ନବରଙ୍ଗପୁର

ବର୍ଷା ଅଭାବରୁ ଜମି ଫାଟି ଆଁ କଲାଣି

ଡାବୁଗାଁ,୧୪।୮ (ପ୍ରଜ୍ଞା ରଞ୍ଜନ ପରିଡା): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ବିଳମ୍ବରେ ଚାଷ କାର୍ଯ୍ୟ ଆରମ୍ଭ ହେଲା। ଏବେ ଧାନ ରୁଆ ବେଉଷଣ ପରେ ବର୍ଷା ଉଭାନ ହୋଇଯାଇଛି। ସେପଟେ ପାଣି ଅଭାବରୁ ଧାନ ଜମି ଫାଟି ଆଁ...

ଶ୍ରାବଣରେ ବର୍ଷା ନାହିଁ, ଆଗେଇ ପାରୁନି ଚାଷ

ଝରିଗାଁ,୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଳକରେ ସ୍ବଳ୍ପ ବର୍ଷା ଯୋଗୁଁ ଚାଷୀ ଏବେ ଚିନ୍ତାରେ ପଡ଼ିଛି। ବ୍ଲକରେ ୩୩୩.୪ ହେକ୍ଟର ଜମିରେ ଧାନ ତଳି ପଡିଥିବାବେଳେ କାଦୁଅ ପାଇଁ ଆବଶ୍ୟକ ବର୍ଷା ହେଉ ନ ଥିବାରୁ ଚାଷୀ...

ବ୍ଲକ୍‌ ଗ୍ରାଣ୍ଟ ହେବା ପରେ ବି ପରିଚାଳନାରେ ଅସଙ୍ଗତି

ତେନ୍ତୁଳିଖୁଣ୍ଟି, ୧୩।୮(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ ଦ୍ୱାରା ୧୯୯୦ରେ ଖୋଲିଥିଲା ଇନ୍ଦ୍ରାବତୀ ପ୍ରକଳ୍ପ କଲେଜ। ଯୁକ୍ତ ୨ ବିଜ୍ଞାନ ଓ କଳା ଖୋଲିଲା ବେଳେ ଜଳ ସମ୍ପଦ ବିଭାଗର ପ୍ରତ୍ୟକ୍ଷ ପରିଚାଳନା ଓ ଅନୁଦାନରେ...

ଜରାଜୀର୍ଣ୍ଣ ନବରଙ୍ଗପୁର ଆଦିବାସୀ ସଂଗ୍ରହାଳୟ

ନବରଙ୍ଗପୁର,୧୩।୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ସହର ମଧ୍ୟଭାଗରେ ଥିବା ଆଦିବାସୀ ସଂଗ୍ରହଳାୟ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଏହି କୋଠାର ପୁନରୁଦ୍ଧାରକୁ ଗୁରୁତ୍ୱ ନ ଦେଇ ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାପଡାହାଣ୍ଡି ମୃଗବିହାରରେ ଏକ ଆଦିବାସୀ ସଂଗ୍ରହାଳୟ ନିର୍ମାଣ ପାଇଁ...

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି। ସେ ୨୧୬୮ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟ ପ୍ରତିଦ୍ୱନ୍ଦ୍ୱୀ ଗୌଦାସ ଗଣ୍ଡ...

ଛତୁ ଖାଇ ୨ ଗୁରୁତର

ଝରିଗାଁ,୬।୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡା ଗ୍ରାମରେ ବିଷାକ୍ତ ଛତୁ ଖାଇ ୨ଜଣ ଗୁରୁତର ହୋଇଥିବା ଜଣାପଡିଛି। ଗବାଗୁଡା ଗ୍ରାମର ଜେମା ଜାନୀ (୬୦) ଏବଂ ନିଳା ଜାନୀ(୫୫) ରବିବାର ବାଡ଼ିରେ...

ଜଣେ ଲେଖାଏ ଶିକ୍ଷକରେ ଚାଲିଛି ଜିଲାର ୭୨ ସ୍କୁଲ

ନବରଙ୍ଗପୁର,୬।୮(ସଦାଶିବ ପ୍ରହରାଜ)ପ୍ରତ୍ୟେକ କ୍ଷେତ୍ରରେ ମୂଳଦୁଆ ହେଉଛି ମୁଖ୍ୟ। ଶିକ୍ଷା କ୍ଷେତ୍ରରେ ପ୍ରାଥମିକ ଶିକ୍ଷାକୁ ଜ୍ଞାନ ଅର୍ଜନର ମୂଳଦୁଆ କୁହାଯାଏ। ତେବେ ଜିଲାରେ ୭୨ ବିଦ୍ୟାଳୟ ଜଣେ ଲେଖାଏ ଶିକ୍ଷକରେ ଚାଲିଛି। ଉପାନ୍ତ ହେଉ ବା ସହରାଞ୍ଚଳ, ସବୁଠି ଭୁଶୁଡ଼ି ପଡିଛି...

