ନୟାଗଡ଼

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ ଖାଇବା ସହ ଦଳିଚକଟି ନଷ୍ଟ କରୁଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ଏବଂ ବର୍ତ୍ତମାନ ଧାନ...

ଜବରଦଖଲରେ ସରକାରୀ ଜାଗା: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ଖଣ୍ଡପଡ଼ା,୨୫।୧୧(ସ୍ବ.ପ୍ର.): ଖଣ୍ଡପଡ଼ା ତହସିଲ ଅଧୀନ ବଡବାଣପୁର ପଞ୍ଚାୟତ ରତନପୁର ଗ୍ରାମରେ ଥିବା କିଛି ସରକାରୀ ଜାଗାକୁ କେତେକ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ବାସଗୃହ ନିର୍ମାଣ କରିଛନ୍ତି। ଏ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ...

ସ୍ବଚ୍ଛ ଗ୍ରାମ କଣ୍ଟାବଣିଆ: ବାହାରେ ମଳତ୍ୟାଗ କଲେ ୧ହଜାର ଜରିମାନା

କଥାରେ ଅଛି ଗାଁ ପରିମଳ ଧୋବା ତୁଠରୁ। ଏହାକୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି ନୟାଗଡ଼ ଜିଲା ସଦର ବ୍ଲକ ବାଲୁଗାଁ ପଞ୍ଚାୟତର କଣ୍ଟାବଣିଆ ଗ୍ରାମବାସୀ। ଗ୍ରାମବାସୀଙ୍କ ଏକତା ଏହି ଗ୍ରାମକୁ ବର୍ତ୍ତମାନ ସ୍ବଚ୍ଛ ଗ୍ରାମ ରୂପେ ପରିଗଣିତ କରିଛି।...

ରେଳପଥ ଆନ୍ଦୋଳନର କର୍ଣ୍ଣଧାର: ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ଅଫିସ,୨୩।୧୧: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ଶୁକ୍ରବାର ନୟାଗଡ଼ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି। ରେଲୱେ ଆନ୍ଦୋଳନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବତନ ଏମ୍‌ପି ଶିବାଜୀଙ୍କୁ ସ୍ବାଗତ କରାଯାଇ ସମ୍ବର୍ଦ୍ଧନା...

ଟ୍ରକ୍‌ ଧକ୍କାରେ ରେଳ ଫାଟକ ଭାଙ୍ଗିଲା: ଅଟକିରହିଲା ଗାଡିମୋଟର

ନିରାକାରପୁର,୨୩ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଲେଭଲ କ୍ରସିଂ ଫାଟକ ଏକ ଟ୍ରକ୍‌ ଧକ୍କାରେ ଭାଙ୍ଗିଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରାମେଶ୍ୱରରୁ ନିରାକାରପୁର ଆସୁଥିବା ଟ୍ରକ୍‌ ଭାରସାମ୍ୟ ହରାଇ ଧକ୍କା ଦେବାରୁ ଏଭଳି ଘଟଣା ଘଟିଥିଲା। ଏଥିଯୋଗୁ ନୂଆ...

ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍‌ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ

ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍‌ଯାପିତ ହୋଇଯାଇଛି। ଯୁବ ପ୍ରତିଭାର ବିକାଶ ତଥା ଯୁବତୀଯୁବକଙ୍କୁ ଏକ ସାଂସ୍କୃତିକ ସ୍ରୋତରେ ସାମିଲ...

ଗଳାକାଟି ବୃଦ୍ଧଙ୍କୁ ହତ୍ୟା

ଦଶପଲ୍ଲା,୨୧।୧୧(ଡି.ଏନ.ଏ.): ନୟାଗଡ ଜିଲା ଦଶପଲ୍ଲା ଏନ୍‌ଏସିର କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଗଳାକାଟି ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ହତ୍ୟା କରିବା ପରେ ଘରର କବାଟ ଦେଇ ଫେରାର ହୋଇଯାଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାୟାଧର...

