ନବରଙ୍ଗପୁର

ବଡ଼ଗୁମୁଡ଼ା ସେବାଶ୍ରମ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ନବରଙ୍ଗପୁର,୨୪ା୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ କୋଷାଗୁମୁଡା ବ୍ଲକ ବଡ଼ଗୁମୁଡ଼ା ସେବାଶ୍ରମ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ରଞ୍ଜିିତା ହରିଜନଙ୍କର ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ନବରଙ୍ଗପୁର ଜିଲା ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଝରିଗଁା ବ୍ଲକ ତାରାଯୋଡି ଗ୍ରାମର...

୫ ବର୍ଷ ବିତିଲା ଯାଞ୍ଚ ହେଲାନି ଶିକ୍ଷକଙ୍କ ପ୍ରମାଣପତ୍ର

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରଜ):ନବରଙ୍ଗପୁର ଜିଲାରେ ଜାଲ ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ନିଯୁକ୍ତି ମାମଲାରେ ପ୍ରାଥମିକ ଶିକ୍ଷକଙ୍କ ପ୍ରମାଣ ପତ୍ର ୫ ବର୍ଷ ବିତିଥିଲେ ମଧ୍ୟ ଯାଞ୍ଚ ହୋଇପାରି ନାହିଁ। କେତେକ ଶିକ୍ଷକ ଜାଲ ଶିକ୍ଷାଗତ ଯୋଗ୍ୟତା ଏବଂ ନକଲି ବିଏଡ୍‌...

ଅନ୍‌ଲାଇନ୍‌ ଠକେଇ: ରାଉରକେଲାରୁ ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ନବରଙ୍ଗପୁର,୧୯।୮(ସଦାଶିବ ପ୍ରହରାଜ): ଅନ୍‌ଲାଇଇନ୍‌ ଠକେଇ ମାମଲାରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ପୋଲିସ ରାଉରକେଲାରୁ ୪ଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବିହାରର ଖଗାରିୟା ଜିଲାର ଗୁଲସନ କୁମାର, ସନୋଜ ପାସୱାନ, ଧୀରଜ କୁମାର ପାସଓ୍ବାନ ଏବଂ ମୋହନ କୁମାର...

୧୧ ଦିନ ପରେ ବର୍ଷା, ଚାଷୀ ସାମାନ୍ୟ ଆଶ୍ୱସ୍ତ

ଉମରକୋଟ,୧୮।୮(ସନ୍ତୋଷ ଶତପଥୀ) : ଶ୍ରାବଣ ମାସରେ ପ୍ରବଳ ବର୍ଷା ହେବା କଥା। କିନ୍ତୁ ଚଳିତ ବର୍ଷ ବର୍ଷା ଉଭାନ ପ୍ରାୟ। ଦୀର୍ଘ ୧୧ ଦିନ ପରେ ନବରଙ୍ଗପୁର ଜିଲା ଉମରକୋଟରେ ଗୁରୁବାର ବର୍ଷା ହୋଇଛି। ବର୍ଷା ନ ଥିବାରୁ ଧାନଜମିଗୁଡ଼ିକ...

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ: ବେକରେ ବନ୍ଧା ହୋଇଥିଲା ପଥର 

କୋଡିଙ୍ଗା,୧୭।୮(ସମରେନ୍ଦ୍ର ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅଧୀନ ନୁଆଗୁଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ କୋଡିଙ୍ଗା ପୋଲିସ ଜବତ କରିଛି। ମୃତକ ହେଲେ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ କଂଗ୍ରା ପଞ୍ଚାୟତ...

ବର୍ଷା ପାଇଁ ବେଙ୍ଗ ବେଙ୍ଗୁଲୀ ବାହାଘର

ଡାବୁଗାଁ, ୧୭।୮(ପ୍ରଜ୍ଞାରଞ୍ଜନ ପରିଡା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାମ ଆଗେଇ ପାରୁନାହିଁ। ବିଶେଷକରି ଧାନଚାଷ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ସ୍ଥାନୀୟ ଚାଷୀମାନେ ଅନୁକୂଳ ପାଗ ଦେଖି ଧାନ...

ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି

ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ସମସ୍ତ ବିଦ୍ୟାଳୟ ମଧ୍ୟରେ ପିଇବା ପାଣି ପାଇଁ ମଧ୍ୟ ସୁବିଧା କରାଯାଇଛି। କିନ୍ତୁ...

ବର୍ଷା ଅଭାବରୁ ଜମି ଫାଟି ଆଁ କଲାଣି

ଡାବୁଗାଁ,୧୪।୮ (ପ୍ରଜ୍ଞା ରଞ୍ଜନ ପରିଡା): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ବିଳମ୍ବରେ ଚାଷ କାର୍ଯ୍ୟ ଆରମ୍ଭ ହେଲା। ଏବେ ଧାନ ରୁଆ ବେଉଷଣ ପରେ ବର୍ଷା ଉଭାନ ହୋଇଯାଇଛି। ସେପଟେ ପାଣି ଅଭାବରୁ ଧାନ ଜମି ଫାଟି ଆଁ...

ଶ୍ରାବଣରେ ବର୍ଷା ନାହିଁ, ଆଗେଇ ପାରୁନି ଚାଷ

ଝରିଗାଁ,୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଳକରେ ସ୍ବଳ୍ପ ବର୍ଷା ଯୋଗୁଁ ଚାଷୀ ଏବେ ଚିନ୍ତାରେ ପଡ଼ିଛି। ବ୍ଲକରେ ୩୩୩.୪ ହେକ୍ଟର ଜମିରେ ଧାନ ତଳି ପଡିଥିବାବେଳେ କାଦୁଅ ପାଇଁ ଆବଶ୍ୟକ ବର୍ଷା ହେଉ ନ ଥିବାରୁ ଚାଷୀ...

ବ୍ଲକ୍‌ ଗ୍ରାଣ୍ଟ ହେବା ପରେ ବି ପରିଚାଳନାରେ ଅସଙ୍ଗତି

ତେନ୍ତୁଳିଖୁଣ୍ଟି, ୧୩।୮(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ ଦ୍ୱାରା ୧୯୯୦ରେ ଖୋଲିଥିଲା ଇନ୍ଦ୍ରାବତୀ ପ୍ରକଳ୍ପ କଲେଜ। ଯୁକ୍ତ ୨ ବିଜ୍ଞାନ ଓ କଳା ଖୋଲିଲା ବେଳେ ଜଳ ସମ୍ପଦ ବିଭାଗର ପ୍ରତ୍ୟକ୍ଷ ପରିଚାଳନା ଓ ଅନୁଦାନରେ...

ଜରାଜୀର୍ଣ୍ଣ ନବରଙ୍ଗପୁର ଆଦିବାସୀ ସଂଗ୍ରହାଳୟ

ନବରଙ୍ଗପୁର,୧୩।୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ସହର ମଧ୍ୟଭାଗରେ ଥିବା ଆଦିବାସୀ ସଂଗ୍ରହଳାୟ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଏହି କୋଠାର ପୁନରୁଦ୍ଧାରକୁ ଗୁରୁତ୍ୱ ନ ଦେଇ ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାପଡାହାଣ୍ଡି ମୃଗବିହାରରେ ଏକ ଆଦିବାସୀ ସଂଗ୍ରହାଳୟ ନିର୍ମାଣ ପାଇଁ...

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି। ସେ ୨୧୬୮ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟ ପ୍ରତିଦ୍ୱନ୍ଦ୍ୱୀ ଗୌଦାସ ଗଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri