ନୟାଗଡ଼

ସମସ୍ୟା ଘେରରେ କଣ୍ଟିଲୋ ମହାବିଦ୍ୟାଳୟ : ପାଚେରି ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବିଧାୟକଙ୍କ ପ୍ରତିଶ୍ରୁତି

ଖଣ୍ଡପଡ଼ା,୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ଶନିବାର ବ୍ଲକସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ…

7 years ago

ଚକ୍‌ଲେଟ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅପହରଣ

ରଣପୁର,୭ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଜଣେ ନାବାଳିକା(ବୟସ-୮)ଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ଦୁବୁର୍ତ୍ତମାନେ ଅପହରଣ କରି ନେଇଥିବା ପରିବାର ପକ୍ଷରୁ ଶନିବାର ରାତିରେ ଥାନାରେ…

7 years ago

ବ୍ଲଡ୍‌ ବ୍ୟାଙ୍କ ପ୍ରତିଷ୍ଠା ଦିବସ: କୁପନ ଦେଲେ ବି ମିଳୁନି ରକ୍ତ

ନୟାଗଡ଼ ଅଫିସ, ୭।୭-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବ୍ଲଡ଼ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଶନିବାର ସିଡିଏମ୍‌ଓଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ବ୍ଲଡ଼ ବ୍ୟାଙ୍କ ଅଫିସର…

7 years ago

ଶିକାର ଉଦ୍ଦେଶ୍ୟରେ ଗୁଳିମାଡ଼: ନାବାଳକ ଗୁରୁତର

ନୟାଗଡ଼ ଅଫିସ, ୫।୭: ନୟାଗଡ଼ ସଦର ବ୍ଲକ ଇଟାଭାଟି ଥାନା ପାଲଗୁଣ୍ଠୁଣି ଗ୍ରାମର ଜଣେ ନାବାଳକ ଶୁକ୍ରବାର ସକାଳେ ଗୁଳିମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ କୃଷ୍ଣଚନ୍ଦ୍ର…

7 years ago

କାୟା ବିସ୍ତାର କରୁଛି ବ୍ରାଉନସୁଗାର: କୋରେକ୍ସ ଓ ମାଦକ ଦ୍ରବ୍ୟ କବଳରେ ଯୁବପିଢ଼ି; ପୋଲିସ ତରଫରୁ ହେଉନି ଚଢ଼ାଉ

ନୟାଗଡ଼ ଅଫିସ,୫ା୭- ନୟାଗଡ଼ ଜିଲାରେ ଧଳା ଜହର (ବ୍ରାଉନ ସୁଗାର) କାୟା ବିସ୍ତାର କରିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ନିଶା ପାଇଁ ଯୁବକମାନେ ଏହାକୁ ବ୍ୟବହାର…

7 years ago

ଖଣ୍ଡପଡ଼ା: ବିଭିନ୍ନ ସ୍ଥାନରେ ଘୋଷଯାତ୍ରା; ଅଧାରେ ଅଟକିଲା ପତିତପାବନଙ୍କ ରଥ

ଖଣ୍ଡପଡ଼ା,୫ା୭(ସ୍ବ.ପ୍ର.)-ଗଡଜାତ ଖଣ୍ଡପଡ଼ାସ୍ଥିତ ୩ଟି ସ୍ଥାନରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ା ପ୍ରାୟ ୨ଶହ ବର୍ଷରୁ ଊର୍ଦ୍ଧ୍ୱ ହେବ ଆୟୋଜିତ ଯାତ୍ରାରେ ଅନୁକୂଳ ପାଗ…

7 years ago

ମ୍ୟୁନିସିପାଲିଟି ନଜରରେ ଉଠାଦୋକାନ

ନୟାଗଡ଼ ଅଫିସ,୩।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଠାରୁ ଚଢ଼ାଉ ଆରମ୍ଭ ହୋଇଛି। ମଙ୍ଗଳବାର ଦ୍ୱିତୀୟ ଦିନରେ…

7 years ago

ଗୁଞ୍ଜର ଧରିବା କାଳ ହେଲା: ପାଣିରେ ବୁଡ଼ି ୨ଶିଶୁ ମୃତ

ଭାପୁର,୩।୭(ଡି.ଏନ.ଏ.)-ଆଷାଢର ପହିଲି ବର୍ଷାରେ ଉଡି ବୁଲନ୍ତି ରଙ୍ଗବେରଙ୍ଗର ଗୁଞ୍ଜର(ପୋକ)। ସେହି ଗୁଞ୍ଜରକୁ ଧରି ସୂତାରେ ବାନ୍ଧି ଉଡାଇ ଆନନ୍ଦ ପାଆନ୍ତି ଗ୍ରାମାଞ୍ଚଳର ପିଲାମାନେ। ହେଲେ ଗୁଞ୍ଜର ଧରିବା…

7 years ago

ଶ୍ରେଣୀଗୃହ ନିର୍ମାଣ, ଶିକ୍ଷକ ପଦବୀ ପୂରଣ ଦାବି: ୮ରୁ ଛାତ୍ରାଭିଭାବକଙ୍କ ଆନ୍ଦୋଳନ ଚେତାବନୀ

ଗଣିଆ,୩ା୭(ଡି.ଏନ.ଏ.)- ଗଣିଆ ବ୍ଲକର ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ସାଙ୍ଗକୁ ଶିକ୍ଷକ ପଦବୀ ପୂରଣ ହୋଇପାରି ନାହିଁ। ତୁରନ୍ତ ଏ ଦିଗରେ…

7 years ago

କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର: ୧୦୨ ଆମ୍ବୁଲାନ୍ସ ବନ୍ଦ ପରେ ପ୍ରସୂତି ସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୩ା୭(ସ୍ବ.ପ୍ର)-ଗତ ମେ ୩୧ ତାରିଖଠାରୁ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ପ୍ରସୂତି ସେଣ୍ଟରରେ ୧୦୨ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯିବା ପରେ ଏଠାରେ…

7 years ago