ନୟାଗଡ଼

ଗଛକୁ ପିଟିଲା କାର୍‌, ପରିବାରର ୩ଜଣଙ୍କ ସହ ଚାଳକ ମୃତ

ନୟାଗଡ଼ ଅଫିସ,୧୧।୧: ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ାଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୩ ଜଣ ରହିଥିବାବେଳେ ଅନ୍ୟ ଜଣେ ହେଲେ ଚାଳକ। ମୃତକମାନେ ହେଲେ…

ରଣପୁର ଥାନାରେ ଦଲାଲ ସର୍ବେସର୍ବା, ଥାନାକୁ ଯିବାକୁ ଡରୁଛନ୍ତି ଲୋକେ: ଅଧିକାଂଶ ଘଟଣାରେ ରଖାଯାଉନି ଏତଲା

ରଣପୁର,୧୧ା୧ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଚାଲିଛି ଦଲାଲଙ୍କ ରାଜ୍‌। ସେମାନଙ୍କ ବିନା ସହଯୋଗରେ ନ୍ୟାୟ ମିଳୁନି। ଏ ନେଇ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅଭିଯୋଗ କଲେ ନ୍ୟାୟ ମିଳିବା ବଦଳରେ ରୋଷର ଶିକାର ହେବାକୁ ପଡୁଛି। ଆମ ପୋଲିସ କାର୍ଯ୍ୟକ୍ରମ…

ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ ଭଙ୍ଗ ଓ ମଙ୍ଗଳ ଆଳତି ପରେ ମଇଲମ, ତଡପ ଲାଗି ଓ ଅବକାଶ ବଢିଥିଲା।…

ବିଦ୍ୟାଳୟ ଖେଳପଡିଆରେ ପଞ୍ଚାୟତ କାର୍ଯ୍ୟାଳୟର ଗୃହ ନିର୍ମାଣକୁ ବିରୋଧ

ଖଣ୍ଡପଡ଼ା,୧୦ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର ଏକ ବିଦ୍ୟାଳୟ ଖେଳ ପଡିଆରେ ପଞ୍ଚାୟତ କାର୍ଯ୍ୟାଳୟର ଗୃହ ନିର୍ମାଣକୁ ସ୍ଥାନୀୟ ଅଧିବାସୀ ବିରୋଧ କରିଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂତନ ପଞ୍ଚାୟତ ଗଠନ ପାଇଁ ଘୋଷଣା ହେବା ପରେ ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତରୁ ଅଲଗା…

୩ ଦିନ ଧରି ହେବ ସାତକୋଶିଆରେ କୁମ୍ଭୀର ଗଣନା

ଗଣିଆ,୯ା୧(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ଆସନ୍ତା ୯ ତାରିଖରୁ କୁମ୍ଭୀର ଗଣନା କାର୍ଯ୍ୟ ଆରମ୍ଭ ହେଉଛି। ଏହି ଗଣନା କାର୍ଯ୍ୟ ୯,୧୦,୧୧ ତାରିଖ ତିନିଦିନ ଧରି କରାଯିବ।…

କଳାପାଟ-ବଡ଼ମାଳିସାହିରେ ପକ୍ଷୀ ଗଣନା ଶେଷ: ୨୨ରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀ

ଗଣିଆ,୫।୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟ ଅନ୍ତର୍ଗତ ମହାନଦୀ ଓ ବିଭିନ୍ନ ଜଳାଶୟରେ ୩ ତାରିଖରେ ପକ୍ଷୀ ଗଣନା କାର୍ଯ୍ୟ ଶେଷ ହୋଇଛି। ଛାମୁଣ୍ଡିଆ ବନାଞ୍ଚଳରେ ୨ଟି ଟିମ୍‌ ଦ୍ୱାରା ଗଣନା କାର୍ଯ୍ୟ କରାଯାଇଥିଲା । ଏହି ଟିମ୍‌ ମହାନଦୀର ଦକ୍ଷିଣପାର୍ଶ୍ୱ ନୟାଗଡ଼…

କୌଳିକ ବୃତ୍ତି ଦେଇଛି ସମ୍ମାନ: ଗୋପାଳନରୁ ଛେନାପୋଡ଼ ବ୍ୟବସାୟୀ

ଭାପୁର,୫।୧(ଶୁଭେନ୍ଦ୍ର କୁମାର ପଟ୍ଟନାୟକ): ଅଭାବ ଅନଟନ ସତ୍ତ୍ୱେ ନିଜର କୌଳିକ ବୃତ୍ତିକୁ ଆଦରି ଗୁଜୁରାଣ ମେଣ୍ଟାଉଥିବା ୨ ପରିବାର ନିଷ୍ଠା ଓ ପରିଶ୍ରମ ବଳରେ ଆଜି ସଫଳତାର ପାହାଚ ଚଢ଼ି ପାରିଛନ୍ତି। ନିଜେ ଆର୍ଥିକ ସ୍ବାବଲମ୍ବୀ ହେବା ସହ ଅନ୍ୟ ପରିବାରକୁ…

ଓଏସ୍‌ଆର୍‌ଟିସି ଗ୍ୟାରେଜରେ ଶତାଧିକ ଗହମ ବସ୍ତା: ତାଲା ପକାଇଲେ ଯୋଗାଣ ବିଭାଗ ଅଧିକାରୀ

ଓଡ଼ଗାଁ,୩।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଅଫିସ ସାମ୍ନାରେ ଥିବା ଓଏସ୍‌ଆର୍‌ଟିସି ଗ୍ୟାରେଜ ନବ ନିର୍ମିତ ଅଫିସ କୋଠରି ଭିତରେ ଶତାଧିକ ଗହମ ବସ୍ତା ଥିବା ଦେଖିବାକୁ ମିଳିଛି। ବେଆଇନ ଭାବେ ଗହମ ମହଜୁଦ ଥିବା ଜାଣିି ପରିଷଦ ସଦସ୍ୟମାନେ ଏହା…

ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା

ଓଡ଼ଗାଁ,୨।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ରାବେରା କୋଠସାହିରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟି ତିନି ପରିବାରଙ୍କ ୬ ବଖରା ଜଳିଯାଇଛି। ବିପନ୍ନ ପରିବାର ହେଲେ ସନ୍ତୋଷ ବେହେରା, ରଘୁନାଥ ଭୂୟାଁ ଓ ଶ୍ରୀଧର ବେହେରା। ସମସ୍ତଙ୍କ ଘରେ ଥିବା…

ଉଦ୍‌ଯାପିତ ହେଲା ନୟାଗଡ଼ ଜିଲା ମହୋତ୍ସବ

ନୟାଗଡ଼ ଅଫିସ,୨୯।୧୨- ୫ ଦିନ ଧରି ସ୍ଥାନୀୟ ଖେଳପଡ଼ିଆରେ ଚାଲି ଆସୁଥିବା ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ର ଶନିବାର ଉଦ୍‌ଯାପିତ ହୋଇଛି। ଜିଲାପାଳ ଡା. ପୋମା ଟୁଡ଼ୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ଜଙ୍ଗଲ, ପରିବେଶ ଓ…

ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ

ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବାଗତ କରାଯାଇଥିଲା। ପ୍ରଥମେ ନୟାଗଡ଼ ଠାରେ ପହଞ୍ଚିବା ପରେ ବନ…

ଶରଣକୁଳ ଅଞ୍ଚଳରେ ଗୋମଡ଼କ

ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳରେ ଅଜଣା ରୋଗ ବ୍ୟାପୀ ଗୋମଡକ ଦେଖାଦେଇଛି। ଅଜଣା ରୋଗରେ ଆକ୍ରାନ୍ତ ହୋଇ ଗୋରୁଙ୍କ ମୃତ୍ୟୁ ଘଟୁଛି। ସପ୍ତାହକ ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏତେ ସଂଖ୍ୟକ ଗୋରୁଙ୍କ ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri