ନୟାଗଡ଼

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ…

6 years ago

ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସଂଘର୍ଷ କ୍ଲବ ବିଜୟୀ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ…

6 years ago

ରାଜପଥରେ ମହିଳାଙ୍କ ଭ୍ୟାନିଟ୍‌ ଛଡ଼ାଇନେଲେ ଦୁର୍ବୃତ୍ତ

ବୋଲଗଡ,୨।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ଥାନା ସୀମାନ୍ତରେ ଥିବା ବିଜୁପୁର ଗେଟ୍‌ ନିକଟ ୫୭ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ପୁଅ ସହ ବାଇକରେ ଯାଉଥିବା ଜଣେ…

6 years ago

ଭାଟସାହିରେ ଚୋର ଧରିବା ପାଇଁ ବୁଲିଲା ଖଟ: ଗାଁକୁ ୩ ଥର ଯାଇ ଖଟବୁଲାଳିଙ୍କୁ ଧରିପାରିଲାନି ପୋଲିସ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଏସ୍‌ପିଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଦୂର ଭାଟସାହି ଗ୍ରାମରେ ଶୁକ୍ରବାର ଗ୍ରାମବାସୀ ଚୋର ଧରିବା ପାଇଁ ଖଟ ବୁଲାଇଥିଲେ। ଖବର…

6 years ago

ନବଜାତ ଶିଶୁ ବିକ୍ରି ସନ୍ଦେହ: ପଚାରିବାରୁ ମାରିଦେବାକୁ ଧମକ ଦେଲେ ମା’

ନୂଆଗାଁ,୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାପ୍ତାପଲୀ ପଞ୍ଚାୟତ ତଥା ଓଡଗାଁ ଥାନା ବାହାଡାଝୋଲା ଫାଣ୍ଡି ଅଧୀନ ବେତନଟୀ ଗ୍ରାମର ଜଣେ ବିଧବା ମହିଳା ବାହାଡାଝୋଲା…

6 years ago

ଜବତ ମାଙ୍କଡ଼ା ବୋଝେଇ ୩ ଟ୍ରକ ଛଡାଇନେଲେ: ତହସିଲଦାରଙ୍କ ପାଖରେ ନାହିଁ ଖବର

ରଣପୁର,୨ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ପଟିଆ ଗଁ।ରେ ଗୁରୁବାର ରାତିରେ ଫୋର୍ସଙ୍କ ଉପସ୍ଥିତିରେ ଜବତ ହୋଇଥିବା ୪ ମାଙ୍କଡା ପଥର ବୋଝେଇ ଟ୍ରକ ମଧ୍ୟରୁ ୩ଟିକୁ…

6 years ago

ଘରେ ପଶି ୭ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସମ୍ପତ୍ତି ଲୁଟ୍‌ : ଚୋରି ସମୟରେ ଅଭିଯୋଗ ଶୁଣି ଆସିଲାନି ପୋଲିସ

ରଣପୁର,୧।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କାର୍ଯ୍ୟାଳୟ ରାସ୍ତାର ଜଣେ ବିଚାରପତିଙ୍କ ସରକାରୀ ବାସଭବନ ସମ୍ମୁଖସ୍ଥ ରାଜ କିଶୋର ଦାଶ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ବୁଧବାର…

6 years ago

ଚିକିତ୍ସା ଅବହେଳାରୁ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ରଣପୁର,୩୧।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁରରେ ଥିବା ବସନ୍ତ ମଞ୍ଜରୀ ସ୍ବାସ୍ଥ୍ୟ ନିବାସରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚିକିତ୍ସାରେ ଅବହେଳା ଯୋଗୁ ଜଣେ ରୋଗୀଙ୍କ…

6 years ago

ନୟାଗଡ଼ ଆର୍‌ଟିଓ କାର୍ଯ୍ୟାଳୟରୁ ଦଲାଲ୍‌ ଗିରଫ: ଟଙ୍କା, କାଗଜପତ୍ର ଜବତ

ନୟାଗଡ଼ ଅଫିସ,୩୧ା୧୦: ନୟାଗଡ଼ ଜିଲା ଆରଟିଓ କାର୍ଯ୍ୟାଳୟରୁ ଗୁରୁବାର ଜଣେ ଦଲାଲକୁ ଗିରଫ କରାଯାଇଛି। ସେ ହେଲେ ନୟାଗଡ଼ ସଦର ଥାନା ଜାମୁସାହି ଗ୍ରାମର ମୁରଲୀଧର ରାଉତ।…

6 years ago

ପର୍ଯ୍ୟଟନ ପୀଠକୁ ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ପ୍ରୟାସ

ଖଣ୍ଡପଡା,୩୧ା୧୦(ସ୍ବ.ପ୍ର.): ଗୋକୁଳାନନ୍ଦ ଜୀଉ ପର୍ଯ୍ୟଟନ ପୀଠକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ସିଧାମୂଳା ଗୋକୁଳାନନ୍ଦ ଜୀଉ ସ୍ପୋଟର୍‌ସ ଆସୋସିଏଶନ ପକ୍ଷରୁ ପ୍ରୟାସ ଜାରିରହିଛି । ଅସୋସିଏଶନର ସଦସ୍ୟମାନେ…

6 years ago