ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ…
ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର…
ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା…
ରଣପୁର,୪।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ବାଣିକିଲୋ ପଞ୍ଚାୟତ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳାକତ୍ାର କରାଯିବା ଘଟଣାକୁ…
ନୟାଗଡ଼ ଅଫିସ,୪ା୧୨: ୨୦ ହଜାର ଟଙ୍କା ଦିଅ, ପକ୍କା ଘର ନିଅ। ଏହି ଉକ୍ତି ହେଉଛି ଖୋଦ୍ ଜଣେ ସରକାରୀ କର୍ମଚାରୀଙ୍କର। ଯୋଗ୍ୟ ତାଲିକାରେ ନାମ ଥିବା…
ନୟାଗଡ଼ ଅଫିସ/ଭାପୁର (ଡି.ଏନ୍.ଏ.),୪ା୧୨: ନୟାଗଡ଼ ଜିଲା ଭାପୁର ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ ଏବିଡିଓଙ୍କ ବଦଳି ଦାବିରେ ମଙ୍ଗଳବାର ପଞ୍ଚାୟତ ଜନପ୍ରତିନିଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି।…
ରଣପୁର,୩।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବ୍ଲକର ତଲାରିବନ୍ଧ ରାଜସ୍ବ ଗଁାର ମାନ୍ୟତା ପାଇବା ଜଣାପଡିବା ପରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଏହାର ପ୍ରତିବାଦରେ ଡମସାହିଠାରେ ନୂଆ…
ଖଣ୍ଡପଡା,୩।୧୨(ସ୍ବ.ପ୍ର.)-ସୋମବାର ଓଢଣ ଷଷ୍ଠୀ ତିଥି ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ଓଢଣ ଲାଗି ବେଶ ଆରମ୍ଭ ହୋଇଛି । ମନୁଷ୍ୟ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଶୀତବସ୍ତ୍ର…
ଗଣିଆ,୩।୧୨(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକ ମା’ କଳାପାଟ ପୀଠ ପରିସରରେ ଗତ ୩ଦିନ ଧରି ଚାଲୁ ରହିଥିବା ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ ସୋମବାର ଓଢ଼ଣଷଷ୍ଠୀ ତିଥିରେ ପଞ୍ଚକୁଣ୍ଡୀୟ…
କୃଷ୍ଣପ୍ରସାଦ,୩ା୧୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରୁ ଘେରି ଉଚ୍ଛେଦକୁ ବିରୋଧ କରି ଚିଲିକା ଦ୍ୱୀପାଞ୍ଚଳ ପେସାଦାର ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଆଗରେ…