ନୟାଗଡ଼ ଅଫିସ, ୩୧।୮: ରୋଷେଇ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟି ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଏଭଳି ଅଭାନୀୟ ଘଟଣା ଘଟିଛି ନୟାଗଡ଼…
ନୟାଗଡ଼ ଅଫିସ୍,୨୪।୮: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଯାଇ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ମିଳୁ। ଏହି ମର୍ମରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପରୀଙ୍କ ମା’…
ଖଣ୍ଡପଡ଼ା,୨୩ା୮(ସ୍ବ.ପ୍ର.): ସୁନାମୁହିଁ ଜଳ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ଜଳ ମହଜୁଦ ଅଛି। ହେଲେ କେନାଲରେ ପାଣି ଆସୁ ନ ଥିବାରୁ ଚାଷଜମି ଶୁଖିଲା ପଡିଛି। ଏହାକୁ ନେଇ…
ନୟାଗଡ଼ ଅଫିସ,୨୧।୮: ଜାଲ୍ ଦସ୍ତଖତରେ ୮୦କୋଟି ଟଙ୍କା ଆତ୍ମସାତ୍ ହୋଇଥିବା ତତ୍କାଳୀନ ଭାପୁର ବ୍ଲକ୍ ଅଧ୍ୟକ୍ଷା ଶାନ୍ତିଲତା ବେହେରା ଅଭିଯୋଗ କରିଥିଲେ ା ଯାହାକୁ ନେଇ ଅନାସ୍ଥା…
ନୟାଗଡ ଅଫିସ,୨୦।୮: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଶୁଣାଣି ଆରମ୍ଭ ହେବା ପାଇଁ ଅତିରିକ୍ତ ଜିଲା ଦୌରାଜଜ୍ ତଥା ଚିଲଡ୍ରେନ୍ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଗୁରୁବାର ଚାର୍ଜଫ୍ରେମ…
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ…
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…
ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି…
ନୟାଗଡ଼ ଅଫିସ, ୮।୭: ନୟାଗଡ ଜିଲା ନୂଆଗାଁ ବ୍ଲକ ଗୁଡୁପାଙ୍ଗି ଓ ୧୭ ଖଣ୍ଡ ଗାଁ ମଧ୍ୟରେ ଗତ କିଛି ଦିନରୁ ଲାଗିରହିଥିବା ବିବାଦ ଏବେ ଉଗ୍ର…
ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍ଏଚ୍)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ ଜଣେ…