ନୟାଗଡ଼

ପାନୀୟ ଜଳ ଯୋଗାଣରୁ ସୁନାଖଳା ଗାଁ ଲୋକ ବଞ୍ଚିତ

ଭାପୁର,୯ା୫(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଜିପୁର ପଞ୍ଚାୟତ ଅଧୀନ ସୁନାଖଳା ଗାଁରେ ଦୀର୍ଘ ୧୩ ବର୍ଷରୁ ଊଦ୍ଧର୍‌ବ ହେଲା ପାନୀୟ ଜଳ ପାଇବାରୁ ଏପର୍ଯ୍ୟନ୍ତ…

3 years ago

ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ

ଭାପୁର,୮ା୫(ଡି.ଏନ.ଏ.): ସମାଜରେ ବାଲ୍ୟ ବିବାହ ଏକ ଧର୍ତ୍ତବ୍ୟ ଅପରାଧ ହୋଇଥିବା ବେଳେ ସଚେତନତାର ଅଭାବ ଯୋଗୁ ଅଦ୍ୟାବଧି ଏଭଳି ସାମାଜିକ ବ୍ୟାଧି ଜାରି ରହିଛି। ଭାପୁରକୁ ଏକ…

3 years ago

ଚାଷୀଙ୍କ କାମରେ ଲାଗୁନି ପାଣି ପଞ୍ଚାୟତ ଯୋଜନା

ଖଣ୍ଡପଡ଼ା,୮ା୫(ସ୍ବ.ପ୍ର.): କୃଷକମାନଙ୍କ ଆର୍ଥତ୍କ ଏବଂ ସାମାଜିକ ସ୍ଥିତିର ଉନ୍ନତି ସହ କୃଷି ଉତ୍ପାଦନ ବୃଦ୍ଧି ଲକ୍ଷ୍ୟରେ ବିଭିନ୍ନ ଅଞ୍ଚଳରେ ଥିବା ଉଠା ଜଳସେଚନ ପଏଣ୍ଟଗୁଡ଼ିକୁ ପାଣି ପଞ୍ଚାୟତକୁ…

3 years ago

ଅଭାବ ଅନଟନରେ ବିଡ଼ି ଶ୍ରମିକ

ନୟାଗଡ଼ ଅଫିସ,୮ା୫: ନୟାଗଡ଼ ଜିଲାର ବିଡ଼ି ଶ୍ରମିକମାନେ ଆର୍ଥିକ ଅନଟନରେ ଛନ୍ଦି ହୋଇ ଦୁଃଖଦ ଜୀବନଯାପନ କରୁଛନ୍ତି। ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ ଶ୍ରମ ଆଇନରେ ପରିବର୍ତ୍ତନ…

3 years ago

ଅଂଶୁଘାତରେ ବୃଦ୍ଧଙ୍କ ମୃତ୍ୟୁ ଅଭିଯୋଗ

ରଣପୁର,୭ା୫(ସ୍ବ.ପ୍ର.): ଏବେ କିଛିଦିନ ହେଲା ରଣପୁର ଓ ଏହାର ଆଖପାଖ ଅଞ୍ଚଳରେ ଅସହ୍ୟ ଗରମ ସହିତ ପ୍ରବଳ ମାତ୍ରାରେ ଗ୍ରୀଷ୍ମ ପ୍ରବାହ ହେଉଛି। ସାଧାରଣ ଲୋକମାନଙ୍କୁ ଘରୁ…

3 years ago

ଦଶପଲ୍ଲାରେ ଆସାମର ବାଉଁଶକଳା

ନୟାଗଡ଼ ଅଫିସ, ୭ା୫: ବଲାଙ୍ଗୀ ବାଉଁଶରେ ଆସାମର କାରୁକାର୍ଯ୍ୟକୁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଉପରଡିକିରି ଗଁ।ର ଆଦିବାସୀମାନେ ଆପଣେଇବା ଆରମ୍ଭ କରିଛନ୍ତି ।…

3 years ago

ଚାହିଦା ଅଛି, ପ୍ରୋତ୍ସାହନ ନାହିଁ

ନୟାଗଡ଼ ଅଫିସ,୭।୫: ନୟାଗଡ଼ର ଆଖୁ ଅଧିକ ଦୋରୁଅ ଓ ଶର୍କରାଯୁକ୍ତ ଥିବାରୁ ଗୁଡ଼ର ଚାହିଦା ବଢ଼ିବାରେ ଲାଗିଛି। ହେଲେ ଏଥିପାଇଁ ସରକାରୀ ପ୍ରୋତ୍ସାହନ ନାହିଁ। ଫଳରେ ଚାଷୀମାନେ…

3 years ago

ବାହାରିଲାନି କାଜୁ ଜଙ୍ଗଲ ବିବାଦ ସମାଧାନର ସୂତ୍ର

ନୟାଗଡ ଅଫିସ,୫।୫: କାଜୁ ଜଙ୍ଗଲରେ ନିିଜର ପାରମ୍ପରିକ ଅଧିକାର ସାବ୍ୟସ୍ତ ସହ ନିଲାମ ପ୍ରତ୍ୟାହାର ଦାବି ନେଇ ଓଡଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଶାଳିଆଝରୀର ଆଦିବାସୀଙ୍କ ସମେତ…

3 years ago

ଜବରଦଖଲରେ ସରକାରୀ ଜାଗା, ପ୍ରଶାସନ ନୀରବ

ଖଣ୍ଡପଡା,୪ା୫(ସ୍ବ.ପ୍ର): ଦୀର୍ଘବର୍ଷ ଧରି ଖଣ୍ଡପଡ଼ା ତହସିଲ ଅଧୀନ କୁମ୍ଭାରପଡ଼ା ଗ୍ରାମରେ ଏକର ଏକର ସରକାରୀ ଜାଗା ପ୍ରଭାବଶାଳୀ ବ୍ୟକ୍ତି ବିଶେଷ ଜବରଦଖଲ କରି କବ୍‌ଜାରେ ରଖିଛନ୍ତି। ସରକାରୀ…

3 years ago

ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ବାଦ୍‌ ଦେଇ ଭିଡିଓ ଗ୍ରାଫି ହୋଇଥିଲା

ନୂଆଗାଁ, ୫।୫ (ଡି.ଏନ.ଏ.):ନୟାଗଡ଼ ଜିଲା ନୂଆଗାଁ  ବ୍ଲକ ଗୁମୀ ପଞ୍ଚାୟତରେ ଥିବା ଡିମିରିପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ (ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ)…

3 years ago