ନୟାଗଡ଼

ବିଭିନ୍ନ ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ବ୍ୟବସ୍ଥା ୧୯୪ରୁ ୧୦୬ଟି ପାଇଁ ଅର୍ଥ ମଞ୍ଜୁର ସମ୍ପୂର୍ଣ୍ଣ ହୋଇଛି ୪୦

ନୟାଗଡ଼ ଅଫିସ,୩୧ା୮: ପ୍ରତି ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ଲାଗି ସରକାରୀ ବ୍ୟବସ୍ଥା ରହିଛି। କିନ୍ତୁ ନୟାଗଡ଼ ଜିଲାର ସମସ୍ତ ପଞ୍ଚାୟତରେ ଏହା ନିର୍ମାଣ ହୋଇପାରି ନାହିଁ। ଜିଲା…

6 years ago

ବେଆଇନ ମୋରମ ଚାଲାଣ:ମେଡିକାଲ କର୍ମଚାରୀଙ୍କ ସମ୍ପୃକ୍ତି ସନ୍ଦେହ, ତଦନ୍ତ ଦାବି

ରଣପୁର,୩୦।୮(ସ୍ବ.ପ୍ର.)-ରୟାଲ୍‌ଟି ନଁାରେ ୬ମାସ ଧରି ନୟାଗଡ଼ ଜିଲା ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ମେଡିକାଲ ପରିସରରୁ ଚାଲିଥିଲା ବେଆଇନ ମୋରମ ଚାଲାଣ । ତେବେ ଗୁରୁବାର ତହସିଲଦାରଙ୍କ…

6 years ago

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା ପ୍ରଶାସନ…

6 years ago

ମରାମତି ହେଉନି ପାଇପ୍‌ ଲାଇନ୍‌:ବରିଡିହି ଗ୍ରାମବାସୀ ପାନୀୟ ଜଳରୁ ବଞ୍ଚିତ

ଖଣ୍ଡପଡ଼ା,୩୦ା୮(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରାଣୀପଡ଼ା ପଞ୍ଚାୟତସ୍ଥ ବିରିଡିହିରେ ଗତ ଏକ ମାସ ଧରି ପାଇପ୍‌ ଲାଇନ୍‌ ଖରାପ ହୋଇଯାଇଛି। ତେଣୁ ସମ୍ପ୍ରତି ବର୍ଷାଋତୁ ସମୟରେ ମଧ୍ୟ ଏହି…

6 years ago

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥା ହୁଗୁଳା

ନୟାଗଡ଼ ଅଫିସ,୩୦।୮-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ଯେତେବେଳେ ଯିଏ ନାହିଁ ସିଏ ସେଠାରେ ମନଇଚ୍ଛା ପଶି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଫଳରେ…

6 years ago

ଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି…

6 years ago

ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ ନେଇ…

6 years ago

ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସ୍ଥାନୀୟ…

6 years ago

ଜାତୀୟ କ୍ରୀଡ଼ା ଦିବସ: ଝିଲ୍ଲୀ ଓ ଦୀପାଳି ଜିଲାର ଗୌରବ

ନୟାଗଡ଼ ଅଫିସ,୨୯।୮(ରଞ୍ଜନ କୁମାର ପ୍ରଧାନ): ଗୁରୁବାର ଜାତୀୟ କ୍ରୀଡ଼ା ଦିବସ। କ୍ରୀଡ଼ା କ୍ଷେତ୍ରକୁ ନୟାଗଡ଼ ଜିଲାର ଅବଦାନ କିଛି କମ୍‌ ନୁହେଁ। ଜିଲାର କ୍ରୀଡ଼ାବିତ୍‌ମାନେ ନିଜର ନିଷ୍ଠା…

6 years ago

ହେଟାବାଘ ଆକ୍ରମଣରେ ୭ ଛେଳି ମୃତ, ୧୨ଗୁରୁତର

ରଣପୁର, ୨୮।୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନ କଙ୍କିଆ ସାଆଁତରାପୁର ଆଦିବାସି ସାହିରେ ହେଟା ବାଘ ଆକ୍ରମଣରେ ୭ ଛେଳିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨…

6 years ago