ନବରଙ୍ଗପୁର

ନିୟନ୍ତ୍ରିତ ବଜାର କମିଟି ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୧୪।୧୦(ବି.ପ୍ର.): ନିୟନ୍ତ୍ରିତ ବଜାର ବରିଷ୍ଠ କିରାଣି ଅଶୋକ ନନ୍ଦଙ୍କ ଘରେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ନବରଙ୍ଗପୁର ଭିଜିଲାନ୍ସ ଚଢ଼ାଉ କରିଛି । ଏକ କାଳୀନ ୩ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରିରଖିଛି। ପୈତୃକ ଘର, ଭାଟିଶାଳଗୁଡାରେ ଥିବା ବାସଭବନ ଓ ନିୟନ୍ତ୍ରିତ…

କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନବରଙ୍ଗପୁର…

ନବରଙ୍ଗପୁର ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୯।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ସ୍ତ୍ରୀ । କିଛି ଦିନ ଦେଲା ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ ଦେଖା ଯାଉଥିଲା। ଏହାପରେ ଉଭୟେ କରୋନା ଟେଷ୍ଟ କରିଥିଲେ। ଟେଷ୍ଟ ପରେ ଉଭୟଙ୍କ ରିପୋର୍ଟ…

ଏମ୍‌ପି ରମେଶ ମାଝିଙ୍କୁ କରୋନା

ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାଇଛନ୍ତି। ଏଥିସହ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ…

ଲଗାଣ ବର୍ଷାରେ ପାପଡାହାଣ୍ଡିରେ ଘରେ ପଶିଲା ପାଣି

ପାପଡାହାଣ୍ଡି,୨୦।୮(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାରେ ବହୁ ଘରେ ଓ ଦୋକାନଗୁଡିକରେ ବର୍ଷାଜଳ ପଶିଯାଇଥିବା ଦେଖିବାକୁ ମିଳିଛି। ଏଥିରେ ପ୍ରାୟ ୩ରୁ ଅଧିକ ଘର ଭାଙ୍ଗିଯାଇଥିବା ଜଣାପଡିଛି। ଗତ ୨୪ ଘଣ୍ଟା…

ବିଧାୟକଙ୍କ ଚାଷକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ନବରଙ୍ଗପୁର ଜିଲା ଡାବୁଗଁ। ବିଧାୟକ ମନୋହର ରନ୍ଧାରୀ ପ୍ରତ୍ୟେକ ବର୍ଷ ଦୁଇ ମାସ ପାଇଁ ନିଜ ଜମିରେ ଚାଷ କରନ୍ତି। ସବୁଥର ଭଳି ଏଥର ମଧ୍ୟ ସେ ନିଜ ଜମିରେ ଚାଷ କରୁଥିବା ଦେଖିବାକୁ ମିଳିଛି। ସେ ଏହି କାମ…

କୋଭିଡ୍‌ ନିୟମ ପାଳନ କରାଯାଇ ଉଡ଼ାଗଲା ତ୍ରିରଙ୍ଗା

ଡାବୁଗାଁ,୧୫ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟ, ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ବିଦ୍ୟାଳୟରେ ସରକାରଙ୍କ କୋଭିଡ-୧୯ ନିୟମ ପାଳନ କରାଯାଇ ସାମାଜିକ ଦୂରତା ରକ୍ଷା…

ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲା ୩ ଜୀବନ

ଡାବୁଙ୍ଗା,୧୫ା୮(ଡି.ଏନ୍‌.ଏ.): ତିନିଦିନ ହେଲା ଲଗାଣବର୍ଷା ଯୋଗୁ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଞ୍ଚଳର ପୂର୍ଣ୍ଣ ପନକାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଶନିବାର ସକାଳେ ପୂର୍ଣ୍ଣଙ୍କ ୨ ପୁଅ ଓ ନାତୁଣୀ ଘର ଭିତରେ ଥିବା ସମୟରେ ଘରଟି ହଠାତ ଭାଙ୍ଗି…

ପାଇଖାନାରେ ଲୁଚାଇ ରଖିଥିଲେ ବଜ୍ରକାପ୍ତା: ଚଢ଼ାଉ କରି ଉଦ୍ଧାର କଲା ବନ ବିଭାଗ ଟିମ୍‌

ନବରଙ୍ଗପୁର,୧୨।୮(ବି.ପ୍ର.)- ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ ପାନାରଚୁଆ ଗ୍ରାମର ଜଣଙ୍କ ଘରୁ ବନ ବିଭାଗ ଟିମ୍‌ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଘଟଣାରେ ଜଣକୁ ଗିରଫ କରଛି l ଗିରଫ ବ୍ୟକ୍ତି ହେଲେ ପାନାରଚୁଆ ଗାଁର ଘାସିଆ ସାନ୍ତା । ସୂଚନା…

ତେଲ୍‌ ନଦୀରେ ବୁଡ଼ି ୩ ଶିଶୁଙ୍କ ଜୀବନ ଗଲା

ନବରଙ୍ଗପୁର,୬ା୮(ବି.ପ୍ର.) : ଗୁରୁବାର ତେଲ ନଦୀରେ ବୁଡ଼ି ତିନି ଶିଶୁଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁପୁତ୍ର ଏବଂ ଦୁଇ ଶିଶୁକନ୍ୟା ରହିଥିବାବେଳେ ସମସ୍ତେ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ…

ମଙ୍ଗଳବାରରୁ ୨ ଦିନ ନବରଙ୍ଗପୁର ଶଟ୍‌ଡାଉନ୍‌

ନବରଙ୍ଗପୁର,୨୦।୭(ବି.ପ୍ର.): ନବରଙ୍ଗପୁର ଜିଲାକୁ ମଙ୍ଗଳବାରଠାରୁ ୨ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସୋମବାର ଜିଲାପାଳ ଡ. ଅଜିତ କୁମାର ମିଶ୍ର ଏପରି ନିଷ୍ପତ୍ତି ନେଇଛନ୍ତି । ମଙ୍ଗଳବାର ସକାଳ ୫ଟାରୁ…

ସାବତ ମା’ଙ୍କ ତଣ୍ଟିଚିପି ହତ୍ୟା କଲା ପୁଅ

ନବରଙ୍ଗପୁର,୨୦ା୭(ବି.ପ୍ର.): ନବରଙ୍ଗପୁର ଗାଦବାଗଡ଼ା ସ୍ବାମୀ ବିକେକାନନ୍ଦ ବିଦ୍ୟାଳୟ ନିକଟରେ ରହୁଥିବା ଶ୍ରୀଧର ମହାପାତ୍ରଙ୍କ ପୁଅ ସୂର୍ଯ୍ୟକାନ୍ତ ମହାପାତ୍ର ଏକ ଗାମୁଚା ସାହାଯ୍ୟରେ ସାବତ ମାଆ ରୁନି ମହାପାତ୍ର(୫୦)ଙ୍କ ତଣ୍ଟିଚିପି ହତ୍ୟା କରିଛନ୍ତି। ସେ ନିଜେ ପୋଲିସ ନିକଟରେ ଏହା ସ୍ବୀକାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?