ନୟାଗଡ଼

ପରିତ୍ୟକ୍ତ ପୋଖରୀ ସାଜିଛି ମଶାଙ୍କ ଅନ୍ତୁଡ଼ିଶାଳ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ରାଜରାଜୁଡା ଅମଳରୁ କୁମ୍ଭାରପଡ଼ା ଗ୍ରାମରେ ଥିବା ଜଗନ୍ନାଥ ପୋଖରୀଟି ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁଷ୍କରିଣୀଟି ମଶା, ମାଛି, ଡାଉଁଶଙ୍କ ଅନ୍ତୁଡ଼ିଶାଳ ପାଲଟିଛି। ମଶାବଂଶ ବୃଦ୍ଧି…

4 years ago

ପ୍ରହସନ ପାଲଟିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ନୂଆଗାଁ,୨୨।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପ୍ରହସନ ପାଲଟିଛି। ଏହି ଯୋଜନାର ସବୁ ନିୟମ କାନୁନକୁ…

4 years ago

ଖସିଯିବାକୁ ଉଦ୍ୟମ କଲେ ତଣ୍ଟି କାଟିଦେବୁ କହୁଥିଲେ ଅପହରଣକାରୀ: ଅମ୍ରିତ

ନୟାଗଡ଼ ଅଫିସ/ଓଡ଼ଗାଁ,୨୨ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଗାଁର ଅମ୍ରିତ ପାତ୍ର ଗଣମାଧ୍ୟମ ସମ୍ମୁଖରେ ଅପହରଣ ସମୟର ଲୋମଟାଙ୍କୁରା କଥା ବୁଧବାର ବଖାଣିଛନ୍ତି । ମୁଁ…

4 years ago

ଭିଜିଲାନ୍ସ ବିଭାଗର ତଦନ୍ତ ଆରମ୍ଭ

ଭାପୁର, ୨୧ା୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ବଡସହରା ପଞ୍ଚାୟତରେ ଗୋଟିଏ ରାସ୍ତାକୁ ୨୧ ଥର ଫଲସ୍‌ ବିଲ୍‌ ଘଟଣା ରାଜ୍ୟରେ ଚର୍ଚ୍ଚିତ ଥିବାବେଳେ…

4 years ago

୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି…

4 years ago

ଗାଡ଼ି ଲୋନ୍‌ ପରିଶୋଧ ପାଇଁ ଅପହରଣ

ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି…

4 years ago

ଗୁଳିମାଡ଼ରେ ଆର୍ମି ଇଞ୍ଜିନିୟରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ପୂର୍ବ ଶତ୍ରୁତାରୁ ସୋମବାର ଗୁଳିମାଡ଼ ହେବାରୁ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟରଙ୍କ…

4 years ago

ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର…

4 years ago

ଛାତ୍ରଙ୍କୁ ଛାଡିଦେଲେ ଅପହରଣକାରୀ

ନୟାଗଡ ଅଫିସ୍‌/ଓଡଗାଁ, ୧୯।୧୨(ସ୍ବ.ପ୍ର.): କୁରାଳ ସୁବୁଦ୍ଧିସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ନିଖୋଜ ଘଟଣାର ନୂଆମୋଡ। ଅମ୍ରିତଙ୍କୁ ପଡୋଶୀ ପଣ୍ଡିତ ସାହିର ଏକ ତାଲା ପକା…

4 years ago

ପ୍ରଦୀପ୍ତ ପାଇଲେ ନୟାଗଡ଼ ଗୌରବ ସମ୍ମାନ

ନୟାଗଡ଼ ଅଫିସ,୧୮।୧୨: ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଜ୍ୟୋର୍ତିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ସ୍ମାରକୀ ନୟାଗଡ଼ ପୁରୁଣା ସହରର ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ…

4 years ago