ନୟାଗଡ଼

ରାସ୍ତାରେ ଗୋରୁ ବୁଲିଲେ ମାଲିକ ଦେବେ ଜରିମାନା

ନୟାଗଡ଼,୨୧ା୧୦(ଲୋକନାଥ ମିଶ୍ର): ବିପର୍ଯ୍ୟସ୍ତ ଟ୍ରାଫିକ୍‌ ସମସ୍ୟାକୁ ସୁଧାରିବାକୁ ନୟାଗଡ଼ ମ୍ୟୁନିସିପାଲିଟି ଉଦ୍ୟମ କରିଛି। ରାସ୍ତାରେ ଗୋରୁ ବୁଲିଲେ ସେମାନଙ୍କୁ ଉଦ୍ଧାର କରି ଗୋଶାଳାରେ ରଖାଯିବ। ଗୋ ମାଲିକ…

3 years ago

ଜାକେଡ଼ା ପମ୍ପ୍‌ ହାଉସ୍‌ରେ ନିମ୍ନମାନର କାମ ଅଭିଯୋଗ

ନୂଆଗାଁ,୨୦।୧୦(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତ ଜାକେଡାଠାରେ ଥିବା ପମ୍ପ ହାଉସ ମରାମତି ଅତିନିମ୍ନମାନର ହେଉଥିବା ଅଭିଯୋଗ ହେଉଛି । ନୂଆଗାଁ ବ୍ଲକର…

3 years ago

ଲୁଚାଛପାରେ ବାଣ ତିଆରି ଚାଲିଛି

ନୟାଗଡ଼ ଅଫିସ,୨୦।୧୦: ନୟାଗଡ଼ ଜିଲାର ବିଭିନ୍ନ ଥାନା ଅଧୀନ ଗାଁ ଗହଳିରେ ବେଆଇନ ଭାବେ ବାଣ ତିଆରି ହେଉଛି । ଜନବସତିରେ ବାଣ ତିଆରି ହେଉଥିଲେ ମଧ୍ୟ…

3 years ago

କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ

ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି ।…

3 years ago

ନିର୍ବାଚନୀ ସତ୍ୟପାଠରେ ଭୁଲ୍‌ ତଥ୍ୟ

ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍‌ଡିଜନସ୍ତରୀୟ…

3 years ago

ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ

ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ…

3 years ago

ଘରେ ଘରେ ଲୋକଙ୍କୁ ଜ୍ୱର

ଖଣ୍ଡପଡା,୧୭ା୧୦(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଲକ ଅଞ୍ଚଳରେ ଜ୍ୱରରେ ଶତାଧିକ ବ୍ୟକ୍ତି ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରତ୍ୟେକ ଘରେ ୨ରୁ ୩ଜଣ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ…

3 years ago

ଗାଁରେ ବିକ୍ରି ହେଉଛି ଜଙ୍ଗଲୀ ପ୍ରାଣୀଙ୍କ ମାଂସ

ନୟାଗଡ଼,୧୭।୧୦(ଲୋକନାଥ ମିଶ୍ର): ସଙ୍କଟରେ ବନ୍ୟପ୍ରାଣୀ। ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ, ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଓ ସାତକୋଶିଆ…

3 years ago

ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ସବ୍‌ଡିଭିଜନ ମାନ୍ୟତା

ଓଡ଼ଗାଁ,୧୬ା୧୦(ଆଦର୍ଶ କୁମାର ପଟ୍ଟନାୟକ): ସାରା ରାଜ୍ୟରେ ଓଡ଼ଗାଁ ସମେତ ୧୪୪ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଖୋଲିବା ନିମନ୍ତେ ରାଜ୍ୟପାଳଙ୍କ ଅନୁମୋଦନ ମିଳିସାରିଛି। ଏନେଇ…

3 years ago

ରାସ୍ତା ସମ୍ପ୍ରସାରଣ ପାଇଁ କଟା ହେବ ୧ ହଜାର ଗଛ

ଖଣ୍ଡପଡ଼ା,୧୫ା୧୦(ଅଜୟ କୁମାର ମହାରଣା)ଖଣ୍ଡପଡ଼ାରୁ -ଭାପୁର- ଫତେଗଡ଼କୁ ସଂଯୋଗ କରୁଥିବା ପ୍ରାୟ ୧୮ କିମି ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ସମ୍ପ୍ରସାରଣ ପାଇଁ ୨୧ କୋଟି ଟଙ୍କା ମଞ୍ଜୁର…

3 years ago