ନୟାଗଡ଼

ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ପରଲୋକ

ଓଡ଼ଗାଁ,୧୯।୭(ସ୍ବ.ପ୍ର.)-ନୟାଗଡ଼ ଜିଲାର ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ଓଡ଼ଗାଁ ବ୍ଲକ ବଡପୁଟ ଗ୍ରାମସ୍ଥିତ ତାଙ୍କ ବାସଭବନରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୩…

7 years ago

ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା:ଡାକ୍ତରୀ ଦଳ ପକ୍ଷରୁ ବିଦ୍ୟାଳୟରେ ସ୍ବାସ୍ଥ୍ୟ ପରୀକ୍ଷା

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବାଣପୁର ପଞ୍ଚାୟତସ୍ଥ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ଖବର ବିଭିନ୍ନ ଗଣମାଧ୍ୟମରେ…

7 years ago

ବର୍ଷା ଆସିଲେ ଡରୁଛନ୍ତି ୧ ନମ୍ବର ୱାର୍ଡ଼ବାସୀ

ନୟାଗଡ଼ ଅଫିସ,୧୬।୭- ବର୍ଷା ଆସିଲେ ଡରୁଛନ୍ତି ନୟାଗଡ଼ ୧ ନମ୍ବର ଓ୍ବାର୍ଡବାସୀ। ସୋମବାର ଅପରାହ୍ନରେ ଦୁଇଘଣ୍ଟା ବର୍ଷାରେ ପୁଣି କଲବଲ ହୋଇଛନ୍ତି ସେମାନେ। ପାଣି ନିଷ୍କାସନର ବ୍ୟବସ୍ଥା…

7 years ago

ପୃଥକ ବିଦ୍ୟୁତ୍‌ ଦୁର୍ଘଟଣା: ଲାଇନ୍‌ମ୍ୟାନ୍‌ ମୃତ, ଶ୍ରମିକ ଗୁରୁତର

ନୟାଗଡ଼ ଅଫିସ,୧୬ା୭-ନୟାଗଡରେ ସୋମବାର ପୃଥକ ସ୍ଥାନରେ ବିଦ୍ୟୁତ୍‌ ଦୁର୍ଘଟଣାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ନୟାଗଡ଼ ପୁରୁଣା ସହରର ଜଣେ ଲାଇନ୍‌ମ୍ୟାନ୍‌ଙ୍କ ମୃତ୍ୟୁ…

7 years ago

ସବ୍‌ଜେଲ ସ୍ଥାନାନ୍ତର ପ୍ରତିବାଦ୧୨ଘଣ୍ଟିଆ ଦଶପଲ୍ଲା ବନ୍ଦ ପାଳନ

ଦଶପଲ୍ଲା,୧୬।୭(ଡି.ଏନ୍‌.ଏ.)-ଦଶପଲ୍ଲାର ପୁରାତନ ଉପକାରାଗାର ସ୍ଥାନାନ୍ତର ପ୍ରକ୍ରିୟାକୁ ଦଶପଲ୍ଲାବାସୀ ଘୋର ବିରୋଧ କରିଛନ୍ତି। ଦୀର୍ଘ ୧୧୦ ବର୍ଷର ପୁରୁଣା ଏହି ଉପକାରାଗାରକୁ ସରକାର ନୟାଗଡକୁ ସ୍ଥାନାନ୍ତର କରିବା ପାଇଁ…

7 years ago

ସବୁଜ ମହାନଦୀ ଗଣଦୌଡ଼ଗଛ ବିନା ଜୀବନ ବଞ୍ଚତ୍ବା କଷ୍ଟସାଧ୍ୟ

ଗଣିଆ,୧୬ା୭(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ତରଫରୁ ଗଣିଆ ବନାଞ୍ଚଳରେ ସୋମବାର ସବୁଜ ମହାନଦୀ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ…

7 years ago

ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା

ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ…

7 years ago

ନୟାଗଡ଼ ବ୍ଲକରେ ଉଦ୍ୟାନ ବିଭାଗର କେଳେଙ୍କାରୀ : ନଡ଼ିଆ ଚାଷରେ ହେରଫେର ଅଭିଯୋଗ

ନୟାଗଡ଼ ଅଫିସ,୧୫।୭: ନୟାଗଡ଼ ଉଦ୍ୟାନ ବିଭାଗର ନଡ଼ିଆ ଚାରା ପ୍ରଦାନରେ କେଳେଙ୍କାରୀ ସାମ୍ନାକୁ ଆସିଛି। ଅଧିକାରୀ ଓ କର୍ମଚାରୀମାନେ ଚାଷୀଙ୍କୁ ଭକୁଆ ବନାଇ ଶହ ଶହ ନଡ଼ିଆ…

7 years ago

୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ

ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼…

7 years ago

ପୋଲିସ, ଜନସାଧାରଣ ମଧ୍ୟରେ ବଢୁଛି ଦୂରତା: ଗାଁ ଗାଁରେ ହେଉଛି କଙ୍ଗାରୁ କୋର୍ଟ

ନୂଆଗାଁ,୧୧ା୭ (ଡି.ଏନ.ଏ.): ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ କଙ୍ଗାରୁ କୋର୍ଟ ଭଳି ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏହା ଦ୍ୱାରା ସାଧାରଣ ନିରୀହ ଲୋକେ ହଇରାଣ…

7 years ago