ନୟାଗଡ଼

ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ, ବିବାହ : ମଦନ ମୋହନ ବିଜେ କରନ୍ତି ଶ୍ରୀକୃଷ୍ଣ ବେଶରେ

ଖଣ୍ଡପଡ଼ା,୧୪ା୬(ସ୍ବ.ପ୍ର.): କଣ୍ଟିଲୋ ଶ୍ରୀନୀଳମାଧବ ମନ୍ଦିରରେ ପାରମ୍ପରିକ ରୀତିରେ ଦ୍ୱାରିକାଧିପତି ଶ୍ରୀକୃଷ୍ଣଙ୍କ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପୌରାଣିକ କଥା ଅନୁସାରେ…

7 years ago

ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ଶରଣକୁଳ ଥାନା ଗୋଡ଼ିପଡ଼ାର ଏକ ଢାବା ଉପରେ ବୁଧବାର ରାତିରେ ବୋମାମାଡ଼ ହୋଇଛି। ଏଥିରେ ଢାବାମାଲିକଙ୍କର ବୁଲେଟ୍‌ ଏବଂ କାର୍‌ଟି ନଷ୍ଟ…

7 years ago

ବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍‌ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହ

ରଣପୁର, ୧୨।୬ (ସ୍ବ.ପ୍ର.)-ଶିଶୁମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବା ସହ ଶିକ୍ଷାର ପ୍ରସାର ପାଇଁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ହେଲେ ଅନେକ ସମୟରେ ଅଧିକାଂଶ କେନ୍ଦ୍ରରେ ବିଭିନ୍ନ ସମସ୍ୟା…

7 years ago

ଭାପୁରରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଲାଗଠନ ହେଲା ୩ ସମନ୍ବୟ କମିଟି

ଭାପୁର/ଖଣ୍ଡପଡା,୧୧ା୬(ଡି.ଏନ.ଏ./ସ୍ବ.ପ୍ର.)- ଭାପୁର ବ୍ଲକ ସଦର ମହକୁମାରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ଏହି ମର୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଯୁକ୍ତ…

7 years ago

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ…

7 years ago

ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ ପାଇବାରୁ…

7 years ago

ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ ଅଧିବେଶନ…

7 years ago

ସେବା ସମିତି ପକ୍ଷରୁ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା, ଔଷଧ ବିତରଣ: ସ୍ବାସ୍ଥ୍ୟ ପରୀକ୍ଷା କଲେ ୧୭୦ ଜଣ

ନୂଆଗାଁ,୯।୬(ଡି.ଏନ୍‌.ଏ): ନୟାଗଡ ଜିଲା ସେବା ସମିତି ପକ୍ଷରୁ ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରବିବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ମାଗଣା ଔଷଧ ବିତରଣ…

7 years ago

ଚଳନ୍ତା ଭ୍ୟାନ୍‌ରେ ଲାଗିଲା ନିଆଁ

ଓଡ଼ଗାଁ,୯।୬(ସ୍ବ.ପ୍ର.): ସ୍ଥାନୀୟ ଆଦର୍ଶ ଥାନା ସମ୍ମୁଖରେ ରବିବାର ମଧ୍ୟାହ୍ନରେ ଏକ ଚଳନ୍ତା ଗ୍ୟାସ୍‌ ସୋଡ଼ା ଭ୍ୟାନ୍‌ରେ ନିଆଁ ଲାଗିଯାଇଛି। ହାଇସ୍କୁଲ ଓ ଥାନା ସମ୍ମୁଖରେ ଭ୍ୟାନ୍‌ଟି ଅତିକ୍ରମ…

7 years ago

ଖଳିସାହି ପ୍ରଦୂଷିତ ପୋଖରୀରୁ ପଙ୍କୋଦ୍ଧାର ଦାବି

ଖଣ୍ଡପଡା,୯ା୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅଧୀନ ଖଳିସାହି ପଞ୍ଚାୟତର ରାଜୁଆସାହି ନିକଟରେ ଥିବା ଦେବତା ପୋଖରୀର ଜଳ ପ୍ରଦୂଷିତ ହୋଇପଡିଛି। ଫଳରେ ପୋଖରୀର ଜଳ ଏବେ ବ୍ୟବହାର ନିମନ୍ତେ ସମ୍ପୂର୍ଣ୍ଣ…

7 years ago