ନୟାଗଡ ଅଫିସ,୮।୧୨: ପରୀକୁ ନ୍ୟାୟ ଦେବା ଦାବିରେ ନୟାଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦୁର୍ଗାମଣ୍ଡପରେ ଭାଜପା ପକ୍ଷରୁ ଚାଲିଥିବା ରିଲେ ଅନଶନ ତୃତୀୟ ଦିବସରେ ପହଞ୍ଚତ୍ଛି। ସୋମବାର…
ନୟାଗଡ଼ ଅଫିସ,୬ା୧୨: ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟା ଘଟଣାରେ ସ୍ପେଶାଲ ଇନ୍ଭେଷ୍ଟିଗେଶନ୍ ଟିମ୍(ଏସ୍ଆଇଟି) ତଦନ୍ତ ଜୋର୍ଦାର କରିଛି। ହତ୍ୟା ଘଟଣାର ଗୁମର ଖୋଲିବାକୁ ଏସ୍ଆଇଟି…
ନୟାଗଡ଼ ଅଫିସ,୫।୧୨: ଏସ୍ଆଇଟି (ସ୍ପେଶାଲ ଇନ୍ଭେଷ୍ଟିଗେଶନ୍ ଟିମ୍) ଦ୍ୱାରା ପରୀ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ୪ଦିନ ଭିତରେ ଟିମ୍ ୨ଥର ଯଦୁପୁରରେ ପହଞ୍ଚତ୍ ଘଟଣାର…
ନୟାଗଡ଼ ଅଫିସ,୪ା୧୨:ଏସ୍ଆଇଟି (ସ୍ପେଶାଲ ଇନ୍ଭେଷ୍ଟିଗେଶନ୍ ଟିମ୍) ଦ୍ୱାରା ପରୀ ହତ୍ୟା ଘଟଣାର ତଦନ୍ତ ଚାଲୁରହିଛି। ଏପରିସ୍ଥଳେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ…
ନୟାଗଡ଼ ଅଫିସ,୨ା୧୨: ପରୀ ହତ୍ୟା ଘଟଣାର ତଦନ୍ତ ପାଇଁ ସ୍ପେଶାଲ ଇନ୍ଭେଷ୍ଟିଗେଶନ୍ ଟିମ୍ (ଏସ୍ଆଇଟି) ମୁଖ୍ୟ ପୋଲିସ ଆଇଜି ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚତ୍ ତଦନ୍ତ…
ନୟାଗଡ଼ ଅଫିସ,୧।୧୨: ପରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚିଛନ୍ତି। ନୟାଗଡ଼ ସର୍କିଟ ହାଉସ୍ରେ ପୂର୍ବରୁ ୪ଜଣିଆ ଟିମ୍…
ନୟାଗଡ ଅଫିସ,୨୬।୧୧: ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଶୁକ୍ରବାର ନୟାଗଡ଼ରେ ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠୱା । କ୍ରାଇମବ୍ରାଞ୍ଚ…
ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ର ବହୁଚର୍ଚ୍ଚିିତ ପରୀ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ହେବ ବୋଲି ଶୀତକାଳୀନ ଅଧିବେଶନରେ ବୁଧବାର ଗୃହ ରାଷ୍ଟ୍ରମନ୍ତ୍ରୀ ଶକ୍ତିି ଶଙ୍କର ମିଶ୍ର ବିବୃତ୍ତି ରଖିଛନ୍ତି…
ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ ଜିଲା ଶରଣକୁଳଠାରେ ମଙ୍ଗଳବାର ଏକ ଡମ୍ପର ପୃଥକ୍ ସ୍ଥାନରେ ଦୁର୍ଘଟଣା ଘଟାଇଛି। ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଶରଣକୁଳ ଗୁଡିଆସାହିର…
ନୟାଗଡ଼ ଅଫିସ,୨୪।୧୧: ନୟାଗଡ଼ ଜିଲା ଶରଣକୁଳ ଥାନା ସରଣକୁଳ ସୁଆରସାହିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଧକ୍କାରେ ୫ ମୃତ୍ୟୁ ଘଟିଥିବାବେଳେ ଜଣେ ଯୁବତୀ…