ନୟାଗଡ଼

ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ତାଲା ପକାଇ ଧାରଣା ଦେଲେ ଲୋକେ

ନୟାଗଡ଼ ଅଫିସ,୨୨ା୧୨: ନୟାଗଡ଼ ଜିଲା ସଦର ବ୍ଲକ ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥାକୁ ନେଇ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଶନିବାର ଉଗ୍ରରୂପ ଧାରଣ କରିଥିଲା। ସେମାନେ ସ୍ବାସ୍ଥ୍ୟକେନ୍ଦ୍ର ଫାଟକରେ ତାଲା ପକାଇ ପୂର୍ବାହ୍ନ ୧୦ଟାରୁ ଧାରଣାରେ ବସିଥିଲେ। ଆନ୍ଦୋଳନକାରୀଙ୍କ…

ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଜିଲାପାଳ ଡ. ପୋମା ଟୁଡୁ ଶନିବାର ନିଲମ୍ବିତ କରିଛନ୍ତି। ସେମାନେ…

ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା

ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର ସହ ଚାଲୁ ରହିଥିବାବେଳେ ଜିଓ ଟ୍ୟାଗ୍‌ରୁ ବାଦ୍‌ ପଡିଥିବା ରଣପୁର ବ୍ଲକ ଅଞ୍ଚଳର ପ୍ରାୟ…

ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍‌ ଜବତ

ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍‌ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି । ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟବସାୟୀ ଉକ୍ତ ଟ୍ରକ୍‌ରେ ଧାନ ବୋଝେଇ…

୨୬ରେ ମହିପୁରକୁ ଗଡ଼ିବ ଟ୍ରେନ୍‌

ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଷ୍ଟେଶନକୁ ଆସନ୍ତା ୨୬ ତାରିଖରେ ଟ୍ରେନ୍‌ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ରୋଡ଼ଠାରୁ ନୟାଗଡ଼ ଟାଉନ ଷ୍ଟେଶନକୁ ଆସୁଥିବା…

ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦

ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ…

ବାଲ୍ୟବିବାହ ନିଷେଧ କର୍ମଶାଳା: ପ୍ରତି ୩ଜଣରେ ଜଣେ ଝିଅ ବାଲ୍ୟବିବାହ କରୁଛନ୍ତି

ଗଣିଆ,୨୦।୧୨(ଡି.ଏନ.ଏ.)-ଜିଲା ପ୍ରଶାସନ ନୟାଗଡ, ଆକ୍ସନଏଡ୍‌ ଓ ୟୁନିସେଫ୍‌ର ମିଳିତ ଉଦ୍ୟମରେ ଗଣିଆ ବ୍ଲକ ସଦ୍‌ଭାବନା ଗୃହ ପରିସରରେ ଗୁରୁବାର ବାଲ୍ୟବିବାହ ନିଷେଧ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏହି କର୍ମଶାଳାରେ ଗଣିଆ, ଭାପୁର,ଦଶପଲ୍ଲା ଓ ନୂଆଗାଁ ବ୍ଲକର ୫୦ରୁ…

ପଠାଣି ସାମନ୍ତ ଥିଲେ ଅସାଧାରଣ ପ୍ରତିଭାର ଅଧିକାରୀ

ଖଣ୍ଡପଡା,୨୦।୧୨(ସ୍ବ.ପ୍ର.)-ଓଡିଶା ସାହିତ୍ୟ ଏକାଡେମୀ ଓ ପଠାଣି ସାମନ୍ତ ମେମୋରିଆଲ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁବାର ଖଣ୍ଡପଡା ସାଇ ବୃନ୍ଦାବନ ସେବାଧାମ ପରିସରରେ ବିଶ୍ୱ ବରେଣ୍ୟ ଜ୍ୟୋତିର୍ବିଦ୍‌ ପଠାଣି ସାମନ୍ତଙ୍କ ୧୮୫ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ତିଥି ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି ା…

ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

ଦଶପଲ୍ଲା,୨୦ା୧୨(ଡି.ଏନ୍‌.ଏ.): ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ଚଳିତବର୍ଷ ଦଶପଲ୍ଲା ବନାଞ୍ଚଳରେ ରଥକାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଦଶପଲ୍ଲା ବ୍ଲକର ସାକେଣୀ ଫରେଷ୍ଟ ସେକ୍‌ସନରେ ପ୍ରଥମେ ଏହି କାର୍ଯ୍ୟକ୍ରମ କରାଯାଇଛି। କାର୍ଯ୍ୟକ୍ରମରେ ସାକେଣୀ ଫରେଷ୍ଟର ମନୋଜ ପ୍ରଭାକର ସାହୁ, ଫରେଷ୍ଟ…

ସିଏଏକୁ ବିରୋଧ କରି ବିକ୍ଷୋଭ

ନୟାଗଡ଼ ଅଫିସ,୨୦ା୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଗୃହୀତ ହୋଇଥିବା ନାରଗିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନୟାଗଡ଼ ଜିଲାରେ ବିରୋଧ କରାଯାଇଛି। ଏହା ସମ୍ବିଧାନ ବିରୋଧୀ ଓ ଏହାକୁ ପ୍ରତ୍ୟାହାର କରିବା ଦାବିରେ ଗୁରୁବାର ଜିଲା ସିପିଆଇ (ଏମ୍‌) ଓ ଜନ ଅଧିକାର…

ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: କୌଣସି ସ୍ଥାନରେ ନାହିଁ ଡଷ୍ଟବିନ୍‌

ନୟାଗଡ଼ ଅଫିସ,୨୦ା୧୨: ନୟାଗଡ଼ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ସହରର ବିଭିନ୍ନ ସ୍ଥାନରେ ପୂର୍ବରୁ ଡଷ୍ଟବିନ୍‌ ଥିବାବେଳେ ବର୍ତ୍ତମାନ ଏହାକୁ କାଢ଼ିନିଆଯାଇଛି। ଏ ନେଇ ପୌରପାଳିକା ପକ୍ଷରୁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବାରୁ ସହରର ବିଭିନ୍ନ ସ୍ଥାନରେ…

ରାଜସ୍ବ ଗ୍ରାମ ଦାବିରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ପଞ୍ଚାୟତ ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ପ୍ରଦାନ ଦାବି କରାଯାଇଛି। ଏ ନେଇ ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, ବିରିଡିହି ଏକ ପଡ଼ାଗ୍ରାମ ହୋଇଥିବା ବେଳେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri