ନୟାଗଡ଼

ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ

ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ ଫେରାଇ…

5 years ago

ପାରା ଦେହରେ ଆସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୭ା୧୦ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁରର ବନ୍ଧମୁଣ୍ଡା ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ମାଳ ଜଙ୍ଗଲ ଭିତରେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ…

5 years ago

ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଆସନ: ଅନୁସୂଚିତ ଜନଜାତି ମହିଳାଙ୍କ ଉପରେ ଭରସା

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଆସନ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷଣ କରାଯାଇଛି । ୨୦୧୭ ନିର୍ବାଚନରେ ଏହା ମହିଳାଙ୍କ ପାଇଁ ସଂରକ୍ଷଣ…

5 years ago

ପ୍ରାତଃଭ୍ରମଣ ହେଲା କାଳ: ୨ ମହିଳାଙ୍କ ଗଲା ଜୀବନ, ୨ ଗୁରୁତର

ନୂଆଗାଁ,୧୪।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ସମ୍ପଡା ନୂଆସାହିଠାରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ପ୍ରାତଃଭ୍ରମଣରେ ଯାଉଥିବା ସମୟରେ ପିକ୍‌ଅପ୍‌ ଧକ୍କା ଦେବାରୁ ୨ ମହିଳାଙ୍କ…

5 years ago

ଚୁଲି ଚାନ୍ଦା, ଠେଙ୍ଗା ପାଳିରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୧୪।୧୦:ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରା ପଞ୍ଚାୟତ ବାଙ୍କ ତଇଲା  ଗାଁର ଆଦିବାସୀ ଲୋକଙ୍କ ଜଙ୍ଗଲ ସୁରକ୍ଷା ନିଶା ବନ୍ୟଜନ୍ତୁ ସଂଖ୍ୟା ବଢ଼ାଇବାରେ ସହଯୋଗ କରିଛି।…

5 years ago

ବନ୍ଦ ପଡ଼ିଛି ପ୍ରକଳ୍ପ, ବିଦ୍ୟୁତ୍‌ ବିଲ୍‌ ୮୦ ହଜାର

ଖଣ୍ଡପଡ଼ା,୧୧ା୧୦(ସ୍ବ.ପ୍ର.): ଦୀର୍ଘ ବର୍ଷ ହେଲା ଉଠା ଜଳସେଚନ ପ୍ରକଳ୍ପ ଅଚଳ ହୋଇପଡିଛି। ବିଦ୍ୟୁତ୍‌ ତାର ଚୋରି ହେବା ପରେ ଏପରି ଅବସ୍ଥା ସୃଷ୍ଟି ହୋଇଛି। ତଥାପି ୮୦…

5 years ago

ପ୍ରମାଣ ଅଭାବରୁ ସବ୍ୟସାଚୀ, ଆଜାଦ୍‌ ଦୋଷମୁକ୍ତ

ନୟାଗଡ଼ ଅଫିସ,୯।୧୦:ନୟାଗଡ଼ ଜିଲାରେ ୨୦୦୮ରେ ମାଓବାଦୀ ଆକ୍ରମଣ ଘଟଣାରେ ଦଶପଲ୍ଲା ଥାନା ଅଞ୍ଚଳରୁ ନଡ଼ିଆ ଟ୍ରକ ଅପହରଣ ସମ୍ପର୍କରେ ରାୟ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ପ୍ରକାଶ…

5 years ago

ଭୁଶୁଡ଼ି ପଡ଼ିଲା ସରକାରୀ କୋଠାର କାନ୍ଥ: ଘରର ସ୍ଥାୟିତ୍ୱ ନେଇ ଉଠିଛି ପ୍ରଶ୍ନ

ନୟାଗଡ ଅଫିସ,୪।୧୦: ନୟାଗଡ଼ ଜିଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ନବନିର୍ମିତ କୋଠାର କାନ୍ଥ ସୋମବାର ଭୁଶୁଡ଼ି ପଡିଛି। ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ…

5 years ago

ପଥରରେ ଛେଚି ନାବାଳକଙ୍କୁ ହତ୍ୟା

ନିରାକାରପୁର, ୨।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ…

5 years ago

ପରକୀୟା ପ୍ରୀତିରୁ ହୋଇଥିଲା ହତ୍ୟା: ନୟାଗଡ଼ରୁ ଅଭିଯୁକ୍ତ ପ୍ରେମିକ ଗିରଫ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ବନ୍ଦ ଘରୁ ଗତ ୭ ତାରିଖରେ ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ଜବତ…

5 years ago