ସ୍ବାଧୀନତା ଦିବସରେ ଗାନ୍ଧିଜୀଙ୍କୁ ଅସମ୍ମାନ
ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍.ଏ.)-ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସମସ୍ତେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇଥାନ୍ତି। ଜାତୀୟ ପତାକା ଉତ୍ତୋଳନ ପରେ ସେମାନଙ୍କ ବଳିଦାନର କଥା ଚର୍ଚ୍ଚା ହୋଇଥାଏ। ଏହା ମଧ୍ୟରେ ସ୍ବାଧୀନତା ସଂଗ୍ରାମର ପୁରୋଧା କୁହାଯାଉଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଚନ୍ଦାହାଣ୍ଡିରେ…
ନବରଙ୍ଗପୁରରେ ୭୩ତମ ସ୍ବାଧୀନତା ଦିବସ
ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ତ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମନ୍ତ୍ରୀ…
ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ମାଓବାଦୀ ପୋଷ୍ଟର
ନବରଙ୍ଗପୁର/ଚନ୍ଦାହାଣ୍ଡି,୧୫।୮(ବି.ପ୍ର./ଡି.ଏନ୍.ଏ.): ସମଗ୍ର ଭାରତ ବର୍ଷରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ହେଉଥିବାବେଳେ ନବରଙ୍ଗପୁର ଜିଲାର ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ମୁଖ୍ୟ ଫାଟକଠାରେ ମେନପୁର ଡିଭିଜନ ମାଓବାଦୀ ଲାଲରଙ୍ଗର ପୋଷ୍ଟର ଲଗାଇଛନ୍ତି। ଅଗଷ୍ଟ ୧୫କୁ…
ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ ମାଓବାଦୀ ଲଗାଇଲେ ବ୍ୟାନର
ନବରଙ୍ଗପୁର/ଝରିଗାଁ,୧୪ା୮(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କର୍ଲାପଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟରେ ମାଓବାଦୀ ପକ୍ଷରୁ ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ କଳା ବ୍ୟାନରରେ ଲେଖି କାନ୍ଥରେ ଟାଙ୍ଗିଛନ୍ତି। ଏଥିସହ ଏକ ଧଳା କାଗଜରେ ଲାଲ ରଙ୍ଗରେ ସିପିଆଇ…
ନବବଧୂଙ୍କୁ ହତ୍ୟା ଅଭିଯୋଗ
ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି । ତେନ୍ତୁଳିଖୁଣ୍ଟି ଥାନା ବିରୀଗୁଡା ଗ୍ରାମର ମେନକା ୪ ମାସ ତଳେ ବାଙ୍କସର୍ଗି ଗ୍ରାମର ତୀର୍ଥ…
ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟା ସୁଦ୍ଧା ୬୪୦.୦୬ ମିଟର: ୨ଟି ଗେଟ୍ ଖୋଲା
ତେନ୍ତୁଳିଖୁଣ୍ଟି,୧୦।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟାସୁଦ୍ଧା ୬୪୦.୦୬ ରହିଛି। ବର୍ତ୍ତମାନ ୨ ଓ ୬ ନଂ.ଗେଟ୍ ଦେଢ଼ ମିଟର ଲେଖାଏ ଖୋଲାରହିଛି। ମୁଖୀଗୁଡ଼ା ପାଓ୍ବାର ହାଉସ୍ରେ ୩ଟି ଟର୍ବାଇନ୍ ଚାଲୁରହିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡ୍ରେ…
ଇନ୍ଦ୍ରାବତୀ ଜଳଭଣ୍ଡାରର ୨ ଗେଟ ଖୋଲିଲା
ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଇନ୍ଦ୍ରାବତୀ ସ୍ଥିତ ଦେଓପାଲି ବନ୍ଧର ଗୁରୁବାର ୨ଟି ଗେଟ ଖୋଲାଯାଇଛି। ଦେଓପାଲି ବନ୍ଧର ୨ ନଂ ଓ ୬ ନଂ ଗେଟ୍ ଖୋଲାଯାଇଛି। ୨ ନଂ ଗେଟରେ ୧୮୦ ଘନମିଟର ଓ…
ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲିଲା
ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ୍.ଏ.) : ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ଇନ୍ଦ୍ରାବତୀସ୍ଥିତ ଦେଓପାଲି ବନ୍ଧର ୨ଟି ଗେଟ୍ ଗୁରୁବାର ଅପରାହ୍ନରେ ଖୋଲାଯାଇଛି। ଉଭୟ ଗେଟ୍ ଖୋଲାଯିବା ପୂର୍ବରୁ ଜଳଭଣ୍ଡାରର ଜଳ ପତ୍ତନ ୬୩୯. ୮୦ ମିଟର ରହିଥିଲା। ପ୍ରଥମେ…
ବାଧକ ସାଜିଛି ନାରମୁଣ୍ଡା ନାଳ, ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର
ଝରିଗାଁ,୭।୮(ସ୍ବ.ପ୍ର.): ସ୍କୁଲକୁ ଯିବାକୁ ରାସ୍ତାଘାଟ ନାହିଁ, ପାଠ ପଢ଼ିବାକୁ ଇଚ୍ଛା ଥିଲେ ମଧ୍ୟ ନିୟମିତ ବିଦ୍ୟାଳୟକୁ ଯିବା ନେଇ ବାଧକ ସାଜିଛି ନାରମୁଣ୍ଡା ନାଳ। ବର୍ଷା ହେଲା ମାତ୍ରେ ଅଭିଭାବକଙ୍କ ସମେତ ପିଲାମାନଙ୍କ ମନରେ ଭୟ ସୃଷ୍ଟି ହେଉଛି। ମାତ୍ର ବାଧ୍ୟ…
ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ
ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର ଏହି ସମୟରେ ଯାଉଥିବା ବେଳେ ଏହା ଦେଖି…
ଭାଲୁ ଆକ୍ରମଣରେ ଯୁବକ ଗୁରୁତର
ପାପଡ଼ାହାଣ୍ଡି,୫।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ଝାଳିଆଗୁଡ଼ା ଗ୍ରାମର ଜଣେ ଯୁବକ ସୋମବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କର ନାମ ଆଶାରାମ ମୁଦୁଲି(୨୫)। ସକାଳୁ ଆଶାରାମ ନିକଟସ୍ଥ ଖଜୁରୀ ଜଙ୍ଗଲକୁ କୌଣସି କାମରେ ଯାଇଥିବା ସମୟରେ ଭାଲୁ…
ବଣ୍ଟା ନ ହୋଇ ଶ୍ରେଣୀଗୃହରେ ପଡିରହିଛି ନାପକିନ୍: ପିଲାଙ୍କୁ ମିଳିନି ବ୍ୟାଗ, ଜୋତା,ୟୁନିଫର୍ମ
ଚନ୍ଦାହାଣ୍ଡି, ୨।୮(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଖୁସି ଯୋଜନାରେ ଛାତ୍ରୀଙ୍କ ପାଇଁ ନାପକିନ ବଣ୍ଟନର ବ୍ୟବସ୍ଥା କରାଯାଇଛି । ତେବେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ଏହି ଯୋଜନା ଦିଗହରା ହୋଇପଡିଛି । ଚଳିତ ଶିକ୍ଷାବର୍ଷର ଦୁଇ ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ…
Archives


