ନୟାଗଡ଼

ଶେଷ ସୋମବାର: ଲଡ଼ୁବାବାଙ୍କ ପୀଠରେ ୪୦୦୦ କାଉଡିଆ

ନୟାଗଡ଼ ଅଫିସ,୧୩ା୮: ଶ୍ରାବଣ ମାସର ଶେଷ ସୋମବାରରେ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଶରଶକୁଳ ଲଡ଼ୁବାବାଙ୍କ ପୀଠରେ ୪୦୦୦ କାଉଡିଆ ଜଳଲାଗି କରିଛନ୍ତି। ମନସ୍କାମନା ପୂରଣ ପାଇଁ ଓଡ଼ିଶାର…

6 years ago

ବର୍ଷାରେ ଭିଜି ମହିଳାପୁରୁଷଙ୍କ ରାସ୍ତାରୋକୋ : ଖଇରପଟି ଗ୍ରାମରେ ଦୁଇଗୋଷ୍ଠୀ ବିବାଦ

ନୟାଗଡ଼ ଅଫିସ,୧୩ା୮: ନୟାଗଡ଼ ବ୍ଲକ ଇଟାମାଟି ଥାନା ଖଇରପଟି ଗ୍ରାମରେ ପୁରୁଣା ଘଟଣାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ବିବାଦ ଚାଷକାର୍ଯ୍ୟରେ…

6 years ago

ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସମସ୍ୟା: ଡାକ୍ତରଖାନା ଗେଟ୍‌ରେ ତାଲା ପକାଇ ବିକ୍ଷୋଭ

ନୂଆଗାଁ,୧୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକୀୟ ଡାକ୍ତର ଓ କର୍ମଚାରୀ ନାହାନ୍ତି। ଫଳରେ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ରବିବାର ସ୍ବାସ୍ଥ୍ୟ କେନ୍ଦ୍ରରେ…

6 years ago

ଆବାସ ହିତାଧିକାରୀଙ୍କ ଅନୁଦାନ ହଡପ : ସମ୍ପୂର୍ଣ୍ଣ ହୋଇପାରୁନି ଗୃହ, ରାସ୍ତାକଡରେ ପରିବାର

ନୂଆଗାଁ,୧୨ା୮ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ ମଣିଆକୋଟ ଗ୍ରାମର ଜଣେ ହିତାଧିକାରୀଙ୍କ ଆବାସ ଅନୁଦାନ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଏଣେ ଗୃହ…

6 years ago

କଣ୍ଟିଲୋରେ ଝୁଲଣ ଯାତ୍ରା ଆରମ୍ଭ : ସଂକୀର୍ତ୍ତନ କରି ଠାକୁରଙ୍କୁ ଝୁଲାଇଲେ ଭକ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.) : ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋସ୍ଥିତ ଶ୍ରୀ ନୀଳମାଧବ ଜୀଉ ପୀଠ, ରାଧାମୋହନ ଜୀଉ ମଠ, ଠାକୁର ଅଭିରାମ ପରମହଂସ ଦେବଙ୍କ ଶାନ୍ତି…

6 years ago

ବାଇକ୍‌ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ

ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍‌ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ ଦେଇ…

6 years ago

ନିୟମିତ ବସୁନି ପଞ୍ଚାୟତ ସମିତି ଅଧିବେଶନ: ୨ ମାସ ବଦଳରେ ବର୍ଷ ବର୍ଷ ବିତିଯାଉଛି

ନୟାଗଡ଼ ଅଫିସ,୧୧ା୮: ନୟାଗଡ଼ ଜିଲାରେ ଥିବା ୮ ପଞ୍ଚାୟତ ସମିତିରେ ଠିକ୍‌ ସମୟରେ ଅଧିବେଶନ ବସୁନାହିଁ। କେଉଁଠି ୬ ମାସ ତ ଆଉ କେଉଁଠି ବର୍ଷ ବର୍ଷ…

6 years ago

ତାଳକଣି ଗାଁରେ ବାଘ ଆତଙ୍କ

ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ ଜଙ୍ଗଲରେ…

6 years ago

ଲୋକେ ପିଉଛନ୍ତି ଗୋଳିଆ ପାଣି

ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପ…

6 years ago

ଆମ ଗାଁ ଆମ ବିକାଶ ଯୋଜନାରେ ପଡ଼ି ରହିଛି କାର୍ଯ୍ୟ: ୩୧୪ରୁ ଆରମ୍ଭ ହୋଇନି ୨୦୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ

ନୂଆଗାଁ,୧୦।୮(ଡି.ଏନ.ଏ.): ରାଜ୍ୟରେ ପ୍ରଗତିକୁ ତ୍ୱରାନ୍ବିତ କରିବା ନିମନ୍ତେ ବିଭିନ୍ନ ଯୋଜନା ମଧ୍ୟରୁ ‘ଆମ ଗାଁ ଆମ ବିକାଶ’ ମାଧ୍ୟମରେ ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଜାରିରହିଛି।…

6 years ago