୧ରୁ ଚାଲିଛି ଠିକାଦାର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ଅଧାପନ୍ତରିଆ ହୋଇ ପଡ଼ିଛି କାର୍ଯ୍ୟ

ନୟାଗଡ଼ ଅଫିସ,୨୦।୧୧-ନୟାଗଡ଼ ସହରରେ ନିର୍ମାଣାଧୀନ ଅତ୍ୟାଧୁନିକ ବଲାଙ୍ଗୀ ପାର୍କର କାର୍ଯ୍ୟ ୧୮ ଦିନ ହେଲାଣି ବନ୍ଦ ରହିଛି। ସେହିଭଳି ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ମଧ୍ୟ ବନ୍ଦ କରାଯାଇଛି। ଖାଲି ସେତିକି ନୁହେଁ ଜିଲାର ବିଭିନ୍ନ ସ୍ଥାନରେ ସରକାରୀ ପ୍ରକଳ୍ପ ଗୁଡ଼ିକର...

ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ରରେ ବିଦେଶୀ ପର୍ଯ୍ୟଟକ: ପରିଚାଳନା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କଲେ

ଗଣିଆ,୨୦ା୧୧(ଡି.ଏନ.ଏ.): ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଉଦ୍ୟମକ୍ରମେ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅଭୟାରଣ୍ୟର ସାଉଥ୍‌ ବଡମୂଳ ମଙ୍ଗାନାସୀଠାରେ ୨୦୧୫ ମସିହାଠାରୁ ଖୋଲାଯାଇଛି ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ର। ରବିବାର ଏକ ୪ଜଣିଆ ବିଦେଶୀ ପର୍ଯ୍ୟଟକ ଟିମ୍‌ ଏଠାରେ ପହଞ୍ଚତ୍ ପରିଚାଳନା...

ଚାକିରି କରାଇଦେବା କହି ୪୮ ଲକ୍ଷ ଠକେଇ ନକଲି ଭିସା:ଫ୍ଲାଇଟ୍‌ ଟିକେଟ ଦେଇ ଫସିଲେ ୩ କର୍ମଚାରୀ

ରଣପୁର,୨୦ା୧୧(ସ୍ବ.ପ୍ର.): ମାଲେସିଆରେ ଚାକିରି କରାଇଦେବା ବାହାନାରେ ନୟାଗଡ଼ ଜିଲା ରଣପୁର ବ୍ଲକ, ଖୋର୍ଦ୍ଧା ଜିଲା ବାଣପୁର, ବାଲୁଗଁା ଅଞ୍ଚଳର ପ୍ରାୟ ୬୦ ଜଣ ଯୁବକ ୪୮ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ନକଲି ଭିସା ଓ ଫ୍ଲାଇଟ୍‌ ଟିକେଟ...

୧ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ

ଗଣିଆ,୧୯ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେନେପେରି ଓ ଇଡେଇ ଗ୍ରାମରେ ୧ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ସୋମବାର ପୋଡି ନଷ୍ଟ କରାଯାଇଛି ା ଗଣିଆ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ମିତାଲି ପାତ୍ରଙ୍କ...

୩ମାସ ଧରି ଅନ୍ଧାରରେ ୯ ଆଦିବାସୀ ଗାଁ

ଗଣିଆ,୧୯ା୧୧(ଡି.ଏନ.ଏ.): ପ୍ରତି ଗାଁର ସମସ୍ତ ପରିବାର ଯେପରି ବିଦ୍ୟୁତ୍‌ ସେବା ପାଇପାରିବେ ସେଥିପାଇଁ ସରକାର ସମସ୍ତ ବ୍ୟବସ୍ଥା କରୁଥିବା କହୁଛନ୍ତି। ନୟାଗଡ଼ ଜିଲା ଗଣିଆ ବ୍ଲକର ଆଦିବାସୀ ଅଞ୍ଚଳ ବଡଶିଲିଙ୍ଗା ପଞ୍ଚାୟତରେ ଏହାର ବାସ୍ତବ ଚିତ୍ର କିନ୍ତୁ ଅଲଗା। ଅଧଘଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri