ନୟାଗଡ଼

ନୟାଗଡ଼ ଜିଲାରେ ୪ ନୂଆ ଆକ୍ରାନ୍ତ: ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତ ଶଟ୍‌ଡାଉନ୍‌

ନୟାଗଡ଼ ଅଫିସ,୧୨।୬: ନୟାଗଡ଼ ଜିଲାରେ ଶୁକ୍ରବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪କୁ ବୃଦ୍ଧି ଘଟିଛି। ତେବେ୪ ଆକ୍ରାନ୍ତଙ୍କ…

5 years ago

ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତକୁ ୭୨ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୧୨ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଓ ତହସିଲ କୋମଣ୍ଡ ପଞ୍ଚାୟତରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ସରପଞ୍ଚ ସୁଶାନ୍ତ କୁମାର ଦଳେଇ ଜିଲାପାଳ କ୍ଷମତା ପ୍ରୟୋଗ କରି…

5 years ago

ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି

ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ ଐତିହ୍ୟ…

5 years ago

ନୟାଗଡ଼ରେ କରୋନା ଆକ୍ରାନ୍ତ ୧୦୦ ଛୁଇଁଲା

ନୟାଗଡ଼ ଅଫିସ/ଦଶପଲ୍ଲା,୧୦ା୬(ଡି.ଏନ.ଏ.): ବୁଧବାର ୪ ଆକ୍ରାନ୍ତ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୧୦୦ରେ ପହଞ୍ଚତ୍ଛି। ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଜଣେ…

5 years ago

ନୟାଗଡ଼ ଜିଲାରେ ୪ କରୋନା ପଜିଟିଭ୍‌: ୩ ସାହି କଣ୍ଟେନମେଣ୍ଟ, ୩ ସାହି ବଫର ଜୋନ୍‌ ଘୋଷଣା

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲାରେ ବୁଧବାର ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମଧ୍ୟଖଣ୍ଡ କ୍ବାରାଣ୍ଟାଇନ ସେଣ୍ଟରରୁ ୨, ଦଶପଲ୍ଲା କ୍ବାରାଣ୍ଟାଇନ ସେଣ୍ଟରରୁ ୧…

5 years ago

ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର, ନର୍ସ କରୋନା ପଜିଟିଭ୍‌

ନୟାଗଡ଼ ଅଫିସ,୯।୬: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଡାକ୍ତର ଓ ନର୍ସଙ୍କୁ ଚିକିତ୍ସା…

6 years ago

କଲରାପତରିଆ ବାଘ, ଚିତା ହରିଣ ଛାଲ ଜବତ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଭୁବନେଶ୍ୱର/ନୟାଗଡ଼ ଅଫିସ,୮।୬(ବ୍ୟୁରୋ): ବାଘ ଓ ହରିଣ ଛାଲ ର଼୍ୟାକେଟର ଦୁଇ ବ୍ୟବସାୟୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ସାକେଣିର…

6 years ago

କଇଁଫୁଲିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ଜିଲା ଭାପୁର ବ୍ଲକ କଇଁଫୁଲିଆ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ସୋମବାର ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଇଗୁଣିଆ ଅଞ୍ଚଳର…

6 years ago

ଜୀବନ ବଞ୍ଚାଇବାକୁ ଗଁା ଛାଡ଼ିଲେ

ବଢ଼ି ଚାଲିଲା ମୃତ୍ୟୁର ଭୟ। କାରଣ ଜାଣିବା ପୂର୍ବରୁ ଗଡ଼ି ଚାଲିଲା ମୁଣ୍ଡ। ୬ ବର୍ଷରେ ଚାଲିଗଲା ୫ ଜୀବନ। ଧୀରେ ଧୀରେ ପୁରୁଷ ଶୂନ୍ୟ ହୋଇପଡ଼ିଲା…

6 years ago

ବିପଜ୍ଜନକ କାର୍ଯ୍ୟରେ ନାହିଁ ଲଗାମ: ବିଦ୍ୟୁତ୍‌ କରେଣ୍ଟ ଦେଇ ମାଛଧରା, କମ୍‌ ଖର୍ଚ୍ଚରେ ମିଳୁଛି ବେଶି ଲାଭ

ନୟାଗଡ଼ ଅଫିସ/ଓଡଗାଁ,୭।୬(ସ୍ବ.ପ୍ର.): ମାଛ ମାରିବାକୁ ନୂଆ କୌଶଳ ଆପଣେଇଛନ୍ତି କେତେଜଣ ଯୁବକ। ଜାଲ ବଦଳରେ ବିଦ୍ୟୁତ୍‌ କରେଣ୍ଟ ଦେଇ ବିନା ପରିଶ୍ରମ ଓ କମ୍‌ ଖର୍ଚ୍ଚରେ ମାଛ…

6 years ago