ନବରଙ୍ଗପୁର

ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲା ୩ ଜୀବନ

ଡାବୁଙ୍ଗା,୧୫ା୮(ଡି.ଏନ୍‌.ଏ.): ତିନିଦିନ ହେଲା ଲଗାଣବର୍ଷା ଯୋଗୁ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଞ୍ଚଳର ପୂର୍ଣ୍ଣ ପନକାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଶନିବାର ସକାଳେ ପୂର୍ଣ୍ଣଙ୍କ ୨ ପୁଅ ଓ ନାତୁଣୀ ଘର ଭିତରେ ଥିବା ସମୟରେ ଘରଟି ହଠାତ ଭାଙ୍ଗି…

ପାଇଖାନାରେ ଲୁଚାଇ ରଖିଥିଲେ ବଜ୍ରକାପ୍ତା: ଚଢ଼ାଉ କରି ଉଦ୍ଧାର କଲା ବନ ବିଭାଗ ଟିମ୍‌

ନବରଙ୍ଗପୁର,୧୨।୮(ବି.ପ୍ର.)- ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ ପାନାରଚୁଆ ଗ୍ରାମର ଜଣଙ୍କ ଘରୁ ବନ ବିଭାଗ ଟିମ୍‌ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଘଟଣାରେ ଜଣକୁ ଗିରଫ କରଛି l ଗିରଫ ବ୍ୟକ୍ତି ହେଲେ ପାନାରଚୁଆ ଗାଁର ଘାସିଆ ସାନ୍ତା । ସୂଚନା…

ତେଲ୍‌ ନଦୀରେ ବୁଡ଼ି ୩ ଶିଶୁଙ୍କ ଜୀବନ ଗଲା

ନବରଙ୍ଗପୁର,୬ା୮(ବି.ପ୍ର.) : ଗୁରୁବାର ତେଲ ନଦୀରେ ବୁଡ଼ି ତିନି ଶିଶୁଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁପୁତ୍ର ଏବଂ ଦୁଇ ଶିଶୁକନ୍ୟା ରହିଥିବାବେଳେ ସମସ୍ତେ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ…

ମଙ୍ଗଳବାରରୁ ୨ ଦିନ ନବରଙ୍ଗପୁର ଶଟ୍‌ଡାଉନ୍‌

ନବରଙ୍ଗପୁର,୨୦।୭(ବି.ପ୍ର.): ନବରଙ୍ଗପୁର ଜିଲାକୁ ମଙ୍ଗଳବାରଠାରୁ ୨ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସୋମବାର ଜିଲାପାଳ ଡ. ଅଜିତ କୁମାର ମିଶ୍ର ଏପରି ନିଷ୍ପତ୍ତି ନେଇଛନ୍ତି । ମଙ୍ଗଳବାର ସକାଳ ୫ଟାରୁ…

ସାବତ ମା’ଙ୍କ ତଣ୍ଟିଚିପି ହତ୍ୟା କଲା ପୁଅ

ନବରଙ୍ଗପୁର,୨୦ା୭(ବି.ପ୍ର.): ନବରଙ୍ଗପୁର ଗାଦବାଗଡ଼ା ସ୍ବାମୀ ବିକେକାନନ୍ଦ ବିଦ୍ୟାଳୟ ନିକଟରେ ରହୁଥିବା ଶ୍ରୀଧର ମହାପାତ୍ରଙ୍କ ପୁଅ ସୂର୍ଯ୍ୟକାନ୍ତ ମହାପାତ୍ର ଏକ ଗାମୁଚା ସାହାଯ୍ୟରେ ସାବତ ମାଆ ରୁନି ମହାପାତ୍ର(୫୦)ଙ୍କ ତଣ୍ଟିଚିପି ହତ୍ୟା କରିଛନ୍ତି। ସେ ନିଜେ ପୋଲିସ ନିକଟରେ ଏହା ସ୍ବୀକାର କରିଛନ୍ତି।…

ମା’ଙ୍କ ଦେହ ଖରାପ କହି ମାମୁଘରୁ ଡାକିନେଇ ନାବାଳିକାଙ୍କୁ ବଳାତ୍କାର

ନବରଙ୍ଗପୁର,୧୬।୭(ବି.ପ୍ର.): ନବରଙ୍ଗପୁର ଜିଲାରେ ଜଣେ ଅଷ୍ଟମ ଶ୍ରେଣୀ ନାବାଳିକା ବଳାତ୍କାରର ଶୀକାର ହୋଇଛନ୍ତି। ଏ ନେଇ ନାବାଳିକାଙ୍କ ପରିବାର ସ୍ବେଛାସେବୀ ଅନୁଷ୍ଠାନ ‘ମା ଘର’ ଅଧ୍ୟକ୍ଷାଙ୍କ ସହ ନବରଙ୍ଗପୁର ଥାନାରେ ଗୁରୁବାର ଲିଖିତ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ନାବାଳିକା ବୁଧବାର…

ଟିଏମ୍‌ସି କେନ୍ଦ୍ରରୁ ବିଏସ୍‌ଏଫ୍‌ ଯବାନ ଫେରାର

ନବରଙ୍ଗପୁର,୧୨।୭(ବି.ପ୍ର.)- ନବରଙ୍ଗପୁର ସଦର ବ୍ଲକ ଟିରଲୀ ଛକ ନିକଟରେ ଥିବା ପଲିଟେକ୍ନିକ ଟିଏମ୍‌ସି କେନ୍ଦ୍ରରୁ ଜଣେ ବିଏସ୍‌ଏଫ୍‌ ଯବାନ ଫେରାର ହୋଇଥିବା ବିଏସ୍‌ଏଫ୍‌ ୧୫ ବାଟାଲିଆନ କମାଣ୍ଡେଣ୍ଟ ନବରଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଗତ କିଛି ଦିନ ତଳେ ନବରଙ୍ଗପୁର କୋଭିଡ…

ପୁଅକୁ ହତ୍ୟା କଲେ ବାପା

ନବରଙ୍ଗପୁର,୧୧ା୭(ବି.ପ୍ର.): ନିଜର ଏକମାତ୍ର ପୁଅକୁ ହତ୍ୟା ଜଣେ ମଦ୍ୟପ ବାପା ହତ୍ୟା କରିବା ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଖାତିଗୁଡ଼ା ଥାନା ଅନ୍ତର୍ଗତ ଗୋଡ଼ିଗାଁ ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ଜଣକ ହେଉଛନ୍ତି କୃଷ୍ଣ ମାଝି(୨୫)। ଅଭିଯୁକ୍ତ ବାପା…

ପ୍ରେମ ପାଇଁ ମହାଭାରତ: ଝିଆରୀକୁ ଦାଦା ହତ୍ୟା କରିଥିବା ଅଭିଯୋଗ

ନବରଙ୍ଗପୁର, ୧୦।୭(ବି.ପ୍ର.): ପ୍ରେମ ପାଇଁ ଝିଆରୀକୁ ହତ୍ୟା କଲେ ସମ୍ପର୍କୀୟ ଦାଦା। ଏ ନେଇ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳର ଭୀଷ୍ମ ହରିଜନ(୨୭) ସମ୍ପର୍କୀୟ ଝିଆରିକୁ ଭଲ ପାଉଥିଲେ। ବିଭିନ୍ନ…

ଅଧ୍ୟାପିକାଙ୍କୁ ଚକୋଲେଟ୍‌ ଦେଇଛି ଭିନ୍ନ ଏକ ପରିଚୟ

ନବରଙ୍ଗପୁର,୧୦।୭ (ବି.ପ୍ର.): ପିଲାରୁ ବୟସ୍କ ଯାଏଁ ସମସ୍ତଙ୍କର ଚକୋଲେଟ୍‌ ପାଇଁ ଥାଏ ଦୁର୍ବଳତା। ବଜାରରେ ମଧ୍ୟ ଚକୋଲେଟ୍‌ର ଚାହିଦା ବେଶ୍‌ ରହିଛି। ସେଥିପାଇଁ ଏହାକୁ ରୋଜଗାର ମାଧ୍ୟମ କରିବାକୁ ମନ ବଳାଇଲେ ପାପଡ଼ାହାଣ୍ଡିର ସଙ୍ଗୀତା ସାହୁ। ସଙ୍ଗୀତା ପାପଡ଼ାହାଣ୍ଡିସ୍ଥିତ ଏକ ଘରୋଇ…

କୋଭିଡ୍‌ ହସ୍ପିଟାଲରୁ ଫେରାର କରୋନା ଆକ୍ରାନ୍ତ ଧରାପଡ଼ିଲେ : ୨ ଦିନ ହେଲା ଫେରାର ଥିଲେ

ନବରଙ୍ଗପୁର,୭।୭ (ବି.ପ୍ର.): ନବରଙ୍ଗପୁରସ୍ଥିତ କୋଭିଡ ହସ୍ପିଟାଲରୁ ଗତ ୫ ତାରିଖରେ କାନ୍ଥ ଡେଇଁ ଫେରାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ୨ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ଜିଲା ପୋଲିସ ଧରିବାରେ ସକ୍ଷମ ହୋଇଛି। ତାକୁ ଧରିବା ପରେ ପୁଣିଥରେ ଉକ୍ତ କୋଭିଡ…

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍‌ ହସ୍ପିଟାଲ କାନ୍ଥ ଡେଇଁ ଜଣେ କରୋନା ଆକ୍ରାନ୍ତ ରବିବାର ସକାଳୁ ଫେରାର ହୋଇଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri