ରାତିଅଧରେ ଯୁବବ୍ୟବସାୟୀଙ୍କ ଉପରକୁ ବୋମା ପରେ….
ନୟାଗଡ଼/ରଣପୁର,୮।୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳାରେ ଶୁକ୍ରବାର ବିଳମ୍ବିତ ରାତିରେ ବୋମା ଫୁଟିଛି। ପୁର୍ବଶତ୍ରୁତାକୁ କେନ୍ଦ୍ର କରି ରଜ ସୁନାଖଳାର ଯୁବ ବ୍ୟବସାୟୀ ସନ୍ତୋଷ କୁମାର ସାହୁଙ୍କ ଉପରେ ବୋମା ମାଡ଼ ହୋଇଛି। ସନ୍ତୋଷଙ୍କୁ ପ୍ରଥମେ ରାଜସୁନାଖଳା…
ଓଡ଼ିଶାରେ ଲିଥିୟମ, ଖୋଜୁଛି ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ
ନୟାଗଡ଼,୧୯ା୧: ନୟାଗଡ଼ ଜିଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଥିବାରୁ ଜିଓଲୋଜିକାଲି ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ଡ୍ରୋନ୍ ଜରିଆରେ ଖୋଜା ଅଭିଯାନ ଆରମ୍ଭ ହୋଇଛି। ଏପରି ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ନୂଆ ଟେକ୍ନୋଲୋଜି ବ୍ୟବହାର କରାଯାଇ ମୟୂରଭଞ୍ଜ…
ବେଆଇନ ବାଲି ପରିବହନ କରୁଥିବା ଟ୍ରକକୁ ଅଟକାଇଲେ ମନ୍ତ୍ରୀ, କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦେଲେ ଚେତାବନୀ
ନୟାଗଡ଼, ୧୪।୧: ସୋମବାର ବିଳମ୍ବିତ ରାତିରେ ନୟାଗଡ଼ ଜିଲାର କଣ୍ଟିଲୋ ନିକଟସ୍ଥ ବାରାକୋଲି ଗାଁରେ ବେଆଇନ ବାଲି ପରିବହନରେ ଜଡିତ ଅନେକ ଟ୍ରକକୁ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଅଟକାଇଛନ୍ତି। ରିପୋର୍ଟ ଅନୁଯାୟୀ, ବେଆଇନ ବାଲି ପରିବହନ କରୁଥିବା ଏକ…
ମନ୍ଦିରରୁ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି
ନୟାଗଡ଼,୧୨।୧(ଲୋକନାଥ ମିଶ୍ର): ନୟାଗଡ଼ ପୋଲିସ ଜିଲା ଇଟାମାଟି ଥାନା ବଡ଼ପଣ୍ଡୁସର ବିଜେ ଉଗ୍ରେଶ୍ବର ମହାଦେବଙ୍କ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଉଗ୍ରେଶ୍ବରଙ୍କ ବିଜେ ପ୍ରତିମା ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବିବାର ସକାଳୁ ମନ୍ଦିର ପୂଜକ ମନ୍ଦିର ଖୋଲିବାକୁ ଯିବା ସମୟରେ…
ନଦୀକୁ ଖସିଲା ଟୁରିଷ୍ଟ୍ ବସ: ଜଣେ ମୃତ, ୪ ଗୁରୁତର
ନୟାଗଡ,୧୦।୧: ନୟାଗଡ଼ ପୋଲିସ ଜିଲା ଚାନ୍ଦପୁର ଥାନା ଖଣ୍ଡିସ ପୋଲ ନିକଟରେ ସୁରକ୍ଷା ପ୍ରାଚୀର ଭାଙ୍ଗି ନଦୀ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଟୁରିଷ୍ଟ ବସ ଓଲଟି ପଡି ବାଉଁଶିଆପଡାର ଛାଟିଆ ଦାସଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଗୁରୁତର ସମେତ ୩୯…
ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ
ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା…
ମୁଖ୍ୟମନ୍ତ୍ରୀଙ୍କ ରଣପୁର ଗସ୍ତ: କ୍ଷତିଗ୍ରସ୍ତ ଜମି ବୁଲି ଚାଷୀଙ୍କ ସହ କଲେ ଆଲୋଚନା
ନୟାଗଡ଼,୨୯।୧୨: ଅଦିନିଆ ଲଗାଣ ବର୍ଷାରେ ନୟାଗଡ଼ ଧନ ଫସଲ ଉଜୁଡି ଯାଇଛି। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲି କ୍ୟାପ୍ଟରରେ ରଣପୁର ଜେଲଛକ ପଡ଼ିଆରେ ଅବତରଣ କରି ସିଧା ସଳଖ ଚାଷୀମାନଙ୍କ ସହ କଥାବାର୍ତ୍ତା କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି।…
୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଚାଳକ
ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ ବୋଝେଇ କରି ଟ୍ରକ୍ଟି ସୁନ୍ଦରଗଡ଼ ଯାଉଥିବାବେଳେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ବାରିହା ପିଟା…
ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍: ଚାଲିଗଲା ସାନ ପୁଅଙ୍କ ଜୀବନ
ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ ମା’ ଜ୍ୟୋସ୍ନାରାଣୀ ନାୟକ ଏବଂ ୧୨ ବର୍ଷର ବଡ଼ ପୁଅ ଗୁରୁତର ହୋଇଥିବା…
ଦଶପଲ୍ଲାରେ ଚାଞ୍ଚଲ୍ୟ: ମାର୍ଗଶିର ଗୁରୁବାରରେ ମହିଳାଙ୍କ ତଣ୍ଟି କାଟିଦେଲେ
ଦଶପଲ୍ଲା,୧୨।୧୨: ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳିପାରି…
ବିଦ୍ୟୁତ୍ ତାରରେ ଲାଗିଗଲା କଲରାପତରିଆ ବାଘ
ଖଣ୍ଡପଡ଼ା,୪ା୧୨(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବନାଞ୍ଚଳରେ ଶିକାରୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଶିକାରୀ ଓ ଅସାମାଜିକ ବ୍ୟକ୍ତିମାନେ ଗ୍ରାମ ନିକଟସ୍ଥ ସଂରକ୍ଷିତ ଘଞ୍ଚ ଜଙ୍ଗଲ ଜମିରେ ବାରହା ଶିକାର ଉଦ୍ଦେଶ୍ୟରେ ବିଛାଇଥିବା ବିଦ୍ୟୁତ୍…
ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ…
ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଶନିବାର ନୟାଗଡ଼ ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ…

