୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ ନବରଙ୍ଗପୁର ସହରସ୍ଥିତ ଘରେ ପଶି ୨୦ ଲକ୍ଷ ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇ…
ଯାତ୍ରୀବାହୀ ବସ୍-ପାଇପ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା: ୪ ଆହତ
ପାପଡାହାଣ୍ଡି,୧୫।୧(ସ୍ବପ୍ନଜିତ ପଟ୍ଟନାୟକ) : ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଏକ ପାଇପ ବୋଝେଇ ଟ୍ରକ ଓ ବସ୍ ମଧ୍ୟରେ ଧକ୍କା ହୋଇ ୪ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପାପଡାହାଣ୍ଡି ଗୋଷ୍ଠୀ…
କାହିଁକି ଆଶାକର୍ମୀ ଡାଳିମ୍ବ ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ
ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ। ଯାହା ତାଙ୍କୁ ଖୁବ୍ ବ୍ୟଥିତ କରୁଥିଲା ଯେଉଁଥିପାଇଁ ନିଜ କର୍ତ୍ତବ୍ୟ ସଠିକ ଢଙ୍ଗରେ…
ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ
ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ମଇଦଲପୁର ଥାନା କେନ୍ଦୁଗୁଡା ଗ୍ରାମର ଉମାକାନ୍ତ ହରିଜନ ବୋଲି ସୂଚନା ମିଳିଛି। ସେ ଧାନ…
ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ
ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ଏସିଏଫ୍ଓ ସୁବାସ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ…
ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା: ୨ ଦୁଇ ମୃତ ଜଣେ ଗୁରୁତର
ତେନ୍ତୁଳିଖୁଣ୍ଟି,୩୧ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ପୂଜାରୀଗୁଡା ଷ୍ଟାଡିୟମ ତେନ୍ତୁଳିଗଛ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହୋଇଛନ୍ତି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ନବରଙ୍ଗପୁର…
ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍ଆଇ
ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା ଏବଂ ତାଙ୍କ ଫୋନ୍ କେହି ଉଠାଉ ନ ଥିବାରୁ ତେନ୍ତୁଳିଖୁଣ୍ଟି ଥାନାର ତାଙ୍କ ସହକର୍ମୀ…
ଦୁଇ ବାଇକ୍ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ
ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ ବାଘ ଓ ନବରଙ୍ଗପୁର ସହର ଗାନ୍ଧୀନଗର ସାହିର ତ୍ରିଲୋଚନ ଯାନୀ। ସୂଚନାନୁଯାୟୀ, ତ୍ରିଲୋଚନ…
ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…
ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ତୁରୁଡ଼ିହି ପଞ୍ଚାୟତରେ ୬୫ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ
ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ ବାଘ…
ଏଫ୍ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ
ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି ଚାଷୀଙ୍କ ଧାନ ପରୀକ୍ଷା ପରେ ଏଫ୍ଏକ୍ୟୁ ମାନର ଧାନ ହୋଇ ନ ଥିବାରୁ ମଣ୍ଡିରେ…
ମୁଖ୍ୟମନ୍ତ୍ରୀଙ୍କ ଆଗରେ ବିଜେଡି ବିଧାୟକ ଦେଲେ ବିବାଦୀୟ ବୟାନ, ଭାଜପା ମହିଳା ମୋର୍ଚ୍ଚାର ବିରୋଧ
ନବରଙ୍ଗପୁର,୧୦।୧୨(ସଦାଶିବ ପ୍ରହରାଜ): ବିଜେଡି ବିଧାୟକଙ୍କ ବିବାଦୀୟ ବୟାନ। କହିଲେ ସବୁ ମହିଳା ମୋ ମୋ ଗର୍ଲଫ୍ରେଣ୍ଡ। ଏଭଳି ବିବାଦୀୟ ବୟାନ ଦେଇଛନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍ଯାପନୀ ଦିବସରେ ମନୋହର ରନ୍ଧାରୀ…
Archives


