ସାତକୋଶିଆରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ଗଣିଆ, ୨୮।୧୨(ଡି.ଏନ.ଏ.): ନୂଆ ବର୍ଷ ପାଖେଇ ଅସୁଥିବା ବେଳେ ଧୀରେ ଧୀରେ ସାତକୋଶିଆରେ ପର୍ଯ୍ୟଟକଙ୍କ ଭିଡ ଜମିବାରେ ଲାଗିଛି। ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ସାଉଥ୍ ବଡମୂଳ ଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଭରପୂର ମଜା ଉଠାଇବା ପାଇଁ ପ୍ରତିଦିନ ଶହ ଶହ…
ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍
ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି। ନୟାଗଡ଼ ଟାଉନ ଷ୍ଟେଶନଠାରେ ମହିପୁର ନୂଆ ରେଳ ଲାଇନ୍ର ଲୋକାର୍ପଣ…
ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର
ଖଣ୍ଡପଡ଼ା,୨୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମ ନିକଟ ମୁଖ୍ୟ ରାସ୍ତା ଭାନୁମତି ମନ୍ଦିର ପାର୍ଶ୍ୱ ବୁଲାଣିଠାରେ ବୁଧବାର ବିଳମ୍ବିତ ରାତିରେ ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।…
ପ୍ରତିଭା ଦୀପ୍ତ ପଠାଣି ସାମନ୍ତଙ୍କ ପାଇଁ ସାରାଦେଶ ଗର୍ବିତ: ଖଣ୍ଡପଡ଼ାରେ ପଠାଣି ସାମନ୍ତଙ୍କ ୧୮୫ ତମ ଜୟନ୍ତୀ
ଖଣ୍ଡପଡା,୨୫।୧୨(ସ୍ବ.ପ୍ର.)-ପଠାଣି ସାମନ୍ତ ଏମାଟିର ପ୍ରଚଣ୍ଡ ପ୍ରତିଭା। ଏହି ପ୍ରତିଭା ଦିପ୍ତ ବିଶ୍ୱବିଖ୍ୟାତ୍ ଜ୍ୟୋର୍ତିବିଦ୍ ପଠାଣିସାମନ୍ତଙ୍କ ପାଇଁ ସାରା ଦେଶ ଗର୍ବିତ ା ତାଙ୍କୁ ଅନୁସରଣ କରିବା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଖଣ୍ଡପଡାର ପୂର୍ବତନ ବିଧାୟକ ତଥା…
କନ୍ୟାଭ୍ରୁଣ ହତ୍ୟା, ବାଲ୍ୟ ବିବାହ ବିରୋଧରେ ମାନବ ଶୃଙ୍ଖଳ
ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଜିଲା ମହୋତ୍ସବ ପାଳନ ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା। କନ୍ୟା ଭ୍ରୂଣ ହତ୍ୟା ରୋକିବା, ବାଲ୍ୟ ବିବାହ ବନ୍ଦ କରିବା, କନ୍ୟା ସନ୍ତାନ ସୁରକ୍ଷା ଓ କନ୍ୟାମାନଙ୍କ…
ନୟାଗଡ଼ ଜିଲା ମହୋତ୍ସବ ଉଦ୍ଘାଟିତ: ଲୋକକଳାଙ୍କୁ ଉଜ୍ଜୀବିତ ରଖେ ମହୋତ୍ସବ
ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଖେଳପଡ଼ିଆଠାରେ ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ ମଙ୍ଗଳବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍ଘାଟନ କରି ନିର୍ମାଣାଧୀନ ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ ଭାବେ…
ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ
ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ ହେଉଥିଲା। ବର୍ତ୍ତମାନ ବୈଜ୍ଞାନିକ ପଦ୍ଧତି ଦ୍ୱାରା ଏହା ସବୁ ସମୟରେ ମିଳିପାରୁଛି ା ଛତୁ…
ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଖବରଦାତା ସମ୍ମିଳନୀ:ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ପାଳନକୁ ନେଇ କ୍ଷୋଭ
ନୟାଗଡ଼ ଅଫିସ,୨୪ା୧୨: ନୟାଗଡ଼ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ ସମୟରେ ପାଳନ କରାଯିବା ଓ କବିମାନଙ୍କ…
ନିଶାମୁକ୍ତି ଅଭିଯାନରେ ଖଳିସାହି ଗ୍ରାମବାସୀ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ସୁଫଳ ନ ପାଇବାରୁ ନିଶାମୁକ୍ତ ଗ୍ରାମ ଗଠନ ନିମନ୍ତେ ଅଣ୍ଟା ଭିଡିଛନ୍ତି। ରବିବାର…
ବିଦେଶରେ ଚାକିରି ଦେବାକୁ କହି ଠକେଇ ଘଟଣା: କାର୍ଯ୍ୟାଳୟ ସିଲ୍ରେ ଅଟକିଛି ପୋଲିସ
ନୟାଗଡ଼ ଅଫିସ,୨୩ା୧୨: ବିଦେଶରେ ଚାକିରି କରାଇଦେବାକୁ କହି ଟଙ୍କା ଠକେଇ ଘଟଣାର ନୟାଗଡ଼ ଟାଉନ ପୋଲିସ କେବଳ କାର୍ଯ୍ୟାଳୟ ସିଲ୍ରେ ଅଟକିଛି। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁ କରି ହାତବାନ୍ଧି ବସିଛି। ନଭେମ୍ବର ୨୦ ତାରିଖରେ…
ଅବହେଳିତ ପରିବେଶ ପର୍ଯ୍ୟଟନସ୍ଥଳୀ: ଯୋଗୀଯୋଗିଆଣୀ ବୌଦ୍ଧ ପୀଠ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ବୌଦ୍ଧପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାର ୩ ବର୍ଷ ବିତିଲାଣି ।ମାତ୍ର ଏହି ପୀଠର ଉନ୍ନତି ଦିଗରେ ପର୍ଯ୍ୟଟନ ବିଭାଗ ଧ୍ୟାନ ଦେଉ ନ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ…
ଛାମୁଣ୍ଡିଆରେ ଖୋଲିଲା ଧାନମଣ୍ଡି
ଗଣିଆ,୨୨।୧୨(ଡି.ଏନ.ଏ.)-ଗଣିଆ ବ୍ଲକ ଛାମୁଣ୍ଡିଆ ସେବା ସମବାୟ ସମିତି ତରଫରୁ ଶନିବାର ସମିତି କାର୍ଯ୍ୟାଳୟ ପରିସରରେ ଚଳିତବର୍ଷର ଧାନମଣ୍ଡି ଖୋଲାଯାଇଛି । ପୂଜାର୍ଚ୍ଚନା ପରେ ଛାମୁଣ୍ଡିଆ ଅଞ୍ଚଳର ୧୨ଜଣ ଟୋକନ୍ଧାରୀ ଚାଷୀଙ୍କ ଠାରୁ ୨ଶହ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିଲା । ମଣ୍ଡିରେ…
Archives


