ଖଣ୍ଡପଡା,୨୦।୧୦(ସ୍ବ.ପ୍ର.)-ଖଣ୍ଡପଡ଼ା ବନାଞ୍ଚଳ ଅଧୀନ ସଂରକ୍ଷିତ ଜଙ୍ଗଲଗୁଡ଼ିକରେ ବାର୍ହାଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି। ଫଳରେ ବାର୍ହା ଗ୍ରାମଗୁଡିକରେ ପଶି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି।…
ଦଶପଲ୍ଲା,୨୦ା୧୦(ଡି.ଏନ୍.ଏ.): ଦଶପଲ୍ଲା ବ୍ଲକ ତେଣ୍ଡାବାଡ଼ି ପଞ୍ଚାୟତର ବରସାହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ହାତୀ ଉପସ୍ଥିତି ନେଇ ଜନସାଧାରଣ…
ନୟାଗଡ଼ ଅଫିସ,୨୦ା୧୦: ଜିଲାପାଳଙ୍କ କାର୍ଯ୍ୟାଳୟରେ ଲୋକଙ୍କୁ ଠକୁଥିବା ଜଣେ ମହିଳା ଦଲାଲ୍ଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଇଟାମାଟି ଥାନା ବାଲିକୁଦା…
ଭାପୁର,୨୦ା୧୦(ଡି.ଏନ.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା ମଣିପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ…
ନୂଆଗାଁ,୧୯।୧୦(ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଗଦାଧରପୁରଠାରେ ଶୁକ୍ରବାର ରାତିରେ ଏକ ଟ୍ରକ୍କୁ ବାଇକ୍ ପଛରୁ ଧକ୍କା ଦେଇଛି। ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି ।…
ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ…
ଖଣ୍ଡପଡା,୧୯।୧୦(ସ୍ବ.ପ୍ର.)-ଶିକ୍ଷାର ଉନ୍ନତି ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ମାତ୍ର ଅନେକ ସ୍ଥାନରେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବିପଦସଙ୍କୁଳ…
ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ଦଶପଲ୍ଲା ବିଡିଓ…
ନୟାଗଡ଼ ଅଫିସ,୧୯ା୧୦: ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଏବଂ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ମାଗିବା ନୟାଗଡ଼ ଜିଲାର…
ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ ଉନ୍ନତୀକରଣ…