ନୂଆଗାଁ,୭।୧୦(ଡି.ଏନ.ଏ.): ମାଆ ଛେଉଣ୍ଡ ବିଶ୍ୱରଞ୍ଜନ ଏବେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଉଚ୍ଚତର ଚିକିତ୍ସା ପାଇଁ ବାପାଙ୍କ ହାତରେ ଟଙ୍କା ନାହିଁ। ଏହି…
ନୟାଗଡ ଅଫିସ,୧।୧୦: ପଶୁପତି ଫିଡସ୍ର ୮ ହଜାର କୁକୁଡା ଚିଅଁାକୁ ଶୁକ୍ରବାର ବଡପଣ୍ଡୁସର ନଦୀରେ ଫୋପାଡି ଦିଆଯାଇଛି। ଏ ନେଇ ଅଭିଯୋଗ ପରେ ଇଟାମାଟି ଥାନା ପୋଲିସ…
ନୟାଗଡ଼ ଅଫିସ,୧ା୧୦: ନୂଆଗଁା- ଭୁବନେଶ୍ୱର ପାସେଞ୍ଜର ଟ୍ରେନ ପୁଣି ଚାଲିବ। ଅକ୍ଟୋବର ୧ରୁ ଏହି ଟ୍ରେନ ଯାତାୟାତ କରିବ। ସେହିପରି ୧ ତାରିଖରୁ ନୟାଗଡ଼-ଭୁବନେଶ୍ୱର ସେବା ଏକ୍ସପ୍ରେସ…
ଓଡ଼ଗାଁ, ୧ା୧୦(ସ୍ବ.ପ୍ର.): ଗଁା ଲୋକ ଅନ୍ଧାରରେ ରହିବାରୁ ଜେଇଙ୍କୁ ବିଦ୍ୟୁତ୍ ଅଫିସରେ ତାଲା ପକାଇ ଦେଇଥିଲେ। ୨୪ ଘଣ୍ଟା ନ ପୂରୁଣୁ ଗଁାକୁ ବିଦ୍ୟୁତ୍ ଯୋଗାଣ ସ୍ବାଭାବିକ…
ଖଣ୍ଡପଡ଼ା,୧ା୧୦(ସ୍ବ.ପ୍ର): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ନୟାଗଡ଼ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ କଣ୍ଟିଲୋସ୍ଥିତ ପ୍ରଭୁ ଶ୍ରୀନୀଳମାଧବ ଜୀଉ ସର୍ବଜନ ବିଦିତ। ଉକ୍ତ କ୍ଷେତ୍ରର ବିକାଶ ପାଇଁ…
ନୟାଗଡ଼ ଅଫିସ,୩୦।୯: ନୟାଗଡ଼ ଅବକାରୀ ବିଭାଗ କର୍ମଚାରୀ ଶୁକ୍ରବାର ବାରବାଟୀରୁ ବାଇକ୍ ସହ ୫୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛନ୍ତି। ଘଟଣାରେ ସମ୍ପୃକ୍ତ ସିନ୍ଦୂରିଆର କାବୁଲା ଖାଁ(୩୦)ଙ୍କୁ…
ଓଡ଼ଗାଁ,୨୯ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ଅଧୀନ ତୁଲୁବି ଗ୍ରାମକୁ ବିଖ୍ୟାତ ଗ୍ରାମରେ ପରିଣତ କରିଥିବା ପାହାଡ଼ି ମଣିଷ ହରିହର ବେହେରାଙ୍କ ମଙ୍ଗଳବାର ପରଲୋକ…
ନୂଆଗାଁ,୨୯।୯ (ଡି.ଏନ.ଏ.)-ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧିନରେ ଥିବା ଜଙ୍ଗଲରୁ ବାରମ୍ବାର ଶାଳ କାଠ ଚୋରି ହେଉଥିଲେ ମଧ୍ୟ ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି । ଜାତୀୟ…
ନୟାଗଡ଼ ଅଫିସ,୨୯ା୯: ନୟାଗଡ଼ ଜିଲା ପାଇଁ ଗର୍ବ ଆଣିଛନ୍ତି ରାଜ ସୁନାଖଳା ପଞ୍ଚାୟତର ଯୁବ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ। ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ନୂଆଦିଲ୍ଲୀର…
ନୟାଗଡ଼ ଅଫିସ,୨୯।୯: ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ଅଧିଗ୍ରହଣ ହୋଇଥିବା ଜମି ବାବଦ ଅର୍ଥ ପ୍ରଦାନ ପାଇଁ ଲାଞ୍ଚ ମାଗିବା ଓ ମହିଳାଙ୍କୁ ଅସଦାଚରଣ କରିବା ଜଣେ…