ନୟାଗଡ଼

ବିଦ୍ୟୁତ୍‌ ଖୁଣ୍ଟ ଚୋରି ଉଦ୍ୟମ

ଓଡ଼ଗାଁ,୨୦।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ସେସୁ କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସିନେମା ହଲ ଛକ ତଥା ରଙ୍ଗଣିପାଟଣା ଅଞ୍ଚଳରୁ କେତେକ ଅଦରକାରୀ ଲୁହା ବିଦ୍ୟୁତ୍‌ ଖୁଣ୍ଟ ଚୋରି ଉଦ୍ୟମ ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ରବିବାର କେତେଜଣ ଦୁର୍ବୃତ୍ତ ଲୁହା ବିଦ୍ୟୁତ୍‌…

ସରକାରୀ ଯୋଜନାରୁ ବଞ୍ଚିତ ନେଇ କ୍ଷୋଭ

ଗଣିଆ,୨୦ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜର ନୟାଗଡ ଜିଲା ସଭାପତି ବିକ୍ରମ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ…

ଆକ୍ରମଣ ଘଟଣା: ବାପପୁଅଙ୍କୁ ୧୨ବର୍ଷ କାରାଦଣ୍ଡ

ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ କାରାଦଣ୍ଡ ଶୁଣାଣି କରିଛନ୍ତି। ସେମାନେ ହେଲେ ଓଡ଼ଗାଁ ଥାନା ଜାମୁସାହି ଗ୍ରାମର ନକୁଳ…

କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ…

ବିଚାରାଧୀନ କଏଦୀ ମୃତ

ନୟାଗଡ଼,୧୯।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସବ୍‌ଜେଲ୍‌ରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ପାତ୍ର (୪୫)। ସୂଚନାଯୋଗ୍ୟ, ଏକ ଗଣ୍ଡଗୋଳ ଘଟଣାରେ ଜେଲ୍‌ରେ ଥିବା କୃଷ୍ଣଚନ୍ଦ୍ର ପୂର୍ବରୁ ପେଟ ରୋଗଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ…

ଚିଲିକାରେ ଡଲଫିନ୍‌ ଗଣନା ଆଜି, ଗଠନ ହୋଇଛି ୧୮ ଦଳ

ବାଲୁଗାଁ,୧୯ା୧(ଡି.ଏନ୍‌.ଏ.): ସମଗ୍ର ଚିଲିକାରେ ରବିବାର ବିରଳ ‘ଇରାଓ୍ବାଡି’ ପ୍ରଜାତିର ଡଲଫିନ୍‌ ଗଣନା କରାଯିବ। ଚିଲିକା ବନ୍ୟପ୍ରାଣୀ ବିଭାଗ ଓ ସିଡିଏର ମିଳିତ ଆନୁକୂଲ୍ୟରେ ଏହି ଗଣନା କାର୍ଯ୍ୟ ହେଉଛି। ଏଥିପାଇଁ ବିଭାଗ ପକ୍ଷରୁ ଶନିବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣା…

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ ହୋଇଥିବା…

ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ

ଗଣିଆ,୧୮ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ସଦ୍‌ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ ସଭ୍ୟ…

ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ

ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ…

ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ

ଭାପୁର,୧୭।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍‌ଆଇ ନିରଞ୍ଜନ ବଡ଼ଜେନାଙ୍କ…

ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ

ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍‌ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ସମିତି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ରାଜ୍ୟ ସରକାର ସେବା ସମବାୟ…

ଆର୍‌ଡି ବିଭାଗର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ: ରାସ୍ତାକାର୍ଯ୍ୟ ନିମ୍ନମାନର, ହେଉନି ରକ୍ଷଣାବେକ୍ଷଣ

ନୂଆଗାଁ,୧୭ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବିଭାଗ ଦ୍ୱାରା ନିର୍ମାଣ କରାଯାଉଥିବା ରାସ୍ତାଗୁଡିକ ଅତି ନିମ୍ନମାନର ହେଉଥିବାରୁ ତାହା ଅଳ୍ପଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?