ନୟାଗଡ଼

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ପ୍ରତିକାର ବ୍ୟବସ୍ଥା କରା ଯାଉନାହିଁ।…

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର । ମାତ୍ର ସେଦିନ ପଣ୍ଡୁ ପୂର୍ଣ୍ଣମୀ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଥିବାରୁ ଖଣ୍ଡପଡା…

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା ହେବ ବୋଲି କୁହାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଧାନ ବେପାରୀ (ଦଲାଲ) ମାନେ…

ବଳାତ୍କାର ଓ ଅପହରଣ ମାମଲାକୁ ୮ମାସ ବିତିଲା, ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିିସ

ରଣପୁର,୪।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ବାଣିକିଲୋ ପଞ୍ଚାୟତ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳାକତ୍ାର କରାଯିବା ଘଟଣାକୁ ୮ମାସ ବିତି ଗଲାଣି। ତେବେ ଏ ଯାଏ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନି।…

‘୨୦ ହଜାର ଦିଅ, ପକ୍କାଘର ନିଅ’

ନୟାଗଡ଼ ଅଫିସ,୪ା୧୨: ୨୦ ହଜାର ଟଙ୍କା ଦିଅ, ପକ୍କା ଘର ନିଅ। ଏହି ଉକ୍ତି ହେଉଛି ଖୋଦ୍‌ ଜଣେ ସରକାରୀ କର୍ମଚାରୀଙ୍କର। ଯୋଗ୍ୟ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ନିଆଯାଇ ପକ୍କାଘର କାର୍ଯ୍ୟାଦେଶ ଦିଆଯାଉଛି। ଆଉ ଯିଏ…

ଭାପୁର ବ୍ଲକରେ ଦୁର୍ନୀତିର ତଦନ୍ତ, ଏବିଡିଓଙ୍କ ବଦଳି ଦାବି ଆମରଣ ଅନଶନରେ ବସିଲେ ଜନପ୍ରତିନିଧି

ନୟାଗଡ଼ ଅଫିସ/ଭାପୁର (ଡି.ଏନ୍‌.ଏ.),୪ା୧୨: ନୟାଗଡ଼ ଜିଲା ଭାପୁର ବ୍ଲକରେ ହୋଇଥିବା ବିଭିନ୍ନ ଦୁର୍ନୀତିର ତଦନ୍ତ ଓ ଏବିଡିଓଙ୍କ ବଦଳି ଦାବିରେ ମଙ୍ଗଳବାର ପଞ୍ଚାୟତ ଜନପ୍ରତିନିଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୧ଟାରେ ଯୁବନେତା ଜିତେନ୍ଦ୍ର କୁମାର ରଣସିଂଙ୍କ ନେତୃତ୍ୱରେ ଗୋଳାପୋଖରୀ ସମିତିସଭ୍ୟା ସସ୍ମିତା…

ତଲାରିବନ୍ଧ ରାଜସ୍ବ ଗାଁ ମାନ୍ୟତା ପାଇବା ନେଇ ବିବାଦ ଡମସାହି ଗାଁ ଲୋକଙ୍କ ରାସ୍ତାରୋକୋ

ରଣପୁର,୩।୧୨(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବ୍ଲକର ତଲାରିବନ୍ଧ ରାଜସ୍ବ ଗଁାର ମାନ୍ୟତା ପାଇବା ଜଣାପଡିବା ପରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଏହାର ପ୍ରତିବାଦରେ ଡମସାହିଠାରେ ନୂଆ ଜଗନ୍ନାଥ ସଡକକୁ ସୋମବାର ପୂର୍ବାହ୍ନ ୭ଟାରୁ ଅପରାହ୍ନ ୪ଟା ଯାଏ ଅବରୋଧ କରାଯାଇଥିଲା।…

