ରୋକାଗଲା ନାବାଳିକା ବିବାହ
ଗଣିଆ,୫ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତରେ ମଙ୍ଗଳବାର ଏକ ନାବାଳିକା ବିବାହ ରୋକାଯାଇଛି। ୧୬ ବର୍ଷ ବୟସର ନାବାଳିକାଙ୍କ ମା’ କଟକ ଜିଲା ନରସିଂହପୁର ଅଞ୍ଚଳରେ ଝିଅର ବିବାହ ପାଇଁ ଠିକ୍ କରିଥିଲେ। ଆଉ କିଛିଦିନ ପରେ…
ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ନିମନ୍ତେ କାଠ ଅନୁକୂଳ
ଖଣ୍ଡପଡ଼ା,୫ା୩(ସ୍ବ.ପ୍ର.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ନିମନ୍ତେ ପାରମ୍ପରିକ ରୀତିନୀତି ଅନୁଯାୟୀ ଖଣ୍ଡପଡ଼ାଠାରେ ବୁଧବାର ସନ୍ଧ୍ୟାରେ କାଠ ଅନୁକୂଳ ଅନୁଷ୍ଠିତ ହୋଇଛି। ଖଣ୍ଡପଡ଼ା ଏନ୍ଏସିର ୧ନଂ. ୱାର୍ଡ ଟିଙ୍କଚୁଆ ଗ୍ରାମ ନିକଟରୁ ସ୍ଥାନୀୟ ବନ ବିଭାଗ ସହାୟତାରେ ଲିଙ୍ଗରାଜ ମନ୍ଦିର…
ଅଟକିଲା ନାବାଳିକା ବିବାହ
ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଚାଇଲ୍ଡ ଲାଇନ ସଫଳ ହୋଇଛନ୍ତି । ସୋମବାର ରାତିରେ ନିର୍ବନ୍ଧ ହୋଇଥିଲା । ମଙ୍ଗଳବାର…
ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ : ଘର ଭାଙ୍ଗି ଲୁଟିନେଲେ ଉପକରଣ
ରଣପୁର,୪ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ କରାଯାଇ ରବୀନ୍ଦ୍ର ବେହେରାଙ୍କ ପରିବାରକୁ ପ୍ରଥମେ ବାସନ୍ଦ କରାଗଲା। ଆଉ ଏହାର କିଛିବର୍ଷ ପରେ ମଙ୍ଗଳବାର ତାଙ୍କ ଘର ଭାଙ୍ଗି ସମସ୍ତ ଉପକରଣ ଲୁଟି ନେଲେ। ଏପରି କି ଏକ…
ବେଆଇନ ଜବରଦଖଲ ଉଚ୍ଛେଦ
ନୟାଗଡ଼ ଅଫିସ,୨।୩: ନୟାଗଡ଼ ତହସିଲ ରୋଟାରୀ ଭବନ ପଛପାଖରେ ବେଲ ପାହାଡ ପାଦ ଦେଶରେ ଗଢ଼ିଉଠିଥିବା ବେଆଇନ୍ ଜବରଦଖଲକୁ ସୋମବାର ପ୍ରସାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ନୟାଗଡ ଟାଉନ ଥାନା ପୋଲିସ ଓ ତହସିଲଦାରଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ ଚାଲୁ…
ନୟାଗଡ଼ ଚିନିକଳ କାର୍ଯ୍ୟକ୍ଷମ ଦାବି: ଆସନ୍ତା ୬ରେ ଜିଲା ବନ୍ଦ ଡାକରା
ଓଡ଼ଗାଁ,୧।୩(ସ୍ବ.ପ୍ର.)-୫ ବର୍ଷ ହେଲା ବନ୍ଦ ରହିଥିବା ନୟାଗଡ ଚିନିକଳକୁ କାଯର୍ୟକ୍ଷମ କରିବାକୁ ଚିନିକଳ କ୍ରିୟାନୁଷ୍ଠାନ କମିଟି ମାର୍ଚ୍ଚ ୬ ତାରିଖରେ ଜିଲା ବନ୍ଦ ସହିତ ହରତାଳ ଡାକରା ଦେଇଛି । ଏହି କ୍ରମରେ କମିଟିର କର୍ମକର୍ତ୍ତାଙ୍କ ସହିତ କେତେକ ଚାଷୀ ଓ…
ଜେଜେମା’ ଜେଜେବାପା ଅଲୋଡ଼ା: କଥାଘର ଦେଉଛି ଗଳ୍ପ ଶୁଣାଇବାର ସୁଯୋଗ
