ନବରଙ୍ଗପୁର

ଇନ୍ଦ୍ରାବତୀ ଜଳଭଣ୍ଡାରର ୨ ଗେଟ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଇନ୍ଦ୍ରାବତୀ ସ୍ଥିତ ଦେଓପାଲି ବନ୍ଧର ଗୁରୁବାର ୨ଟି ଗେଟ ଖୋଲାଯାଇଛି। ଦେଓପାଲି ବନ୍ଧର ୨ ନଂ ଓ ୬ ନଂ ଗେଟ୍‌ ଖୋଲାଯାଇଛି। ୨ ନଂ ଗେଟରେ ୧୮୦ ଘନମିଟର ଓ…

ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ଇନ୍ଦ୍ରାବତୀସ୍ଥିତ ଦେଓପାଲି ବନ୍ଧର ୨ଟି ଗେଟ୍‌ ଗୁରୁବାର ଅପରାହ୍ନରେ ଖୋଲାଯାଇଛି। ଉଭୟ ଗେଟ୍‌ ଖୋଲାଯିବା ପୂର୍ବରୁ ଜଳଭଣ୍ଡାରର ଜଳ ପତ୍ତନ ୬୩୯. ୮୦ ମିଟର ରହିଥିଲା। ପ୍ରଥମେ…

ବାଧକ ସାଜିଛି ନାରମୁଣ୍ଡା ନାଳ, ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଝରିଗାଁ,୭।୮(ସ୍ବ.ପ୍ର.): ସ୍କୁଲକୁ ଯିବାକୁ ରାସ୍ତାଘାଟ ନାହିଁ, ପାଠ ପଢ଼ିବାକୁ ଇଚ୍ଛା ଥିଲେ ମଧ୍ୟ ନିୟମିତ ବିଦ୍ୟାଳୟକୁ ଯିବା ନେଇ ବାଧକ ସାଜିଛି ନାରମୁଣ୍ଡା ନାଳ। ବର୍ଷା ହେଲା ମାତ୍ରେ ଅଭିଭାବକଙ୍କ ସମେତ ପିଲାମାନଙ୍କ ମନରେ ଭୟ ସୃଷ୍ଟି ହେଉଛି। ମାତ୍ର ବାଧ୍ୟ…

ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ

ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର ଏହି ସମୟରେ ଯାଉଥିବା ବେଳେ ଏହା ଦେଖି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାପଡ଼ାହାଣ୍ଡି,୫।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ଝାଳିଆଗୁଡ଼ା ଗ୍ରାମର ଜଣେ ଯୁବକ ସୋମବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କର ନାମ ଆଶାରାମ ମୁଦୁଲି(୨୫)। ସକାଳୁ ଆଶାରାମ ନିକଟସ୍ଥ ଖଜୁରୀ ଜଙ୍ଗଲକୁ କୌଣସି କାମରେ ଯାଇଥିବା ସମୟରେ ଭାଲୁ…

ବଣ୍ଟା ନ ହୋଇ ଶ୍ରେଣୀଗୃହରେ ପଡିରହିଛି ନାପକିନ୍‌: ପିଲାଙ୍କୁ ମିଳିନି ବ୍ୟାଗ, ଜୋତା,ୟୁନିଫର୍ମ

ଚନ୍ଦାହାଣ୍ଡି, ୨।୮(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଖୁସି ଯୋଜନାରେ ଛାତ୍ରୀଙ୍କ ପାଇଁ ନାପକିନ ବଣ୍ଟନର ବ୍ୟବସ୍ଥା କରାଯାଇଛି । ତେବେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ଏହି ଯୋଜନା ଦିଗହରା ହୋଇପଡିଛି । ଚଳିତ ଶିକ୍ଷାବର୍ଷର ଦୁଇ ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ…

କାମରେ ଆସୁନି ଡାଇଭର୍ସନ ରାସ୍ତା

ଡାବୁଗାଁ,୧।୮(ଡି.ଏନ୍‌.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରୁ ୨୦୦ ମିଟର ଦୂର ୩୯ ନଂ ରାଜ୍ୟ ରାଜପଥର ଅଙ୍ଗୀ ନଦୀ ଉପରେ ପୂର୍ତ୍ତ ବିଭାଗ ତରଫରୁ ଚାଲିଛି ପୋଲ ନିର୍ମାଣ। ଲୋକମାନଙ୍କ ଯାତାୟାତ ପାଇଁ ପକ୍କା ଡାଇଭର୍ସନ ନିର୍ମାଣ ପାଇଁ…

ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ ଛାତ୍ରୀ ଓ ୬ ଜଣ ଛାତ୍ର ଆହତ ହୋଇଥିଲେ। ନବରଙ୍ଗପୁର ଜିଲା ଉମରକୋଟ…

ଜଙ୍ଗଲ ଛାଡି ସହରରେ ବୁଲୁଛି ଭାଲୁ

ନବରଙ୍ଗପୁର,୨୭।୭(ବି.ପ୍ର.)-ସନ୍ଧ୍ୟାହେଲେ ଜମାଲ କଲୋନୀରେ ଦାଣ୍ଡ କବାଟ ଓ ଘରର ମୁଖ୍ୟ ଫାଟକ ବନ୍ଦ ରହୁଛି। ଜନସାଧାରଣ ଭୟଭୀତ ହୋଇ ରହୁଛନ୍ତି। ଜଙ୍ଗଲ ଛାଡି ଏବେ ଦୁଇଟି ଭାଲୁ କଲୋନୀ ଅଞ୍ଚଳରେ ଘୁରି ବୁଲୁଛନ୍ତି। ରାତି ହେଲେ ବନବିଭା କର୍ମଚାରୀ ପଇଁତରା ମାରୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri