ନୟାଗଡ଼

କୋଭିଡ ଡ୍ୟୁଟି ପାଇଁ ଯିବା ବେଳେ ଡାକ୍ତରୀ ଛାତ୍ରଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼ ଅଫିସ/ଦଶପଲ୍ଲା, ୮।୫,(ଡି.ଏନ୍‌. ଏ.): କୋଭିଡ ଡ୍ୟୁଟି ପାଇଁ କଟକ ଏସ୍‌ସିବିରୁ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନେଇ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ବସ ଶୁକ୍ରବାର ବିଳମ୍ବତ ରାତିରେ…

5 years ago

ବାହାଘର ଭୋଜି ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର, ଜଣେ ମୃତ

ଓଡଗାଁ,୧।୫(ସ୍ବ.ପ୍ର.)- କରୋନା ମହାମାରୀ କାରଣରୁ ବାହାଘର ନିମନ୍ତେ କଟକଣା ରହିଛି। ହେଲେ ଏନେଇ କୌଣସି ପ୍ରଶାସନିକ ଲଗାମ ନାହିଁ। ଫଳରେ ଲୋକେ ବେଧଡକ ଭୋଜିଭାତରେ ସମାଗମ କରୁଥିବା…

5 years ago

କରୋନା ଆକ୍ରାନ୍ତ ଦମ୍ପତିଙ୍କ ଆତ୍ମହତ୍ୟା ଘଟଣା: ଚିଟ୍‌ଫଣ୍ଡ ଟଙ୍କା ପରିଶୋଧ ଚିନ୍ତାରୁ ଚରମ ନିଷ୍ପତ୍ତି

ନୟାଗଡ ଅଫିସ/ ରଣପୁର,୧।୫(ସ୍ବ.ପ୍ର.):  ଋଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅନ୍ତର୍ଗତ ଗୋଡ଼ିମଡ଼ାର କରୋନା ଆକ୍ରାନ୍ତ ଦମ୍ପତି ଭିକାରୀ ପାତ୍ର(୫୭) ଓ ଜ୍ୟୋତ୍ସ୍ନାରାଣୀ(୫୨) ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେମାନେ…

5 years ago

ଖଣ୍ଡପଡ଼ାରେ କାଳବୈଶାଖୀ

ଖଣ୍ଡପଡ଼ା,୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡି ପଡି ରାସ୍ତା…

5 years ago

୩ ଦିନ ପାଇଁ ଗ୍ରାମ୍ୟ ବ୍ୟାଙ୍କ ବନ୍ଦ

ଖଣ୍ଡପଡ଼ା୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ଖଳିସାହି ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ବ୍ଲକ…

5 years ago

ଟ୍ରକ୍‌ ‌ କଣ୍ଟେନରରେ ମହିଳାଙ୍କୁ ୨୧ ଦିନ ରଖି ବଳାତ୍କାର

ନୟାଗଡ଼ ଅଫିସ,୧୭।୪: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଖୁଲୁଡା ବଜାରରୁ ଜଣେ ବିବାହିତା ମହିଳାଙ୍କୁ ଅପହରଣ କରାଯାଇ ଏକ ଟ୍ରକ୍‌ କଣ୍ଟେନରରେ ୨୧ ଦିନ ଧରି…

5 years ago

ନୟାଗଡ଼ ଟାଉନ ଷ୍ଟେଶନରେ ବ୍ୟାପକ ପୋଡ଼ାଜଳା: ଷ୍ଟେଶନ ମ୍ୟାନେଜର ଆହତ, ୨ ଅଟକ

ନୟାଗଡ଼ ଅଫିସ,୧୨।୪: ଟାଉନ ଷ୍ଟେଶନରେ ରବିବାର ରାତିରେ ବ୍ୟାପକ ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଷ୍ଟେଶନ ମ୍ୟାନେଜର ଏବଂ ଅନ୍ୟ ଜଣେ କର୍ମଚାରୀ ଆହତ…

5 years ago

ପେଟ୍ରୋଲ ପମ୍ପରେ ଗ୍ରାହକ ଶୋଷିତ

ନୟାଗଡ଼ ଅଫିସ,୧୨।୪: ନୟାଗଡ଼ ଜିଲାର ଅଧିକାଂଶ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ତେଲ ବିକ୍ରି ହେଉଥିଲେ ହେଁ ଧରପଗଡ କରାଯାଉନି। ସେହିପରି ଅନ୍ୟାନ୍ୟ ସୁବିଧା ସୁଯୋଗ ମିଳୁନି ବୋଲି…

5 years ago

ପରୀ ହତ୍ୟା ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି

ନୟାଗଡ଼(ଅଫିସ୍‌)/ନୂଆଦିଲ୍ଲୀ, ୬।୪: ନୟାଗଡ଼ର ୫ବର୍ଷୀୟା ଶିଶୁ କନ୍ୟା ପରୀ ହତ୍ୟା ମାମଲାର ଶୁଣାଣି ଆସନ୍ତା ୧୯ରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀର…

5 years ago

ପରୀ ହତ୍ୟା ପ୍ରସଙ୍ଗ: ସରପଞ୍ଚ ସୌମ୍ୟଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ନୟାଗଡ଼ ଅଫିସ,୧।୪: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁ ଚର୍ଚ୍ଚିତ ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟ ରଞ୍ଜନ…

5 years ago