ନୟାଗଡ଼

ଟେନ୍‌ଶନ ଦେଉଛିି ଆବାସ ଯୋଜନା

ନୟାଗଡ଼,୩।୭(ଲୋକନାଥ ମିଶ୍ର): ଆଉ କିଛି ମାସ ପରେ ବିଧାନସଭା ଓ ଲୋକସଭା ନିର୍ବାଚନ। ଏଭଳି ସ୍ଥଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ କାର୍ଯ୍ୟାଦେଶ ବଣ୍ଟନ ଶାସକ ଓ…

3 years ago

ପରିତ୍ୟକ୍ତ ସରନାଳକୁ ନେଇ ଚିନ୍ତା

ଖଣ୍ଡପଡ଼ା,୩ା୭(ଅଜୟ କୁମାର ମହାରଣା): ଦୀର୍ଘବର୍ଷରୁ ଅକୁରାବନ୍ଧ ଗାଁ ମୁଣ୍ଡରେ ଥିବା ସରନାଳ ରକ୍ଷଣାବେକ୍ଷଣ ଅଭାବରୁ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଛି। ପାଣି ଉପରେ ଦଳ, ଘାସ ଓ…

3 years ago

ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା

ଖଣ୍ଡପଡ଼ା,୨।୭(ଅଜୟ କୁମାର ମହାରଣା)କେନ୍ଦ୍ର ହେଉ ଅବା ରାଜ୍ୟ ସରକାର ବିଭିନ୍ନ ଯୋଜନାମାନ ପ୍ରସ୍ତୁତ କରି ବିକାଶର ପ୍ରଚାର କରୁଥିବା ବେଳେ ତାହା ପ୍ରକୃତପକ୍ଷେ ତୃଣମୂଳସ୍ତରରେ କିପରି କାର୍ଯ୍ୟକାରୀ…

3 years ago

ଅଫିସ ଆସିବାକୁ ନିର୍ଦ୍ଧାରିତ ସମୟ ନାହିଁ

ନୂଆଗାଁ,୨।୭(ଧନେଶ୍ୱର ସାହୁ)ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟକୁ କର୍ମଚାରୀମାନେ ସକାଳ ୧୦ଟାରେ ପହଞ୍ଚତ୍ କାର୍ଯ୍ୟାରମ୍ଭ କରିବାର ନିର୍ଦ୍ଦେଶ ରହିଛି। କିନ୍ତୁ ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଦିନ…

3 years ago

ବ୍ୟବଚ୍ଛେଦ ନ କରି ନେଇ ଯାଉଛନ୍ତି ମୃତଦେହ

ନୟାଗଡ଼,୨।୭(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ବ୍ୟବଚ୍ଛେଦ ନ କରି ମୃତଦେହଗୁଡିକୁ ଜୋରଜବରଦସ୍ତ ଘରକୁ ନେଇ ଯାଉଛନ୍ତି। ଖର୍ଚ୍ଚରୁ ମୁକ୍ତି ପାଇଁ ମୃତଦେହଗୁଡିକୁ ବାଇକ୍‌ରେ ନେଉଥିବା ଦୃଶ୍ୟ…

3 years ago

ବାରଣ ସତ୍ତ୍ୱେ ପର୍ଯ୍ୟଟକ ମାନୁନାହାନ୍ତି

ଖଣ୍ଡପଡା,୧ା୭(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଳକ ଅଧିନ କଂଟିଲୋ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଶୈାଚାଳୟଟି ଅଂଚଳବାସୀଙ୍କ ପାଇଁ ବିପଦର କାରଣ ପାଲଟିବ ବୋଲି ସାଧାରଣରେ…

3 years ago

କୋମଣ୍ଡରେ ପୁଣି ବେଆଇନ ମାଙ୍କଡ଼ାପଥର ଖଣି

ନୟାଗଡ଼ ଅଫିସ,୧।୭(ଲୋକନାଥ ମିଶ୍ର)/ଓଡ଼ଗଁା(ଆଦର୍ଶ ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗଁା ତହସିଲ କୋମଣ୍ଡ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା କୋମଣ୍ଡ, ବାଦଭୂଇଁ, ଭଗବତୀପ୍ରସାଦ, ରୋହିବାଙ୍କ, ଉଦୟପୁର ଅଞ୍ଚଳରେ…

3 years ago

ଭାପୁରରେ ପ୍ରାଣୀ ଚିକିତ୍ସା ବିପର୍ଯ୍ୟସ୍ତ

ଭାପୁର, ୧ା୭(ଭରତ କୁମାର ବେହେରା ): ଭାପୁର ବ୍ଲକର ପ୍ରାଣୀ ଚିକିତ୍ସା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକର ଜନସାଧାରଣ କୃଷି ସହ ପଶୁ ପାଳନକୁ ପେଶା କରି ଭଲ…

3 years ago

ଆବାସ ହିତାଧିକାରୀ ଚୟନରେ ଅନିୟମିତତା ଅଭିଯୋଗ

ନୂଆଗାଁ,୩୦।୬(ଧନେଶ୍ୱର ସାହୁ): ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଅନୟମିତତା ହୋଇଛି । ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନାରୁ ବାଦ୍‌ ଦିଆଯାଇଛି । ହିତାଧିକାରୀ ଚୟନର…

3 years ago

ଜଙ୍ଗଲ ଜମିରେ କୋଟଗଡ଼ ପାର୍କ

ନୟାଗଡ଼ ଅଫିସ,୩୦ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ରଣପୁର ତହସିଲ କୋଟଗଡ଼ ରାଜସ୍ବ ମୌଜାରେ ସରକାରୀ ଜମି, ମୁଣ୍ଡିଆ ଜମି, ରକ୍ଷିତ ଜଙ୍ଗଲ କିସମ ଜମିରେ ବେଆଇନ ଭାବେ…

3 years ago