ନୟାଗଡ଼

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି ଅଧିକାରୀ ଗୌରୀଶଙ୍କର ମିଶ୍ର, ରଣପୁର ବିଧାୟକଙ୍କ ପ୍ରତିନିଧି କହୁଥିବାବେଳେ ପ୍ରତିବାଦ ଓ ବିକ୍ଷୋଭ…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ନାଁ ମାନସ ବେହେରା। ଘର ଇଟାମାଟି ଥାନା କୋଡିଏ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ । ଏନେଇ ମୃତକଙ୍କ ମା’ ବୁଧବାର ନୂଆଗାଁ ଥାନାରେ ଲିଖିତ ଅଭିଯୋଗ କରିବା…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଗୁଳିମାଡ଼ କରି ବାଇକ୍ ଲୁଟିନେଲେ ଦୁର୍ବୃତ୍ତ । ତେବେ ବାଇକ…

ମହାପ୍ରଭୁଙ୍କ ବିଚିତ୍ର ଲୀଳା, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଦେଲେ ନୂଆ ଜୀବନ: ରିଷ୍ଟ ଖଣ୍ଡନ ହୋଇଗଲା କହି….

ନୟାଗଡ,୧୯।୮(ଲୋକନାଥ ମିଶ୍ର):ନୟାଗଡ ପୁରୁଣା ସହର ଜଗନ୍ନାଥ ମନ୍ଦିର ଦକ୍ଷିଣ ଦ୍ୱାରରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏକ ବ୍ୟାଟେରୀ ସ୍କୁଟି ଜଳିଗଲା। ସ୍କୁଟି ଚାଳକ ନୟାଗଡରଯୁବ ବ୍ୟବସାୟୀ ରବୀନ୍ଦ୍ର କୁମାର ସାହୁ ଘରୁ ନୟାଗଡ ପୁରୁଣା ସହର ଜଗନ୍ନାଥ…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସ୍‌ରେ ଥିବା ସମସ୍ତ ୪୦ ଯାତ୍ରୀଙ୍କ ମଧ୍ୟରୁ ୨୧ଜଣ ଆହତ…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଛି। ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ ଝିଅର ମୃତ୍ୟୁ ହୋଇଥିବା ନେଇ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ନୟାଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି ଚାରି ଗୋଟି ହେଲା ପଥରଚକଡା, କେନ୍ଦୁପଲ୍ଲୀ, ପଦ୍ମାବତୀ ଓ କରବର। ମହାନଦୀରେ ବନ୍ୟାଜଳ…

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରି କୋର୍ଟଙ୍କ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ନୟାଗଡ଼ ରଥ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?