୬ବର୍ଷ ହେବ ମିଳୁଛି ଆବାସ ପ୍ରତିଶ୍ରୁତି, ଏଣେ ବର୍ଷାରେ ଭାଙ୍ଗିଗଲା ଘର

ତେନ୍ତୁଳିଖୁଣ୍ଟି,୪।୮(ଚିଦାନନ୍ଦ ସାହୁ): କେନ୍ଦ୍ର ଓ ରାଜ୍ୟ ଗରିବ ବାସହୀନଙ୍କୁ ନିଜ ଯୋଜନାରେ ଘର ଦେଉଛନ୍ତି ବୋଲି ଡିଣ୍ଡିମ ପିଟିବାରେ ହେଳା କରୁନାହାନ୍ତି। କିନ୍ତୁ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଶଶୀ ପ୍ରଧାନୀ, ପଦ୍ମା ପ୍ରଧାନୀ, ସୁଲୋଚନା ଖରା, ଦିନା ହରିଜନ...

ମାତିଛନ୍ତି ଦଲାଲ, ଜୀବିତ ଶ୍ରମିକଙ୍କୁ ମୃତ ଦର୍ଶାଇ ଟଙ୍କା ହଡ଼ପ ଉଦ୍ୟମ

ନବରଙ୍ଗପୁର,୪।୮(ସଦାଶିବ ପ୍ରହରାଜ): ଲୋକଙ୍କ ନିରାକ୍ଷରତାର ଫାଇଦା ଉଠାଉଛନ୍ତି ଦଲାଲ। ଏହାଦ୍ୱାରା ସରକାରୀ ଯୋଜନା କଳୁଷିତ ହେଉଛି। ଏହିଭଳି କେତେକ ଘଟଣା ନବରଙ୍ଗପୁର ବ୍ଲକ ବିକ୍ରମପୁର ପଞ୍ଚାୟତର ଡଙ୍ଗରିଗୁଡା, ଦେଓଳା, ଚଟାହାଣ୍ଡି ପଞ୍ଚାୟତର ସୁଗ୍ରୀଗୁଡ଼ା(ଦେଓଦରା, ଟିକରଗୁଡା ଏବଂ ବସିନୀ ଗାଁ ରେ...

ଝରିଗାଁ ବ୍ଲକର ୪୬ ଗାଁକୁ ନାହିଁ ରାସ୍ତା

ଝରିଗାଁ,୩।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ୨୩ ପଞ୍ଚାୟତରେ ରହିଛି ୧୧୧ ରାଜସ୍ବ ଓ ୩୬୫ ପଡ଼ା ଗାଁ। ୨୦୧୧ ଜନଗଣନା ଅନୁସାରେ ଏହି ବ୍ଲକରେ ୬୨.୩୭% ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରନ୍ତି। ସରକାର ସେମାନଙ୍କୁ...

ଅସଲି ବସ୍ତାରେ ନକଲି ସାର

ଉମରକୋଟ, ୩।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ କୋପେନା ଗ୍ରାମର ସାର ବ୍ୟବସାୟୀ ସୁଦେଇ ମାଳି ସ୍ଥାନୀୟ ଅଞ୍ଚଳ ଚାଷୀଙ୍କୁ ଡିଏପି ସାର ନାମରେ ଖାଲି ମାଟି ଓ ପଥର ଗୁଣ୍ଡ ବିକ୍ରି କରି ଠକିଥିବା ଚାଷୀ...

ରାଶନକାର୍ଡରେ ଚଢ଼ିପାରୁନି ନାମ, ମିଳୁନି ବିଏସ୍‌କଓ୍ବୋଇ ସୁବିଧା

ତେନ୍ତୁଳିଖୁଣ୍ଟି,୩୦ା୭,(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପରଜାବାରଙ୍ଗପଦର ପଞ୍ଚାୟତ ଖାତିଗୁଡ଼ା ଗ୍ରାମର ରେବତୀ କୁମ୍ଭାରଙ୍କ ଆଖି ଜନ୍ମରୁ ଖରାପ ରହିଛି। ପିଲାବେଳେ ଅଳ୍ପ ଦେଖାଯାଉଥିଲା। ଏବେ ବୟସ ବଢ଼ିବା ସହ ଆଖିର ଦୃଷ୍ଟିଶକ୍ତି କମିଲାଣି। ଆଖିର ଡୋଳାରେ କିଛିଟା ବ୍ୟତିକ୍ରମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri