ନୟାଗଡ଼

ବିକାଶ ନାମରେ ଐତିହ୍ୟ, ପରମ୍ପରାକୁ ନଷ୍ଟ କରା ନ ଯାଉ

ଖଣ୍ଡପଡ଼ା,୧ା୧୦(ସ୍ବ.ପ୍ର): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ନୟାଗଡ଼ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ କଣ୍ଟିଲୋସ୍ଥିତ ପ୍ରଭୁ ଶ୍ରୀନୀଳମାଧବ ଜୀଉ ସର୍ବଜନ ବିଦିତ। ଉକ୍ତ କ୍ଷେତ୍ରର ବିକାଶ ପାଇଁ…

3 years ago

ନେଉଥିଲେ ବ୍ରାଉନସୁଗାର, ବାଟରୁ ଧରାପଡ଼ିଲେ

ନୟାଗଡ଼ ଅଫିସ,୩୦।୯: ନୟାଗଡ଼ ଅବକାରୀ ବିଭାଗ କର୍ମଚାରୀ ଶୁକ୍ରବାର ବାରବାଟୀରୁ ବାଇକ୍‌ ସହ ୫୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛନ୍ତି। ଘଟଣାରେ ସମ୍ପୃକ୍ତ ସିନ୍ଦୂରିଆର କାବୁଲା ଖାଁ(୩୦)ଙ୍କୁ…

3 years ago

ପାହାଡ଼ୀ ମଣିଷ ହରିହରଙ୍କ ପରିବାରକୁ ସହାୟତା ପ୍ରଦାନ ଦାବି

ଓଡ଼ଗାଁ,୨୯ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ଅଧୀନ ତୁଲୁବି ଗ୍ରାମକୁ ବିଖ୍ୟାତ ଗ୍ରାମରେ ପରିଣତ କରିଥିବା ପାହାଡ଼ି ମଣିଷ ହରିହର ବେହେରାଙ୍କ ମଙ୍ଗଳବାର ପରଲୋକ…

3 years ago

ବନ ବିଭାଗ ଶୋଇଛି, ପ୍ରତିଦିନ ଚାଲିଛି ଗଛକଟା

ନୂଆଗାଁ,୨୯।୯ (ଡି.ଏନ.ଏ.)-ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧିନରେ ଥିବା ଜଙ୍ଗଲରୁ ବାରମ୍ବାର ଶାଳ କାଠ ଚୋରି ହେଉଥିଲେ ମଧ୍ୟ ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି । ଜାତୀୟ…

3 years ago

ନୟାଗଡ଼ ପାଇଁ ଗର୍ବ ଆଣିଲେ ଚିତ୍ତରଞ୍ଜନ

ନୟାଗଡ଼ ଅଫିସ,୨୯ା୯: ନୟାଗଡ଼ ଜିଲା ପାଇଁ ଗର୍ବ ଆଣିଛନ୍ତି ରାଜ ସୁନାଖଳା ପଞ୍ଚାୟତର ଯୁବ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ। ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ନୂଆଦିଲ୍ଲୀର…

3 years ago

ଭୂଅର୍ଜନ ଅଧିକାରୀଙ୍କୁ ଝାଡ଼ୁମାଡ଼

ନୟାଗଡ଼ ଅଫିସ,୨୯।୯: ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ଅଧିଗ୍ରହଣ ହୋଇଥିବା ଜମି ବାବଦ ଅର୍ଥ ପ୍ରଦାନ ପାଇଁ ଲାଞ୍ଚ ମାଗିବା ଓ ମହିଳାଙ୍କୁ ଅସଦାଚରଣ କରିବା ଜଣେ…

3 years ago

ଜମି ନ ଥାଇ ମୋ ପୋଖରୀ ନାଁରେ ଅର୍ଥ ଆତ୍ମସାତ୍‌

ଭାପୁର,୨୮ା୯(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ପ୍ରାୟ ଦେଢବର୍ଷ ହେବ ବିଭିନ୍ନ ଦୁର୍ନୀତି ହୋଇଛି ା ଏକାଧିକ ଦୁର୍ନୀତି ସାମ୍ନାକୁ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ଆଖି…

3 years ago

ମଧ୍ୟାହ୍ନଭୋଜନ ଚାଉଳ ଯୋଗାଣରେ ହେରଫେର

ଓଡ଼ଗାଁ,୨୮ା୯(ସ୍ବ.ପ.): ଓଡ଼ଗାଁ ବ୍ଲକ ଅଧୀନ ବିଭିନ୍ନ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଚାଉଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଛି ା ଯୋଗାଣକାରୀ ସଂସ୍ଥା ବିଭିନ୍ନ ବିଦ୍ୟାଳୟକୁ ମଧ୍ୟାହ୍ନ…

3 years ago

ଚାଷୀଙ୍କୁ ସହଯୋଗ କରୁନି ବୀମା କମ୍ପାନୀ

ନୟାଗଡ଼ ଅଫିସ,୨୮।୯: ଜିଲା ପରିଷଦର ସମ୍ମିଳନୀ କକ୍ଷ ସୃଜନରେ ମଙ୍ଗଳବାର ଜିଲା ଉନ୍ନୟନ କୋର୍ଡିନେଶନ ଆଣ୍ଡ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ…

3 years ago

ଟ୍ରାକ୍ଟର ଡ୍ରାଇଭରକୁ ଗୁଳି କରି ହତ୍ୟା, କାରଣ ଅସ୍ପଷ୍ଟ

ନୟାଗଡ଼ ଅଫିସ,୨୨।୯: ନୟାଗଡ଼ ଜିଲା ଗଣିଆ ଥାନାର ରାସଙ୍ଗ ଜଙ୍ଗଲରେ ଗୁରୁବାର ଜଣେ ଟ୍ରାକ୍ଟର ଡ୍ରାଇଭରକୁ ଗୁଳି କରି ହତ୍ୟା କରାଯାଇଛି। ସେ ହେଲେ ରାସଙ୍ଗ ଗ୍ରାମର…

3 years ago