ତାଲିକାରେ ନାଁ ଅଛି, ମିଳୁନି ଆବାସ
ତେନ୍ତୁଳିଖୁଣ୍ଟି,୨୫।୨(ଡି.ଏନ.ଏ) ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚୟନ ତାଲିକାରେ ନାମ ଅଛି,ତଥାପି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳୁନି। ବାଧ୍ୟ ହୋଇ ଭଙ୍ଗା ଦଦରା ଘରେ ରହୁଛନ୍ତି ହିତାଧିକାରୀ। ଏହିପରି ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଦାଣ୍ଡୁଗୁଡା ଗ୍ରାମର ଡମୁ ଜାନୀଙ୍କ…
୨ ଧାନଗଦା, ଟାଟା ମ୍ୟାଜିକ୍ରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ପାପଡାହାଣ୍ଡି,୨୩।୨(ଡି.ଏନ୍.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖରକି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ହରିଶ୍ଚନ୍ଦ୍ର ମୀରଗାନ ଓ ପ୍ରଭୁଦାନ ମୀରଗାନଙ୍କ ୨ଟି ଧାନ ଗଦା ସହ ଉରଦି ଗ୍ରାମର ପର୍ଶୁରାମ ହରିଜନଙ୍କ ଟାଟା…
ଭାଇରାଲ ଭିଡିଓରେ ଆର୍ଟିଓ
ନବରଙ୍ଗପୁର,୨୨।୨(ବି.ପ୍ର.): ୫-ଟି ଅଧୀନରେ ରାଜ୍ୟର ସବୁ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଦଲାଲ ଓ ଦୁର୍ନୀତିମୁକ୍ତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ସେହି ସମାନ ସମୟରେ ନବରଙ୍ଗପୁର ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ ଦୁର୍ନୀତି କରୁଥିବା ଅଭିଯୋଗ ଉଠିଛି।…
ବସ୍ ଓଲଟି ୩ ମୃତ ଘଟଣା: କ୍ଷତିପୂରଣ ଲାଗି ମୃତକଙ୍କ ପରିବାର ପକ୍ଷରୁ ରାସ୍ତାରୋକୋ
ନବରଙ୍ଗପୁର,୧୬ା୨(ବି.ପ୍ର.): ନବରଙ୍ଗପୁର-ପାପଡ଼ାହାଣ୍ଡି ୨୬ ନମ୍ବର ଜାତୀୟ ରାଜପଥ ତଥା ଡିୟରପାର୍କଠାରୁ କିଛି ଦୂରରେ ଏକ ଘରୋଇ ବସ୍ ଶନିବାର ଓଲଟି ପଡିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ରବିବାର ନବରଙ୍ଗପୁର ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର…
ଗିର୍ଲିଗୁଡ଼ା-ମାଝିଗୁଡ଼ା ସେତୁ : ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ
ଡାବୁଗାଁ, ୧୬।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ଅଧୀନ ଗିର୍ଲିଗୁଡ଼ା-ମାଝିଗୁଡ଼ା ଗ୍ରାମ ମଧ୍ୟରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏ ନେଇ ଡାବୁଗାଁ ବ୍ଲକ ଅଧୀନ ଘୋଡାଖୁଣ୍ଟା ପଞ୍ଚାୟତ…
ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ: ଆହତଙ୍କ ସଂଖ୍ୟା ୨୫କୁ ବୃଦ୍ଧି
ପାପଡ଼ାହାଣ୍ଡି,୧୫।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ବର୍ତ୍ତମାନ ସୁଦ୍ଧା ଆହତଙ୍କ ସଂଖ୍ୟା୨୫କୁ ବୃଦ୍ଧି ପାଇଛି। ତେବେ ସେଥିମଧ୍ୟରୁ ୧୦ ଜଣଙ୍କ ଅବସ୍ଥା…
ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ: ୨ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ
ପାପଡ଼ାହାଣ୍ଡି,୧୫।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍ ଦୁର୍ଘଟଣା ଘଟିଛି। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତାହତଙ୍କ ପରିଚୟ ମିଳିନାହିଁ। ବସ୍ ଜଗା…
ଶ୍ରମ କାର୍ଡ ନାଁରେ ଠକୁଛନ୍ତି ଦଲାଲ:ନକଲି କାର୍ଡ଼ ଦେଇ ଲୋକଙ୍କଠାରୁ ଲୁଟୁଛନ୍ତି ଟଙ୍କା
ନବରଙ୍ଗପୁର,୧୫।୨(ବି.ପ୍ର.) ଶିକ୍ଷା ଓ ସଚେତନତା ଅଭାବ ଯୋଗୁ ଅନେକ ଶ୍ରମିକ ଠକାମିର ଶିକାର ହେଉଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମ କାର୍ଡ ପାଇଁ ନାମ ପଞ୍ଜୀକରଣ କରାଇ ଦେବାକୁ କହି ଲୋକଙ୍କୁ ଠକି ଚାଲିଛନ୍ତି ଦଲାଲ। ନକଲି ପଞ୍ଜୀକରଣ ପତ୍ର…
ରାସ୍ତାରେ ମୃତଦେହ ଛାଡି ଚାଲିଗଲେ ଅଟୋ ଚାଳକ
ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ ପାରିବେ ନାହିଁ ବୋଲି କହିଥିଲେ। ଅଟୋ ଚାଳକ ମାନବିକତା ଭୁଲିଯାଇ ମୃତଦେହକୁ ରାସ୍ତାରେ ଛାଡି…
ପିଠା ଖାଇ ୨ ଭାଇ ମୃତ, ମା’ ବାପା ଗୁରୁତର: ଫୁଡ ପଏଜନିଂ ହୋଇଥିବା ସନ୍ଦେହ
ଚନ୍ଦାହାଣ୍ଡି,୧୨।୨(ଡି.ଏନ.ଏ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପିଠା ଖାଇ ଗୋଟିଏ ପରିବାର ୨ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଓ ବାପା ଗୁରୁତର ହୋଇଛନ୍ତି। ତେବେ ପରିବାରର ୨…
ଖାଦ୍ୟରେ ବିଷକ୍ରିୟା ସନ୍ଦେହ: ଗୋଟିଏ ପରିବାରର ଦୁଇ ଶିଶୁ ମୃତ, ମା’ବାପା ଗୁରୁତର
ଚନ୍ଦାହାଣ୍ଡି,୧୨।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଦ୍ୟରେ ବିଷକ୍ରିୟା ଯୋଗୁ ଗୋଟିଏ ପରିବାରର ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ବାପା ଗୁରୁତର ହୋଇଥିବା ସନ୍ଦେହ କରାଯାଉଛି। ଏଥିରୁ ପରିବାରର ଦୁଇ…
ଟୋକନ ମିଳୁନି, ଚାଷୀ ବିକି ପାରୁନି ଧାନ
ଉମରକୋଟ, ୧୧।୨ (ଡି.ଏନ୍.ଏ.)- ଅନଲାଇନ ଧାନ କିଣା ବ୍ୟବସ୍ଥାରେ ଫସିଲେ ଚାଷୀ । ପୂର୍ବରୁ ରେଜିଷ୍ଟ୍ରେଶନ କରିବା ଅନୁସାରେ ମଣ୍ଡିରେ ଯେତେ ପରିମାଣରେ ଧାନ କିଣିବା କଥା ସେହି ପରିମାଣରେ ଧାନ ବିକ୍ରି କରୁଥିଲେ। ନୂଆ ବ୍ୟବସ୍ଥା ଅନୁଯାୟୀ ଲ୍ୟାମ୍ପସ ଅନଲାଇନରେ…
Archives


