ବଣ୍ଟା ନ ହୋଇ ଶ୍ରେଣୀଗୃହରେ ପଡିରହିଛି ନାପକିନ୍: ପିଲାଙ୍କୁ ମିଳିନି ବ୍ୟାଗ, ଜୋତା,ୟୁନିଫର୍ମ
ଚନ୍ଦାହାଣ୍ଡି, ୨।୮(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଖୁସି ଯୋଜନାରେ ଛାତ୍ରୀଙ୍କ ପାଇଁ ନାପକିନ ବଣ୍ଟନର ବ୍ୟବସ୍ଥା କରାଯାଇଛି । ତେବେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ଏହି ଯୋଜନା ଦିଗହରା ହୋଇପଡିଛି । ଚଳିତ ଶିକ୍ଷାବର୍ଷର ଦୁଇ ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ…
କାମରେ ଆସୁନି ଡାଇଭର୍ସନ ରାସ୍ତା
ଡାବୁଗାଁ,୧।୮(ଡି.ଏନ୍.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରୁ ୨୦୦ ମିଟର ଦୂର ୩୯ ନଂ ରାଜ୍ୟ ରାଜପଥର ଅଙ୍ଗୀ ନଦୀ ଉପରେ ପୂର୍ତ୍ତ ବିଭାଗ ତରଫରୁ ଚାଲିଛି ପୋଲ ନିର୍ମାଣ। ଲୋକମାନଙ୍କ ଯାତାୟାତ ପାଇଁ ପକ୍କା ଡାଇଭର୍ସନ ନିର୍ମାଣ ପାଇଁ…
ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ
ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ ଛାତ୍ରୀ ଓ ୬ ଜଣ ଛାତ୍ର ଆହତ ହୋଇଥିଲେ। ନବରଙ୍ଗପୁର ଜିଲା ଉମରକୋଟ…
ଜଙ୍ଗଲ ଛାଡି ସହରରେ ବୁଲୁଛି ଭାଲୁ
ନବରଙ୍ଗପୁର,୨୭।୭(ବି.ପ୍ର.)-ସନ୍ଧ୍ୟାହେଲେ ଜମାଲ କଲୋନୀରେ ଦାଣ୍ଡ କବାଟ ଓ ଘରର ମୁଖ୍ୟ ଫାଟକ ବନ୍ଦ ରହୁଛି। ଜନସାଧାରଣ ଭୟଭୀତ ହୋଇ ରହୁଛନ୍ତି। ଜଙ୍ଗଲ ଛାଡି ଏବେ ଦୁଇଟି ଭାଲୁ କଲୋନୀ ଅଞ୍ଚଳରେ ଘୁରି ବୁଲୁଛନ୍ତି। ରାତି ହେଲେ ବନବିଭା କର୍ମଚାରୀ ପଇଁତରା ମାରୁଛନ୍ତି।…

