ନବରଙ୍ଗପୁର

ଦାବି ଶୁଣିଲେନି ସରକାର: ୬ ଘଣ୍ଟା ଇନ୍ଦ୍ରାବତୀ ବଜାର ବନ୍ଦ

ନବରଙ୍ଗପୁର, ୧୬।୧୨(ଡି.ଏନ୍‌.ଏ.): ଗତ ୩୦ ବର୍ଷ ହେଲା ସରକାର ଦାବି ଶୁଣୁ ନାହାନ୍ତି। ତେଣୁ ବିସ୍ଥାପିତଙ୍କ ଥଇଥାନ ଦାବିରେ ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ବଜାର ବୁଧବାର ସକାଳୁ ୬ ଘଣ୍ଟା ପାଇଁ ବନ୍ଦ ରହିଛି। ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳ ଗଣ ପରିଷଦ…

ଜଗନ୍ନାଥ ମନ୍ଦିର ନିଯୋଗକୁ କୋଟିଏ ଟଙ୍କାର ଘର ଦାନ

ନବରଙ୍ଗପୁର,୧୬।୧୨(ବି.ପ୍ର.): ସାଧାରଣତଃ ମଣିଷ ମୃତ୍ୟୁ ପୂର୍ବରୁ ନିଜର ସମସ୍ତ ସମ୍ପତ୍ତି ପରିବାର ଅଥବା ବନ୍ଧୁଙ୍କୁ ଦାନ କରିଥାନ୍ତି। କିନ୍ତୁ ନବରଙ୍ଗପୁର ସହର ଭଗବତୀ ସାହି ବାସିନ୍ଧା ଭବାନୀ ସାହୁଙ୍କ ସ୍ତ୍ରୀ ବୈଜୟନ୍ତୀ ନିଜର କୋଟିଏ ଟଙ୍କାର ଘରକୁ ସ୍ଥାନୀୟ ଜଗନ୍ନାଥ ମନ୍ଦିରର…

ବନ୍ଦ ରହିଛି ଉମରକୋଟ୍‌ ଧଳାସୁନା କଳ

ଉମରକୋଟ,୧୫।୧୨(ସ୍ୱ.ପ୍ର.): ନବରଙ୍ଗପୁର ଜିଲା ଦିନେ କପାଚାଷ ପାଇଁ ପରିଚିତ ଥିଲା। ୧୯୮୫ରୁ ୧୯୮୯ ପର୍ଯ୍ୟନ୍ତ ଚାଷୀ ଅଧିକ ପରିମାଣରେ କପା ଚାଷ କରୁଥିଲେ। ସେତେବେଳ କପା କିଲୋ ପ୍ରତି ୭ ଟଙ୍କା ରହିଥିଲା। ଧଳାସୁନାଭାବେ ପରିଚିତ କପାଚାଷରୁ ଭଲ ଲାଭ ମିଳୁଥିବାରୁ…

ଜମିରେ ଧାନ କାଟୁଛନ୍ତି ଡାବୁଗାଁ ବିଧାୟକ

ନବରଙ୍ଗପୁର,୧୪୧୧(ବି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜର ନିଅାରା କାଯର୍ୟ ଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ଏବେ ନବରଙ୍ଗପୁର ବ୍ଲକ ଅଧୀନ ପୂଜାରୀଗୁଡାସ୍ଥିତ ନିଜ ଚାଷଜମିରେ ସେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଭିଡିଓ ଭାଇରାଲ ହୋଇଛି ନିଜେ ପ୍ରତ୍ୟେକ୍ଷ…

ଠକେଇ ମାମଲାରେ ଯୁବକ ଗିରଫ

ଚନ୍ଦାହାଣ୍ଡି, ୧୪ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ବରିଷ୍ଠ ନାଗରିକଙ୍କ ଏଟିଏମ୍ କାର୍ଡ ନେଇ ଅାକାଉଣ୍ଟରୁ ଲକ୍ଷାଧତ୍କ ଟଙ୍କା ଲୁଟ୍ ମାମଲାରେ ଜୁନାଗଡ଼ ପୋଲିସ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପୂଜାରୀଗୁଡା ଗ୍ରାମର ଚୈତନ୍ୟ ନାଗ (୨୪)ଙ୍କୁ ଗିରଫ କରିଛି ା ଏହାପରେ ଜୁନାଗଡ଼…

ଶୁଆ ପାଇଁ କାନ୍ଦୁଛି ସ୍ବାଇଁ ପରିବାର

ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର। ମନରେ ପ୍ରଶ୍ନ ଆସୁଥାଇପାରେ ରୁବି କିଏ। ତେବେ ରୁବି ହେଉଛି ଏକ ଶୁଆ,…

ବିଧାୟକଙ୍କ ସହ ସ୍ତ୍ରୀ ମଧ୍ୟ କାଟିଲେ ଧାନ

ନବରଙ୍ଗପୁର,୨୮।୧୦(ବି.ପ୍ର.): ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ନିଜର ନିଆରା କାର୍ଯ୍ୟଶୈଳୀକୁ ନେଇ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ବିଧାୟକ ତାଙ୍କ ବ୍ୟସ୍ତ ବହୁଳ ଜୀବନରୁ ସମୟ ବାହାର କରି ନିଜ ଚାଷଜମିରେ ଧାନ କାଟୁଥିବା ଦେଖିବାକୁ ମିଳିଛି। ବିଧାୟକ ବିଲରେ ଦିନମଜୁରିଆଙ୍କ…

ମା’ ଭଣ୍ଡାରଘରଣୀଙ୍କ ବିଜୟ ଉତ୍ସବ

ନବରଙ୍ଗପୁର,୨୬ା୧୦(ବି.ପ୍ର.)- ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାରଘରଣୀଙ୍କ ବିଜୟା ଦଶମୀ ପୂଜା ରବିବାର ରାତିରେ ସମାପନ ହୋଇଯାଇଛି। ସନ୍ଧ୍ୟାରେ ମା’ଙ୍କ ବିଜୟ ଶୋଭାଯାତ୍ରା ବାହାରିଥିଲା। ଏଥିରେ ମା’ଙ୍କ ବିମାନ ସହ ଆଖପାଖ ଅଞ୍ଚଳର ୧୩ରୁ ଊର୍ଦ୍ଧ୍ୱ ଶକ୍ତିପୀଠରୁ ଲାଠିଗୁଡ଼ିକ ଯୋଗଦେଇଥିଲେ।…

ନିୟନ୍ତ୍ରିତ ବଜାର କମିଟି ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୧୪।୧୦(ବି.ପ୍ର.): ନିୟନ୍ତ୍ରିତ ବଜାର ବରିଷ୍ଠ କିରାଣି ଅଶୋକ ନନ୍ଦଙ୍କ ଘରେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ନବରଙ୍ଗପୁର ଭିଜିଲାନ୍ସ ଚଢ଼ାଉ କରିଛି । ଏକ କାଳୀନ ୩ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରିରଖିଛି। ପୈତୃକ ଘର, ଭାଟିଶାଳଗୁଡାରେ ଥିବା ବାସଭବନ ଓ ନିୟନ୍ତ୍ରିତ…

କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନବରଙ୍ଗପୁର…

ନବରଙ୍ଗପୁର ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୯।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ସ୍ତ୍ରୀ । କିଛି ଦିନ ଦେଲା ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ ଦେଖା ଯାଉଥିଲା। ଏହାପରେ ଉଭୟେ କରୋନା ଟେଷ୍ଟ କରିଥିଲେ। ଟେଷ୍ଟ ପରେ ଉଭୟଙ୍କ ରିପୋର୍ଟ…

ଏମ୍‌ପି ରମେଶ ମାଝିଙ୍କୁ କରୋନା

ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାଇଛନ୍ତି। ଏଥିସହ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?