୨ ନକଲି ପରୀକ୍ଷାର୍ଥୀ ଗିରଫ: ୧୪ ଜଣ ଏକ୍ସପେଲ୍
ନୟାଗଡ଼ ଅଫିସ/ରଣପୁର,୨୭ା୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଏକ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ୨ ନକଲି ପରୀକ୍ଷାର୍ଥୀ ଗିରଫ ହୋଇଛନ୍ତି। ଏହାସହ ୧୪ ଜଣ ଏକ୍ସପେଲ୍ ହୋଇଛନ୍ତି। ଜିଲା ଶିକ୍ଷାଧିକାରୀ (ଡିଇଓ) ଲକ୍ଷ୍ମୀଧର ବେହେରାଙ୍କ ସୂଚନା ଅନୁସାରେ ସ୍ଥାନୀୟ ଏକ…
ନିୟମ ମାନୁନାହାନ୍ତି ପେଟ୍ରୋଲ ପମ୍ପ୍ କର୍ତ୍ତୃପକ୍ଷ: ଗ୍ରାହକଙ୍କ ପାଇଁ ନାହିଁ ଆନୁଷଙ୍ଗିକ ସୁବିଧା
ନୟାଗଡ ଅଫିସ,୨୬ା୨: ନୟାଗଡ଼ ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମ ପାଳନ କରୁନାହାନ୍ତି। ଗ୍ରାହକଙ୍କୁ ଆନୁଷଙ୍ଗିକ ସୁବିଧା ନ ଯୋଗାଇ କେବଳ ପେଟ୍ରୋଲ ଓ ଡିଜେଲ ପକାଇ ଟଙ୍କା ରୋଜଗାର କରିବାରେ ଲାଗିପଡିଛନ୍ତି। ଗ୍ରାହକ ସୁବିଧା ପାଇଲା କି ନାହିଁ…
ଅଦିନିଆ ବର୍ଷା, ମଣ୍ଡିରେ ଭିଜୁଛି ଶହଶହ ଧାନବସ୍ତା
ଖଣ୍ଡପଡା,୨୬।୨(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଶିଖରପୁର ପଞ୍ଚାୟତସ୍ଥିତ ସେବା ସମବାୟ ସମିତିରେ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ଧାନମଣ୍ଡି ଖୋଲାଯାଇଛି । ତେବେ ଧାନ ବିକ୍ରି କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ବାହାରେ ଧାନ ଗଦା ମାରି ରଖିବେଳେ ଅଦିନିଆ…
କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ
ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ ହୋଇଛନ୍ତି। ପରିବାରର ଶଙ୍କର୍ଷଣ ସାହୁ(୬୩), ମାଳତୀ ସାହୁ(୮୫), ରାଜେଶ ସାହୁ(୯),ପ୍ରତିମା ସାହୁ(୨୬), ରୀତା…
ତଳେ ପଟା ଉପରେ ଜାଳେଣି କାଠ: ଜବତ ଟ୍ରାକ୍ଟର ଛାଡିଦେଲା ବନ ବିଭାଗ; ହାତଗୁଞ୍ଜା ଦେଲେ ବଦଳିଯାଉଛି ନିୟମ
ନୟାଗଡ଼ ଅଫିସ,୨୩ା୨: ଶୁକ୍ରବାର ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ତଲାରିବନ୍ଧ ଅଞ୍ଚଳରୁ ବନ ବିଭାଗ ଜବତ କରିଥିଲା ଏକ ଜାଳେଣି କାଠ ବୋଝେଇ ଟ୍ରାକ୍ଟର। ଜବତ ପରେ ଏଥିରେ ତଳେ ପଟା ଉପରେ ଜାଳେଣି କାଠ ଥିବା ଜଣାପଡିଥିଲା। ହେଲେ ବନବିଭାଗ…
କୃଷ୍ଣପ୍ରସାଦରେ ପାନୀୟଜଳ ସଙ୍କଟ: ପମ୍ପ୍ହାଉସରେ ତାଲା ପକାଇ ଧାରଣା
କୃଷ୍ଣପ୍ରସାଦ,୨୩ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୃଷ୍ଣପ୍ରସାଦ ପଞ୍ଚାୟତରେ ଜଳ ସଙ୍କଟ ଦେଖାଦେଇଛି। ଏହାର ପ୍ରତିକାର ପାଇଁ ଶନିବାର ଲୋକେ ପମ୍ପ୍ହାଉସରେ ତାଲା ପକାଇ ଧାରଣା ଦେଇଥିଲେ। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ କୃଷ୍ଣପ୍ରସାଦରେ ଏକ ୩ଲକ୍ଷ…
ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ
ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍ସି/ଏସ୍ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏ ନେଇ ଓଡଗାଁ ଥାନାରେ ଏକ ଅପମୃତ୍ୟୁ (୩/୨୦)…
ମହିଳାଙ୍କୁ ଧକ୍କାଦେଲା ଜନନୀ ଏକ୍ସପ୍ରେସ: ସିଡିଏମ୍ଓ କହିଲେ ତଦନ୍ତ କରି ନେବେ ପଦକ୍ଷେପ
ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ) ଧକ୍କା ଦେଇଥିଲା। ତେବେ ଡ୍ରାଇଭର ଜଣକ ତରବରିଆ ଭାବେ ଆହତ ମହିଳାଙ୍କୁ ଗାଡ଼ିରେ ନେଇ…
ମିଲର ଅପେକ୍ଷାରେ ଚାଷୀ: ଖରା କାକରରେ ମଣ୍ଡିରେ ପଡ଼ିଛି ଧାନ
ନୟାଗଡ ଅଫିସ,୨୧ା୨: ଖରା କାକରରେ ମଣ୍ଡିରେ ପଡିରହିଛି ଧାନ। କେଉଁଠି ଦୁଇଦିନ ତ ଆଉ କେଉଁଠି ୩ଦିନ ହେଲା ଚାଷୀ ଧାନବସ୍ତା ଜଗି ରହିଛି। ହେଲେ ମିଲରଙ୍କ ଦେଖା ମିଳୁନି। ଏଭଳି ଅବ୍ୟବସ୍ଥା ଜିଲାର ବିଭିନ୍ନ ଧାନ ମଣ୍ଡିରେ ଦେଖା ଦେଇଛି।…
ଖମାରସାହି ସମବାୟ ସମିତିରେ ଧାନକିଣା ଦୁର୍ନୀତି: ସମ୍ପାଦକ ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ବହିଷ୍କୃତ
ନୟାଗଡ ଅଫିସ,୨୦।୨: ନୟାଗଡ ଜିଲାପାଳ ନୟାଗଡ଼ ବ୍ଲକ ଖମାରସାହି ସମବାୟ ସମିତି ସମ୍ପାଦକ ପ୍ରଫୁଲ୍ଲ ବିଶ୍ବାଳଙ୍କୁ ଗୁରୁବାର ନିଲମ୍ବନ କରିଛନ୍ତି। ସେହିଭଳି ଡାଟା ଏଣ୍ଟ୍ରି ଅପରେଟର ସୁରେଶ ମାର୍ଥାଙ୍କୁ ମଧ୍ୟ ବହିଷ୍କାର ନିର୍ଦ୍ଦେଶ ଦେଇଛନ୍ତି। ସମବାୟ ସମିତିରେ ଧାନକିଣା ଦୁର୍ନୀତି ଅଭିଯୋଗରେ…
ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି
ନୂଆଗାଁ,୧୮।୨(ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଯୋଗାଣ ବିଭାଗର ମନମୁଖି କାର୍ଯ୍ୟ, ମିଲ ମାଲିକଙ୍କ କାଟଛାଣ୍ଟ ନୀତି ଓ ମଣ୍ଡିର ଅବ୍ୟବସ୍ଥା ଯୋଗୁ ଧାନର ଅଭାବୀ ବିକ୍ରି ହେଉଥିବା ଚାଷୀମାନେ କହିଛନ୍ତି। ସମବାୟ…
ଯୁବତୀଙ୍କୁ ଟ୍ରେନ୍ରୁ ମୃତ୍ୟୁମୁଖରୁ ବଞ୍ଚାଇବା ଘଟଣା: କଣ୍ଟିଲୋର ସୁବ୍ରତଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା
ଖଣ୍ଡପଡା,୧୮।୨(ସ୍ବ.ପ୍ର.)- ନୟାଗଡ ଜିଲା ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ହାଟମୁଣ୍ଡପାଟଣା ଗ୍ରାମର ସୁବ୍ରତ କୁମାର ମହାରଣା(ସିଲୁ) ତଥା ରେଲୱେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ଭୁବନେଶ୍ୱରର କନଷ୍ଟେବଳ ଶନିବାର ସନ୍ଧ୍ୟାରେ ଉପସ୍ଥିତ ବୁଦ୍ଧି ଖଟାଇ ଜଣେ ଯୁବତୀଙ୍କୁ ଯେପରି ନିଶ୍ଚିତ ମୃତ୍ୟୁମୁଖରୁ ବଞ୍ଚାଇଲେ ତାହା…
Archives