ନୀଳମାଧବଜୀଉଙ୍କ ଓଢ଼ଣ ଲାଗି ବେଶ

ଖଣ୍ଡପଡା,୩।୧୨(ସ୍ବ.ପ୍ର.)-ସୋମବାର ଓଢଣ ଷଷ୍ଠୀ ତିଥି ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ଓଢଣ ଲାଗି ବେଶ ଆରମ୍ଭ ହୋଇଛି । ମନୁଷ୍ୟ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଶୀତବସ୍ତ୍ର ବ୍ୟବହାର କରୁଥିବାବେଳେ ଦେବତାମାନଙ୍କୁ ମଧ୍ୟ ଓଢଣ ଷଷ୍ଠୀଠାରୁ ଶୀତ ଲାଗିଥାଏ। ତେଣୁ ଶ୍ରୀଜୀଉମାନେ…

ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍‌ଯାପିତ ପଞ୍ଚୁପାଣ୍ଡବଙ୍କ ନାମରେ ଯଜ୍ଞକୁଣ୍ଡ

ଗଣିଆ,୩।୧୨(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକ ମା’ କଳାପାଟ ପୀଠ ପରିସରରେ ଗତ ୩ଦିନ ଧରି ଚାଲୁ ରହିଥିବା ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ ସୋମବାର ଓଢ଼ଣଷଷ୍ଠୀ ତିଥିରେ ପଞ୍ଚକୁଣ୍ଡୀୟ ମହାଯଜ୍ଞର ପୂର୍ଣ୍ଣାହୁତି ସହ ଉଦ୍‌ଯାପିତ ହୋଇଯାଇଛି। ସ୍ବର୍ଗତ ସିଦ୍ଧଯୋଗୀ ବାବା ରାମଦାସଙ୍କର ୬୯ତମ…

ଚିଲିକାରେ ଘେରି ଉଚ୍ଛେଦକୁ ବିରୋଧ: ପେସାଦାର ମତ୍ସ୍ୟଜୀବୀଙ୍କ ଧାରଣା ୮ମ ଦିନରେ

କୃଷ୍ଣପ୍ରସାଦ,୩ା୧୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରୁ ଘେରି ଉଚ୍ଛେଦକୁ ବିରୋଧ କରି ଚିଲିକା ଦ୍ୱୀପାଞ୍ଚଳ ପେସାଦାର ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଆଗରେ ଚାଲିଥିବା ଧାରଣା ସୋମବାର ୮ମ ଦିନରେ ପହଞ୍ଚତ୍ଛି। ୮ଦିନ ପରେ ମଧ୍ୟ ସରକାର…

ଭାପୁର ବ୍ଲକରେ ସୀମା ଟପିଛି ଦୁର୍ନୀତି ପଞ୍ଚାୟତ ପ୍ରତିନିଧିଙ୍କ ଆମରଣ ଅନଶନ ଆଜି

ନୟାଗଡ଼ ଅଫିସ/ଭାପୁର (ଡି.ଏନ.ଏ.),୩ା୧୨: ନୟାଗଡ଼ ଜିଲା ଭାପୁର ବ୍ଲକରେ ସୀମା ଟପିଛି ଦୁର୍ନୀତି। ପିସି ନ ଦେଲେ ବିଲ୍‌ ହେଉନାହିଁ କି ହିତାଧିକାରୀଙ୍କୁ କୌଣସି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉ ନାହିଁ। ବିଶେଷ କରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ପରିମଳ…

ରାତିରେ ପାଟ୍ରୋଲିଂ ବେଳେ ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ

ଓଡ଼ଗାଁ,୧।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ କର୍ମଚାରୀମାନେ ଶନିବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଚେମେଡୀ -ସୁନୁସୁନିଆ ରାସ୍ତାରୁ ଏକ କଣ୍ଟା ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ କରିଛନ୍ତି। ଜବତ ମିନିଟ୍ରକ୍‌ (ଓଡି ୨୫ଏ ୮୦୭୬)ରେ ୯୩ଟି କଣ୍ଟା ବାଉଁଶ ଚାଲାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri