ନବରଙ୍ଗପୁର

ୟୁରିଆ ପାଇଁ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ମାଡ଼

ଝରିଗାଁ, ୨୦।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ସାର ଅଭାବ ଲାଗି ରହିଛି। ଝରିଗାଁ ବ୍ଲକ ଲ୍ୟାମ୍ପସ୍‌ରେ ଶୁକ୍ରବାର ସାର ବଣ୍ଟନବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। କେତେଜଣ ଚାଷୀ ଅଧିକ ସାର ଦାବିରେ ଲ୍ୟାମ୍ପସ୍‌ ଏମ୍‌ଡିଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏ…

୩ ବର୍ଷର ପୁଅଙ୍କୁ ମାରି ଫାଶି ଲଗାଇଲେ ବାପା

ଝରିଗାଁ,୧୨।୮(ସ୍ବ.ପ୍ର.): ନିଶାଗ୍ରସ୍ତ ମଣିଷ ନିଜର ହିତାହିତ ଜ୍ଞାନ ଭୁଲିଯାଏ। ନିଶାର ବଶବର୍ତ୍ତୀ ହୋଇ ମଣିଷ ବଡ଼ବଡ଼ ଭୁଲ୍‌ କରିବସେ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅର୍ଜ୍ଜୁନଗୁଡ଼ା ଗାଁରେ। ନିଶାଶକ୍ତ ଜଣେ ବାପା…

ଶ୍ମଶାନରେ ୩ ଭାଲୁ, ଜଗି ରହିଛି ବନ ବିଭାଗ

ନନ୍ଦାହାଣ୍ଡି, ୬।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଦହଣା ପଞ୍ଚାୟତରେ ଭାଲୁ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୩ଟି ଭାଲୁ ଦହଣା ଗ୍ରାମ ମୁଖ୍ୟ ରାସ୍ତା ପାର୍ଶ୍ୱସ୍ଥ ଶ୍ମଶାନରେ ଥିବା ଏକ ଘରେ ପଶି ରହିଛନ୍ତି। ସ୍ଥାନୀୟ ଲୋକେ ଏ ନେଇ ନବରଙ୍ଗପୁର…

ବୟସ ମାତ୍ର ୨ ବର୍ଷ: ହେଲେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲେ ସମ୍ପୂର୍ଣ୍ଣା

ଉମରକୋଟ,୧।୮(ସ୍ବ.ପ୍ର.): ଉପାନ୍ତ ଅଞ୍ଚଳରେ ବିରଳ ପ୍ରତିଭାଙ୍କ ବୟସ ୨ ବର୍ଷ ମାତ୍ର। ହେଲେ ତାଙ୍କ ପାଟିରୁ ବାହାରୁଛି ଅନେକ ଜଟିଳ ପ୍ରଶ୍ନର ଉତ୍ତର। କୌଣସି ବସ୍ତୁ, ରଙ୍ଗ, ଆକାର, ଜୀବଜନ୍ତୁ, ପଶୁପକ୍ଷୀଙ୍କ ଶବ୍ଦ ଓ ଭଜନ, ବିପରୀତ ଶବ୍ଦ, ଗୀତ ଆଦି…

କ୍ରୀଡ଼ାମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କଲେ ବିଧାୟକ

ଉମରକୋଟ/ରାଇଘର,୧୭ା୭(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ୩ ଦିନିଆ ନବରଙ୍ଗପୁର ଜିଲା ଗସ୍ତ କରିଛନ୍ତି। ଶନିବାର ସେ ଉମରକୋଟ ଯାଇଥିଲେ। ତେବେ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଭାଜପା। ମନ୍ତ୍ରୀ ଉମରକୋଟ ଏବଂ ରାଇଘର ଗସ୍ତ ବେଳେ…

ମଡେଲଙ୍କ ଫଟୋକୁ ଏଡିଟ୍‌ କରି ବ୍ଲାକ୍‌ମେଲ୍‌ କରୁଥିଲେ

ଉମରକୋଟ, ୧୬।୭(ସ୍ବ.ପ୍ର.): ମୁମ୍ବାଇର ଜଣେ ମଡେଲଙ୍କ ଫଟୋକୁ ନଗ୍ନ ରୂପ ଦେଇ ଟଙ୍କା ମାଗିବା ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତ ସଦର ଗାଁର ସୌରଭ ମଣ୍ଡଳ(୨୧)।…

ମୃତ ଶିକ୍ଷକଙ୍କୁ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି

ନବରଙ୍ଗପୁର,୩।୭: ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଶିକ୍ଷା ବିଭାଗର ଅଜବ ନୀତି। ମୃତ ଶିକ୍ଷକଙ୍କୁ ମିଳିଛି କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି। କଥାଟି ଶୁଣିବାକୁ ଅଡ଼ୁଆ ଲାଗୁଥିଲେ ବି ଜଣେ ମୃତ ଶିକ୍ଷକଙ୍କୁ କୋଭିଡ କାର୍ଯ୍ୟ ପାଇଁ ଚିଠି ଜାରି ହୋଇଛି।…

୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି ପାଟି କରିଥିଲେ। ଫଳରେ ଭାଲୁଟି ଗାଁର ଯୋଗେନ୍ଦ୍ର ସାନ୍ତା ଓ ଲକ୍ଷ୍ମଣ ସାନ୍ତାଙ୍କ ଘର…

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିବାରୁ…

ତହସିଲ ଅଫିସରୁ ୬୩ ଲକ୍ଷ ଟଙ୍କା ଆତ୍ମସାତ

ଡାବୁଗାଁ, ୩୦।୫: ନବରଙ୍ଗପୁର ଜିଲା ଡାବୁଗାଁ ତହସିଲ କାର୍ଯ୍ୟାଳୟରେ ୬୩ ଲକ୍ଷ ୬୨ ହଜାର ୭୩ରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ଅନିୟମିତତା ଅଭିଯୋଗରେ ବରିଷ୍ଠ ରାଜସ୍ବ ସହାୟିକା ଚନ୍ଦନା ମଣ୍ଡଳଙ୍କୁ ନବରଙ୍ଗପୁର ଜିଲାପାଳ ଡ. ଅଜିତ କୁମାର ମିଶ୍ର ଚାକିରିରୁ ନିଲମ୍ବିତ…

ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୯।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ୍‌ (ଏସ୍‌ଏନ୍‌ସିୟୁ) ସମଗ୍ର ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ନେଇ ପ୍ରସ୍ତୁତ ତାଲିକାରେ…

ନବଜାତ ଶିଶୁଙ୍କ ଚିକିତ୍ସାରେ ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୮ା୫: ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ(ଏସ୍‌ଏନ୍‌ସିୟୁ) ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ବିଚାରକୁ ନେଇ ଏହି ସମ୍ମାନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?