ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ
ଗଣିଆ,୧୮ା୧(ଡି.ଏନ୍.ଏ.): ଗଣିଆ ବ୍ଲକ ସଦ୍ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ ସଭ୍ୟ…
ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ
ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ…
ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ
ଭାପୁର,୧୭।୧(ଡି.ଏନ୍.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍ଆଇ ନିରଞ୍ଜନ ବଡ଼ଜେନାଙ୍କ…
ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ
ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ସମିତି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ରାଜ୍ୟ ସରକାର ସେବା ସମବାୟ…
ଆର୍ଡି ବିଭାଗର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ: ରାସ୍ତାକାର୍ଯ୍ୟ ନିମ୍ନମାନର, ହେଉନି ରକ୍ଷଣାବେକ୍ଷଣ
ନୂଆଗାଁ,୧୭ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଗ୍ରାମ୍ୟ ଉନ୍ନୟନ (ଆର୍ଡି) ବିଭାଗର କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବିଭାଗ ଦ୍ୱାରା ନିର୍ମାଣ କରାଯାଉଥିବା ରାସ୍ତାଗୁଡିକ ଅତି ନିମ୍ନମାନର ହେଉଥିବାରୁ ତାହା ଅଳ୍ପଦିନ…
୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା
ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍ ଥିବା ବିଦ୍ୟୁତ୍ ଉପଭୋକ୍ତାଙ୍କର ବିଦ୍ୟୁତ୍ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍ କାଟ ହେବ। ପ୍ରଥମ ପର୍ଯ୍ୟାୟରେ ବିଦ୍ୟୁତ୍ ବିଲ୍ର ବକେୟା ଟଙ୍କା ଦେଇ ନ ଥିବା ବ୍ୟବସାୟ…
ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ
ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ଗୌଡ଼ଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା…
ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ
ନିରାକାରପୁର,୧୫ା୧(ଡି.ଏନ୍.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍ଘାଟନ କରି ରାଜ୍ୟପାଳ ପ୍ରଫେସର ଗଣେଶୀ…
ଗଣିଆ ବଜାରଠାରୁ କୁତୁରୀ ପର୍ଯ୍ୟନ୍ତ ରାସ୍ତାକାମ: ୧୦ବର୍ଷ ଧରି ତାଳିପକାରେ ଚାଲିଛି
ଗଣିଆ,୧୪ା୧(ଡି.ଏନ୍.ଏ.): ବିକାଶର କଥା ଭାବିଲେ ମନକୁ ଆସେ ଗମନାଗମନ ସୁବିଧା। ଏହା ହେଲେ ସେହି ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି କୁହାଯାଉଛି। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା, ବିଜୁ…
ରଣପୁର ବ୍ଲକ: ଭିତରେ ଅଭିଯୋଗ ଶୁଣାଣି, ବାହାରେ ବିକ୍ଷୋଭ
ରଣପୁର,୧୪ା୧(ସ୍ବ.ପ୍ର.): ସୋମବାର ନୟାଗଡ଼ ଜିଲା ରଣପୁର ବ୍ଲକରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ବ୍ଲକ କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ବାହାରେ କନ୍ଧନୟାଗଡ ପଞ୍ଚାୟତବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆନ୍ଦୋଳନକାରୀଙ୍କ ସହ ଜିଲାପାଳ ଡା. ପୋମା ଟୁଡୁଙ୍କ ବାରମ୍ବାର…
୨୪ ଦିନରେ ୨ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ: ଟୋକନ୍ ସମସ୍ୟାରେ ଚାଷୀ କଟ୍ନିଛଟ୍ନିକୁ ନେଇ ଅସନ୍ତୋଷ
ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ ୫୬୫୭ ଚାଷୀଙ୍କଠାରୁ ୨ ଲକ୍ଷ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ…
ଭାରତୀୟ ନୌସେନା ବିଭାଗ : ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍ ପରେଡ୍
ବାଲୁଗାଁ,୧୨।୧(ଡି.ଏନ୍.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍ କେନ୍ଦ୍ରରେ ଶନିବାର ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍ ପରେଡ୍ ଅନୁଷ୍ଠିତ ହୋଇଯାଇଛି। ଏହାସହ ସେମାନଙ୍କୁ ସ୍ନାତକ ଉପାଧି ପ୍ରଦାନ କରାଯାଇଛି। ଦୀର୍ଘ ୨୧ ସପ୍ତାହ ଧରି ନାବିକଙ୍କ ଏହି ମୂଳ ପ୍ରଶିକ୍ଷଣର…
Archives