ନୟାଗଡ ଅଫିସ,୧।୩- ଶିଶୁମାନେ ନିଜ ପରିବାରରୁ ଜେଜେମା, ଜେଜେବାପା, ଆଈ ଓ ଅଜାଙ୍କଠାରୁ ବିଭିନ୍ନ ପ୍ରକାର କଳ୍ପନାମତ୍କ କାହାଣୀ ଓ ଗଳ୍ପ ଶୁଣି ମଜା ଉଠାଉଥିଲେ । ହେଲେ ପରିବାରରେ ଜେଜେମା’ ଓ ଜେଜେବାପା ଅଲୋଡା ହୋଇ ପଡିଛନ୍ତି । ଏବେ…
ଚଣା, ମୁଗ ଅମଳରେ ବର୍ଷା ବାଧକ
ବୋଲଗଡ଼,୨୭ା୨(ଡି.ଏନ.ଏ.): ଜମିରୁ ଅମଳ ହେବାକୁ ଥିବା ପାଚିଲା ଚଣା ମୁଗ ଫସଲ ପାଇଁ ଅଦିନିଆ ବର୍ଷା ବାଧକ ସାଜିଛି। ଯେଉଁ ଜମିରେ ଆଗୁଆ ମୁଗ ଚଣା ଫସଲ ହୋଇଥିଲା ତାହା ଅମଳ ହେବାକୁ ସମୟ ଆସିଯାଇଛି। ଏହି ସମୟରେ ବର୍ଷା ହେବା…
୨ ନକଲି ପରୀକ୍ଷାର୍ଥୀ ଗିରଫ: ୧୪ ଜଣ ଏକ୍ସପେଲ୍
ନୟାଗଡ଼ ଅଫିସ/ରଣପୁର,୨୭ା୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଏକ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ୨ ନକଲି ପରୀକ୍ଷାର୍ଥୀ ଗିରଫ ହୋଇଛନ୍ତି। ଏହାସହ ୧୪ ଜଣ ଏକ୍ସପେଲ୍ ହୋଇଛନ୍ତି। ଜିଲା ଶିକ୍ଷାଧିକାରୀ (ଡିଇଓ) ଲକ୍ଷ୍ମୀଧର ବେହେରାଙ୍କ ସୂଚନା ଅନୁସାରେ ସ୍ଥାନୀୟ ଏକ…
ନିୟମ ମାନୁନାହାନ୍ତି ପେଟ୍ରୋଲ ପମ୍ପ୍ କର୍ତ୍ତୃପକ୍ଷ: ଗ୍ରାହକଙ୍କ ପାଇଁ ନାହିଁ ଆନୁଷଙ୍ଗିକ ସୁବିଧା
ନୟାଗଡ ଅଫିସ,୨୬ା୨: ନୟାଗଡ଼ ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମ ପାଳନ କରୁନାହାନ୍ତି। ଗ୍ରାହକଙ୍କୁ ଆନୁଷଙ୍ଗିକ ସୁବିଧା ନ ଯୋଗାଇ କେବଳ ପେଟ୍ରୋଲ ଓ ଡିଜେଲ ପକାଇ ଟଙ୍କା ରୋଜଗାର କରିବାରେ ଲାଗିପଡିଛନ୍ତି। ଗ୍ରାହକ ସୁବିଧା ପାଇଲା କି ନାହିଁ…
ଅଦିନିଆ ବର୍ଷା, ମଣ୍ଡିରେ ଭିଜୁଛି ଶହଶହ ଧାନବସ୍ତା
ଖଣ୍ଡପଡା,୨୬।୨(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଶିଖରପୁର ପଞ୍ଚାୟତସ୍ଥିତ ସେବା ସମବାୟ ସମିତିରେ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ଧାନମଣ୍ଡି ଖୋଲାଯାଇଛି । ତେବେ ଧାନ ବିକ୍ରି କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ବାହାରେ ଧାନ ଗଦା ମାରି ରଖିବେଳେ ଅଦିନିଆ…
କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ
ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ ହୋଇଛନ୍ତି। ପରିବାରର ଶଙ୍କର୍ଷଣ ସାହୁ(୬୩), ମାଳତୀ ସାହୁ(୮୫), ରାଜେଶ ସାହୁ(୯),ପ୍ରତିମା ସାହୁ(୨୬), ରୀତା…

