ନୂଆଗାଁ ପଞ୍ଚାୟତ ସମିତି ସାଧାରଣ ଅଧିବେଶନ: ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ
ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ ଅନ୍ତର୍ଯାମୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଅତିଥି…
ନୟାଗଡ଼ ଜିଲାର ଭଲ ଗାଁ କଞ୍ଚନବିଲିରେ ୨୧ ଝିଅରେ ୧୬ ପୁଅ
ନୟାଗଡ଼ ଅଫିସ,୨୧।୧-ନୟାଗଡ଼ ଜିଲାରେ ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ହ୍ରାସ ନେଇ ବିଭିନ୍ନ ସମୟରେ ଉଦ୍ବେଗ ପ୍ରକାଶ ପାଇଥାଏ। ଜିଲାରେ ପୁଅଙ୍କ ସଂଖ୍ୟା ୧୦୦୦ ଥିଲାବେଳେ ଝିଅଙ୍କ ସଂଖ୍ୟା ୮୫୫ ରହିଥିବା ସୂତ୍ରରୁ ଜଣାପଡ଼ିଛି। ଏହିଭଳି ସ୍ଥଳେ ନୟାଗଡ଼ ବ୍ଲକ କ୍ରିଦାଶପୁର…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି
ନୟାଗଡ଼ ଅଫିସ,୨୧।୧-ନୟାଗଡ଼ କ୍ଷୁଦ୍ର ଜଳସେଚନ ବିଭାଗର ବରିଷ୍ଠ କିରାଣି ତଥା କ୍ୟାଶିୟର ନିଗମାନନ୍ଦ ଭୂୟଁା ୧୩ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଇଟାମାଟି ଥାନା ନାଟୁଗାଁ ଗ୍ରାମର ଠିକାଦାର ଯୁଗଳ…
ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଘାଟନୀ ମ୍ୟାଚରେ କଟକ ବିଡ଼ାନାସୀ ବିଜୟୀ
ଗଣିଆ,୨୧ା୧(ଡି.ଏନ.ଏ.): ଗଣିଆ ମହାବୀର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଗଣିଆ ମିନି ଷ୍ଟାଡିୟମରେ ସୋମବାର ରାଜ୍ୟସ୍ତରୀୟ ଗଣିଆ କପ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।…
ପୁଅ ବାହାଘର ଶୋଭାଯାତ୍ରାରେ ବାପାର ଅକାଳ ମୃତ୍ୟୁ
ବାଲୁଗାଁ,୨୧ା୧(ଡ଼ି.ଏନ.ଏ.): ପୁଅ ବାହାଘର ଶୋଭାଯାତ୍ରା ବେଳେ ବାପାର ଅକାଳ ମୃତ୍ୟୁ ଭଳି ଏକ ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି । ମୃତକ ହେଲେ ସ୍ଥାନୀୟ ସରଳାପଦର ଗ୍ରାମର ବିଜୟ ସାହୁ (୫୫)। ବିଜୟ ସାହୁଙ୍କ ପୁଅ ଅନିଲଙ୍କ…
ବିଦ୍ୟୁତ୍ ଖୁଣ୍ଟ ଚୋରି ଉଦ୍ୟମ
ଓଡ଼ଗାଁ,୨୦।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ସେସୁ କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସିନେମା ହଲ ଛକ ତଥା ରଙ୍ଗଣିପାଟଣା ଅଞ୍ଚଳରୁ କେତେକ ଅଦରକାରୀ ଲୁହା ବିଦ୍ୟୁତ୍ ଖୁଣ୍ଟ ଚୋରି ଉଦ୍ୟମ ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ରବିବାର କେତେଜଣ ଦୁର୍ବୃତ୍ତ ଲୁହା ବିଦ୍ୟୁତ୍…
ସରକାରୀ ଯୋଜନାରୁ ବଞ୍ଚିତ ନେଇ କ୍ଷୋଭ
ଗଣିଆ,୨୦ା୧(ଡି.ଏନ୍.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜର ନୟାଗଡ ଜିଲା ସଭାପତି ବିକ୍ରମ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ…
ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ
ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ…
କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା
ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ…
ବିଚାରାଧୀନ କଏଦୀ ମୃତ
ନୟାଗଡ଼,୧୯।୧(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସବ୍ଜେଲ୍ରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ପାତ୍ର (୪୫)। ସୂଚନାଯୋଗ୍ୟ, ଏକ ଗଣ୍ଡଗୋଳ ଘଟଣାରେ ଜେଲ୍ରେ ଥିବା କୃଷ୍ଣଚନ୍ଦ୍ର ପୂର୍ବରୁ ପେଟ ରୋଗଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ…
ଚିଲିକାରେ ଡଲଫିନ୍ ଗଣନା ଆଜି, ଗଠନ ହୋଇଛି ୧୮ ଦଳ
ବାଲୁଗାଁ,୧୯ା୧(ଡି.ଏନ୍.ଏ.): ସମଗ୍ର ଚିଲିକାରେ ରବିବାର ବିରଳ ‘ଇରାଓ୍ବାଡି’ ପ୍ରଜାତିର ଡଲଫିନ୍ ଗଣନା କରାଯିବ। ଚିଲିକା ବନ୍ୟପ୍ରାଣୀ ବିଭାଗ ଓ ସିଡିଏର ମିଳିତ ଆନୁକୂଲ୍ୟରେ ଏହି ଗଣନା କାର୍ଯ୍ୟ ହେଉଛି। ଏଥିପାଇଁ ବିଭାଗ ପକ୍ଷରୁ ଶନିବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣା…
ସଡ଼କ ସୁରକ୍ଷା ସପ୍ତାହ ଉଦ୍ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ
ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା…
Archives


