ଉମରକୋଟ ହୀରାପୁର ଅଞ୍ଚଳରେ ହେଟାବାଘ ଆତଙ୍କ
ଉମରକୋଟ, ୨୮।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ହୀରାପୁର ପଞ୍ଚାୟତ ନୂଆଗୁଡ଼ା ଗ୍ରାମରେ ହେଟାବାଘ ଆତଙ୍କ ଦେଖାଯାଇଛି। ଗାଁର ଶୁକୁ କଲାରଙ୍କ ଗୋଟିଏ ବଳଦକୁ ହେଟାବାଘ ମାରି ଦେଇଥିବା ସୂଚନା ମିଳିଛି। ଏହାକୁ ଦେଖି ଗ୍ରାମବାସୀଙ୍କ ମନରେ ଭୟ ଓ ଆତଙ୍କ…
ଓଡ଼ିଶାର ଏହି ଜିଲାରୁ ହଟିଲା ନାଇଟ କର୍ଫ୍ୟୁ
ନବରଙ୍ଗପୁର,୨୮।୩(ବି.ପ୍ର.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ବ୍ୟାପିବା ଆଶଙ୍କା କରି ଗତ ୨୫ତାରିଖରୁ ନବରଙ୍ଗପୁର ଜିଲାରେ ନାଇଟ କର୍ଫ୍ୟୁ ଜାରି ହୋଇଥିଲା। ଏହା ସହ ଜିଲା ପ୍ରଶାସନ କିଛି କଟକଣା ମଧ୍ୟ ଲାଗୁ କରିଥିଲେ। ମାତ୍ର ନବରଙ୍ଗପୁରରେ କରୋନା ପଜିଟିଭଙ୍କ ସଂଖ୍ୟା…
ଓଡ଼ିଆ ନାବାଳିକାଙ୍କୁ ଲକ୍ଷେ ଟଙ୍କାରେ ବିକିଦେଲେ…
ଉମରକୋଟ,୨୨।୩: କାମ କରାଇବାକୁ କହି ଜଣେ ନାବାଳିକାଙ୍କୁ ବିକ୍ରି ଅଭିଯୋଗରେ ଉମରକୋଟ ପୋଲିସ ୪ ମହିଳାଙ୍କ ସମେତ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉମରକୋଟ ଥାନା ଅଞ୍ଚଳର ମଙ୍ଗଳ ସିଂ ହରିଜନ, ମନିତା କମାର, ଝରିଗାଁ ବ୍ଲକ…
ଟ୍ରକ୍ ସହ ପିଟି ହେଲା ବସ୍: ଜଣେ ମୃତ, ୫ ଗୁରୁତର
ନବରଙ୍ଗପୁର,୧୫।୩(ବି.ପ୍ର.): ନବରଙ୍ଗପୁରଠାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ତ୍ରିପାଠୀ ବସ୍ ଆନ୍ଧ୍ରପ୍ରଦେଶ ବାରୁଆ ଥାନା ଅନ୍ତର୍ଗତ କୋରଲାମ ଭେସି ଛକ ନିକଟରେ ଦୁର୍ଘଟଣା ଘଟିଛି। ଏଥିରେ ବସ ହେଲ୍ପରର ମୃତ୍ୟୁ ହୋଥିବାବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବାରୁଆ ମେଡିକାଲରେ ଭର୍ତ୍ତି…
ସରକାରୀ କର୍ମଚାରୀଙ୍କ ଘରୁ ମିଳିଲା ୭ କୁଇଣ୍ଟାଲ ଗଞ୍ଜେଇ
ଉମରକୋଟ,୨୮।୨: ଉମରକୋଟ ପୋଲିସ ଗଞ୍ଜେଇ ରଖିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଚାନ୍ଦିୟାବେଡା ଗ୍ରାମର ରବି ନାରାୟଣ ସମରଥ ତାଙ୍କ ଭାଇ ରମାକାନ୍ତ ସମରଥ, ସୁବାସ ଚନ୍ଦ୍ର ମାଝି ଓ ଝରିଗାଁର ବାସୁଦେବ ନାୟକ। ଅଭିଯୁକ୍ତଙ୍କ ମଧ୍ୟରେ…
ପ୍ରେମିକ ସହ ବୋହୂଙ୍କୁ ଧରିଲେ ଶାଶୁ, ତାପରେ…
ରାଇଘର, ୨୫।୨: ପରକୀୟା ପ୍ରୀତିର କରୁଣ ଦୃଶ୍ୟ। ରାସ୍ତାରେ ବାନ୍ଧି ମହିଳା ଓ ତାଙ୍କ ପ୍ରେମିକଙ୍କୁ ଶାଶୁଘର ଲୋକ ନିର୍ଧୂମ୍ ପିଟିଛନ୍ତି। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି। ସୂଚନା ଯୋଗ୍ୟ ନବରଙ୍ଗପୁର…
ପ୍ରଜାପତି ମୁଣ୍ଡରେ କାଳିଆ
ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,୨୧ା୨: ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଝରିଗୁମା ପଞ୍ଚାୟତର ଡେଙ୍ଗପଦର ଗ୍ରାମର ଭୀଷ୍ମସେନ ବିଷୋୟୀଙ୍କ ଅଗଣାରେ ଏକ ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟିର ଚଉଡ଼ା ପ୍ରାୟ ୨ ଇଞ୍ଚ ରହିଥିବା ବେଳେ ଲମ୍ବ ପ୍ରାୟ ୪ଇଞ୍ଚ ହେବ॥ ଗୁରୁତ୍ୱପୂର୍ଣ୍ଣ ବିଷୟ…
ମଧ୍ୟାହ୍ନଭୋଜନ ଚାଉଳ ନେଇ ଯାଉଥିବା ଟ୍ରକ୍ ଓଲଟି ୨ ଶ୍ରମିକଙ୍କ ଜୀବନ ଗଲା
କୋଡ଼ିଙ୍ଗା/ନବରଙ୍ଗପୁର,୨୧ା୨: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍ କୋଡ଼ିଙ୍ଗା-ଦୁରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ରବିବାର ଏକ ଚାଉଳ ବୋଝେଇ ଟ୍ରକ୍ ଓଲଟି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବରଙ୍ଗପୁର ବ୍ଲକ ଟିର୍ଲିଆମ୍ବଗୁଡ଼ା ଗ୍ରାମର ନବ ହରିଜନ(୪୦) ଏବଂ ସରାଦୁ ଭତରା(୩୫)।…
ଫାଣ୍ଡି ଅଧିକାରୀଙ୍କ ଉନ୍ମତ୍ତକାଣ୍ଡ
ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା ଫାଣ୍ଡି ଅଧିକାରୀ ଠଣ ସୁନ୍ଦର ପ୍ରଧାନ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମଦ୍ୟପାନ କରି…
ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ
୧୫।୨ (ଡି.ଏନ୍.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ଡାବୁଗାଁ ବ୍ଲକରେ ୬ ଘଣ୍ଟିଆ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ…
ଶିଶୁକନ୍ୟାଙ୍କ ଜୀବନ ନେଲା ପାଳଗଦା ନିଆଁ
ଝରିଗାଁ,୧୪ା୨: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତର କୁସୁମବାହାଲ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାଳଗଦା ନିଆଁରେ ପୋଡ଼ି ଜଣେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଡମୁ ଜାନିଙ୍କ ଝିଅ ସମ୍ବାରୀ(୬)।…
ବାହାର ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ
ରାଇଘର, ୧୧।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଛେଳିଡଙ୍ଗରି ପଞ୍ଚାୟତ ଚିତ୍ରକୋଟ ଗ୍ରାମର ହିରାମନ ଗଣ୍ଡଙ୍କ ପୁଅ ନବି ଗଣ୍ଡ (୨୫) ତାମିଲନାଡୁର କାଞ୍ଚତ୍ପୁରମରେ ଦାଦନ ଖଟିବାକୁ ଯାଇଥିଲେ। ରେଳଲାଇନ୍ ଅତିକ୍ରମ କରିବା ସମୟରେ ଟ୍ରେନ ଧକ୍କାରେ ସେଠାରେ ତାଙ୍କର ମୃତ୍ୟୁ…
Archives


