସଂଗ୍ରାମ ସମ୍ପର୍କିତ ଅନୁଭୂତି ବଖାଣିଥିଲେ। ନବରଙ୍ଗପୁର ସହର କେଉଟ ସାହିର…

ଜଳ ଯୋଗାଣ କେନ୍ଦ୍ରର ବିଦ୍ୟୁତ୍‌ ସଂଯୋଗ କାଟିଦେଉଛି ବିଭାଗ

ନନ୍ଦାହାଣ୍ଡି, ୧୦ା୩(ଡି.ଏନ୍‌.ଏ.): ବିଦ୍ୟୁତ୍‌ ବିଲ୍‌ ପଇଠ ହୋଇ ନ ଥିବାରୁ ବିଦ୍ୟୁତ୍‌ ବିଭାଗ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଗାଁରେ ଥିବା ଜଳ ଯୋଗାଣ କେନ୍ଦ୍ରରୁ ସଂଯୋଗ କାଟି ଦେଇଥିଲା। ଫଳରେ ଲୋକମାନେ ପାନୀୟ ଜଳ ନ ପାଇ ହନ୍ତସନ୍ତ…

ଅସନ୍ତୁଷ୍ଟ କର୍ମୀ ହେଉଛନ୍ତି ସ୍ବାଧୀନ ପ୍ରାର୍ଥୀ, ବିଜୟରେ ନେବେ ନିର୍ଣ୍ଣାୟକ ଭୂମିକା

ନବରଙ୍ଗପୁର,୯।୩(ବି.ପ୍ର.): ସହରରେ ଏବେ ଚାରିଆଡ଼େ ଚାଲିଛି ରାଜନୀତି ଚର୍ଚ୍ଚା। ପୌର ଅଧ୍ୟକ୍ଷ ପାଇଁ କିଏ ଉପଯୁକ୍ତ। କାହାର ପଲା ହେବ ଭାରି। କେଉଁ ଦଳ କିଭଳି ଲୋକ ସମ୍ପର୍କ ରଖି ଭବିଷ୍ୟତରେ କାର୍ଯ୍ୟ କରିବେ, ତାହାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା।…

ଭୋଟ ଜାଲିଆତି ଅଭିଯୋଗ: ପୁନଃ ଗଣତି ଦାବି

ନବରଙ୍ଗପୁର, ୫ା୩(ବି.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଜୋନ୍‌-୧ର କଂଗ୍ରେସ ଜିଲା ପରିଷଦ ପ୍ରାର୍ଥୀ ହାରାବତୀ ଗଣ୍ଡ ଭୋଟ ପୁନଃ ଗଣତି କରିବାକୁ ଜିଲା ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି। ଭୋଟ ଜାଲିଆତି ହୋଇଥିବା ନେଇ ସେ ଅଭିଯୋଗ କରିଛନ୍ତି।…

ନବରଙ୍ଗପୁର, କଳାହାଣ୍ଡିରେ ଭୂକମ୍ପ

ନବରଙ୍ଗପୁର,୩ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଏବଂ କଳାହାଣ୍ଡିରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ କରାଯାଇଛି । ୬ ରୁ ୭ ସେକେଣ୍ଡ ଯାଏ ଏହା ଅନୁଭୂତ ହୋଇଥିଲା। ନବରଙ୍ଗପୁର ଜିଲାର ଉମରକୋଟ, ଚନ୍ଦାହାଣ୍ଡି, ଝରିଗାଁ…

ଜଳ ଯୋଗାଣ ପ୍ରକଳ୍ପରେ ତାଲା, ଗ୍ରାମବାସୀଙ୍କ ବିକ୍ଷୋଭ

ପାପଡ଼ାହାଣ୍ଡି,୩ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପ୍ରଧାନିଗୁଡ଼ା ଗ୍ରାମରେ ଗ୍ରୀଷ୍ମ ପୂର୍ବରୁ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ପାନୀୟ ଜଳ ଯୋଗାଣ ପ୍ରକଳ୍ପରେ ତାଲା ଝୁଲୁଥିବାରୁ ଗତ ପାଞ୍ଚ ଦିନ ହେଲା ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରତିବାଦ ସ୍ବରୂପ…

‘କୌଣସି ପ୍ରକାର ବିଶୃଙ୍ଖଳା ହେବାକୁ ଦିଆଯିବନି’

ଉମରକୋଟ, ୨୨।୨(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ଓ ରାଇଘର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ହେବ। ଏଥିପାଇଁ ବ୍ଲକ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହାର ତଦାରଖ କରିବାକୁ ସୋମବାର ନବରଙ୍ଗପୁର ଜିଲାପାଳ…

ଭୋଟ ବର୍ଜନ କଲେ ଦୁଇ ୱାର୍ଡବାସୀ

ପାପଡାହାଣ୍ଡି,୨୨।୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପାପଡାହାଣ୍ଡି ବ୍ଲକର ଦୁଇ ୱାର୍ଡବାସୀ ଭୋଟ ବର୍ଜନ କରିବା ଦେଖିବାକୁ ମିଳିଛି । ଜିଲା ପରିଷଦ ଜୋନ୍‌ ୩ର ଘାଟଗୁଡା ପଞ୍ଚାୟତର କାଙ୍ଗମାଝୀ ଗୁଡାର ୧ ନମ୍ବର ୱାର୍ଡବାସୀର ୨୦୨ଭୋଟର ଭୋଟ ବର୍ଜନ କରିଛନ୍ତି।…

କଂଗ୍ରେସ ନେତାଙ୍କ ଗାଡ଼ି ଜାଳି ଦେଲେ

ନବରଙ୍ଗପୁର/କୋଡ଼ିଙ୍ଗା,୨୦।୨(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ କୋଡ଼ିଙ୍ଗା ଥାନା ଅଧୀନ ଡଙ୍ଗରା ଗାଁର ବ୍ୟବସାୟୀ ତଥା କଂଗ୍ରେସ ନେତା କେ. ଝାଡେଶ୍ୱର ରାଓଙ୍କ ଘର ବାଉଣ୍ଡାରିରେ ଥିବା କାର୍‌ (ଓଆର୍‌-୧୦ଜି-୦୦୧୮) ଓ ବାଇକ୍‌ (ଓଆର୍‌-୨୪ଏ-୩୫୬୧)ରେ କେହି ନିଆଁ ଲଗାଇ ଦେଇଛନ୍ତି। କାର୍‌ଟି…

ପୋଲିସ, ପ୍ରଶାସନ ପକ୍ଷରୁ ୩ ଗ୍ରାମରକ୍ଷୀଙ୍କୁ ଶେଷ ସମ୍ମାନ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍‌.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍‌କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍‌ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା ଅଧୀନ ସୋରିଷପଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୩ ଗ୍ରାମରକ୍ଷୀ ସି.ଏଚ୍‌. ଶେଷାରାଓ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?