ନୟାଗଡ଼ ଜିଲା ମହୋତ୍ସବ ଉଦ୍ଘାଟିତ: ଲୋକକଳାଙ୍କୁ ଉଜ୍ଜୀବିତ ରଖେ ମହୋତ୍ସବ
ନୟାଗଡ଼ ଅଫିସ,୨୫ା୧୨: ନୟାଗଡ଼ ଖେଳପଡ଼ିଆଠାରେ ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ ମଙ୍ଗଳବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍ଘାଟନ କରି ନିର୍ମାଣାଧୀନ ବଲାଙ୍ଗୀ ପାର୍କକୁ ପୋଷ୍ୟ ପ୍ରକଳ୍ପ ଭାବେ…
ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ
ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ ହେଉଥିଲା। ବର୍ତ୍ତମାନ ବୈଜ୍ଞାନିକ ପଦ୍ଧତି ଦ୍ୱାରା ଏହା ସବୁ ସମୟରେ ମିଳିପାରୁଛି ା ଛତୁ…
ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଖବରଦାତା ସମ୍ମିଳନୀ:ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ପାଳନକୁ ନେଇ କ୍ଷୋଭ
ନୟାଗଡ଼ ଅଫିସ,୨୪ା୧୨: ନୟାଗଡ଼ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ ସମୟରେ ପାଳନ କରାଯିବା ଓ କବିମାନଙ୍କ…
ନିଶାମୁକ୍ତି ଅଭିଯାନରେ ଖଳିସାହି ଗ୍ରାମବାସୀ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ସୁଫଳ ନ ପାଇବାରୁ ନିଶାମୁକ୍ତ ଗ୍ରାମ ଗଠନ ନିମନ୍ତେ ଅଣ୍ଟା ଭିଡିଛନ୍ତି। ରବିବାର…
ବିଦେଶରେ ଚାକିରି ଦେବାକୁ କହି ଠକେଇ ଘଟଣା: କାର୍ଯ୍ୟାଳୟ ସିଲ୍ରେ ଅଟକିଛି ପୋଲିସ
ନୟାଗଡ଼ ଅଫିସ,୨୩ା୧୨: ବିଦେଶରେ ଚାକିରି କରାଇଦେବାକୁ କହି ଟଙ୍କା ଠକେଇ ଘଟଣାର ନୟାଗଡ଼ ଟାଉନ ପୋଲିସ କେବଳ କାର୍ଯ୍ୟାଳୟ ସିଲ୍ରେ ଅଟକିଛି। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁ କରି ହାତବାନ୍ଧି ବସିଛି। ନଭେମ୍ବର ୨୦ ତାରିଖରେ…
ଅବହେଳିତ ପରିବେଶ ପର୍ଯ୍ୟଟନସ୍ଥଳୀ: ଯୋଗୀଯୋଗିଆଣୀ ବୌଦ୍ଧ ପୀଠ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ବୌଦ୍ଧପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାର ୩ ବର୍ଷ ବିତିଲାଣି ।ମାତ୍ର ଏହି ପୀଠର ଉନ୍ନତି ଦିଗରେ ପର୍ଯ୍ୟଟନ ବିଭାଗ ଧ୍ୟାନ ଦେଉ ନ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ…
ଛାମୁଣ୍ଡିଆରେ ଖୋଲିଲା ଧାନମଣ୍ଡି
ଗଣିଆ,୨୨।୧୨(ଡି.ଏନ.ଏ.)-ଗଣିଆ ବ୍ଲକ ଛାମୁଣ୍ଡିଆ ସେବା ସମବାୟ ସମିତି ତରଫରୁ ଶନିବାର ସମିତି କାର୍ଯ୍ୟାଳୟ ପରିସରରେ ଚଳିତବର୍ଷର ଧାନମଣ୍ଡି ଖୋଲାଯାଇଛି । ପୂଜାର୍ଚ୍ଚନା ପରେ ଛାମୁଣ୍ଡିଆ ଅଞ୍ଚଳର ୧୨ଜଣ ଟୋକନ୍ଧାରୀ ଚାଷୀଙ୍କ ଠାରୁ ୨ଶହ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିଲା । ମଣ୍ଡିରେ…
ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ତାଲା ପକାଇ ଧାରଣା ଦେଲେ ଲୋକେ
ନୟାଗଡ଼ ଅଫିସ,୨୨ା୧୨: ନୟାଗଡ଼ ଜିଲା ସଦର ବ୍ଲକ ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥାକୁ ନେଇ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଶନିବାର ଉଗ୍ରରୂପ ଧାରଣ କରିଥିଲା। ସେମାନେ ସ୍ବାସ୍ଥ୍ୟକେନ୍ଦ୍ର ଫାଟକରେ ତାଲା ପକାଇ ପୂର୍ବାହ୍ନ ୧୦ଟାରୁ ଧାରଣାରେ ବସିଥିଲେ। ଆନ୍ଦୋଳନକାରୀଙ୍କ…
ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ
ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଜିଲାପାଳ ଡ. ପୋମା ଟୁଡୁ ଶନିବାର ନିଲମ୍ବିତ କରିଛନ୍ତି। ସେମାନେ…
ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା
ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର ସହ ଚାଲୁ ରହିଥିବାବେଳେ ଜିଓ ଟ୍ୟାଗ୍ରୁ ବାଦ୍ ପଡିଥିବା ରଣପୁର ବ୍ଲକ ଅଞ୍ଚଳର ପ୍ରାୟ…
ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍ ଜବତ
ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି । ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟବସାୟୀ ଉକ୍ତ ଟ୍ରକ୍ରେ ଧାନ ବୋଝେଇ…
୨୬ରେ ମହିପୁରକୁ ଗଡ଼ିବ ଟ୍ରେନ୍
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଷ୍ଟେଶନକୁ ଆସନ୍ତା ୨୬ ତାରିଖରେ ଟ୍ରେନ୍ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ରୋଡ଼ଠାରୁ ନୟାଗଡ଼ ଟାଉନ ଷ୍ଟେଶନକୁ ଆସୁଥିବା…

