ଚାଲୁଥିବା ବେଳେ ହଠାତ୍ ଜଳିଉଠିଲା ସ୍କୁଟି, ଆଉ ତା’ପରେ…
ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଶର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମିଳିଥିବା ସୂଚନା ମୁତାବକ, ପୂଜାରୀଗୁଡ଼ା…
ସ୍କୁଟିରେ ଯାଉଥିଲେ ସ୍କୁଲ, ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଲା ଗାଡି; ଆଉ ତା’ପରେ…
ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ନବରଙ୍ଗପୁର ସହରର ନବରଙ୍ଗପୁର- କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଅଘଟଣ ଘଟିଛି। ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ସୂଚନା…
ସାର ପକାଇବାବେଳେ ଜମିରେ ହଠାତ୍ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ
ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍ ଶବ୍ଦ କରି ମାଟି ଧସିବା ସହ ୧୦ ଫୁଟରୁ ଅଧିକ ଗଭୀର ଦୁଇଟି ଗାତ ହୋଇଯାଇଛି। ଏହି ଘଟଣା ପରେ…
କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି
ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କରିଛନ୍ତି ବିଚାରପତି। ଏଥିରେ ପ୍ରଥମଶ୍ରେଣୀ ବିଚାରପତି ସ୍ମିତା ଲାକ୍ରା ଯୋଗଦେଇ ବିଭିନ୍ନ ପ୍ରକାରର…
ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ
ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର ବ୍ୟାପକ ପ୍ରଭାବ ଦେଖିବାକୁ ମିଳିଛି। ଜିଲାର ୧୦ଟି ବ୍ଲକ ଓ ଦୁଇଟି ପୌରପାଳିକା…
କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ
ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଣ୍ଡିବେଡ଼ା ପଞ୍ଚାୟତ ଅନ୍ତର୍ଗତ…
ଶିଶୁକନ୍ୟାର ମୁଣ୍ଡ ଉପରେ ଚଢ଼ିଗଲା ମିନିଟ୍ରକ୍
ନବରଙ୍ଗପୁର,୨୮ା୬(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟରୁ ଆସିଛି ଏକ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ ଖବର। ୪ ବର୍ଷର ଏକ ଶିଶୁକନ୍ୟାଙ୍କ ଉପରେ ଚଢ଼ିଗଲା ମିନିଟ୍ରକ୍। ଯାହା ଫଳରେ ଘଟଣାସ୍ଥଳରେ ହିଁ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଉମରକୋଟ ପୁରୁଣା ବସଷ୍ଟାଣ୍ଡ…
ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା
ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ମିଳିଥିବା ସୂଚନା ମୁତାବକ, ନବରଙ୍ଗପୁର…
ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ
ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍ଆଇ, ଏଆର୍ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ ବୁଧବାର ନବରଙ୍ଗପୁର ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଦାବିପତ୍ର…
୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ
ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ ଧାନ ଓଜନ ଟଙ୍କା ପାଇ ନ ଥିବା ଅଭିଯୋଗ ହୋଇଥିଲା। ଘଟଣା ନେଇ…
ଟାଣ ଖରାରେ ଚାଲି ଚାଲି ଯାଉଥିବା ବୃଦ୍ଧାଙ୍କୁ ନିଜ ଗାଡିରେ ବସାଇଲେ ବିଡିଓ, ସୁରକ୍ଷିତ ଭାବେ ଛାଡିଲେ ଘରେ; ଚାରିଆଡେ ପ୍ରଶଂସା
ନବରଙ୍ଗପୁର,୯।୬(ସଦାଶିବ ପ୍ରହରାଜ): ପ୍ରଶାସନିକ ଅଧିକାରୀଙ୍କ ମାନବିକତାର ଏକ ନିଆରା ଚିତ୍ର ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟିରେ । ପ୍ରଚଣ୍ଡ ଖରା ଓ ଗରମ ମଧ୍ୟରେ ସ୍ବାସ୍ଥ୍ୟ ପରୀକ୍ଷା ସାରି ଚାଲି ଚାଲି ଘରକୁ ଫେରୁଥିବା ଜଣେ ବୃଦ୍ଧାଙ୍କୁ ଦେଖି ସହାୟତାର…
ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍, ହଠାତ୍ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…
ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଅଭିଯୁକ୍ତ ଦୁଇଜଣ ହେଲେ ଜୟପୁର ସଦର ଥାନା ଅଧିନ ମାଳୀଗୁଡ଼ା…

