ନିଶାମୁକ୍ତି ଅଭିଯାନରେ ଖଳିସାହି ଗ୍ରାମବାସୀ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ସୁଫଳ ନ ପାଇବାରୁ ନିଶାମୁକ୍ତ ଗ୍ରାମ ଗଠନ ନିମନ୍ତେ ଅଣ୍ଟା ଭିଡିଛନ୍ତି। ରବିବାର…
ବିଦେଶରେ ଚାକିରି ଦେବାକୁ କହି ଠକେଇ ଘଟଣା: କାର୍ଯ୍ୟାଳୟ ସିଲ୍ରେ ଅଟକିଛି ପୋଲିସ
ନୟାଗଡ଼ ଅଫିସ,୨୩ା୧୨: ବିଦେଶରେ ଚାକିରି କରାଇଦେବାକୁ କହି ଟଙ୍କା ଠକେଇ ଘଟଣାର ନୟାଗଡ଼ ଟାଉନ ପୋଲିସ କେବଳ କାର୍ଯ୍ୟାଳୟ ସିଲ୍ରେ ଅଟକିଛି। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁ କରି ହାତବାନ୍ଧି ବସିଛି। ନଭେମ୍ବର ୨୦ ତାରିଖରେ…
ଅବହେଳିତ ପରିବେଶ ପର୍ଯ୍ୟଟନସ୍ଥଳୀ: ଯୋଗୀଯୋଗିଆଣୀ ବୌଦ୍ଧ ପୀଠ
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ବୌଦ୍ଧପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାର ୩ ବର୍ଷ ବିତିଲାଣି ।ମାତ୍ର ଏହି ପୀଠର ଉନ୍ନତି ଦିଗରେ ପର୍ଯ୍ୟଟନ ବିଭାଗ ଧ୍ୟାନ ଦେଉ ନ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ…
ଛାମୁଣ୍ଡିଆରେ ଖୋଲିଲା ଧାନମଣ୍ଡି
ଗଣିଆ,୨୨।୧୨(ଡି.ଏନ.ଏ.)-ଗଣିଆ ବ୍ଲକ ଛାମୁଣ୍ଡିଆ ସେବା ସମବାୟ ସମିତି ତରଫରୁ ଶନିବାର ସମିତି କାର୍ଯ୍ୟାଳୟ ପରିସରରେ ଚଳିତବର୍ଷର ଧାନମଣ୍ଡି ଖୋଲାଯାଇଛି । ପୂଜାର୍ଚ୍ଚନା ପରେ ଛାମୁଣ୍ଡିଆ ଅଞ୍ଚଳର ୧୨ଜଣ ଟୋକନ୍ଧାରୀ ଚାଷୀଙ୍କ ଠାରୁ ୨ଶହ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଥିଲା । ମଣ୍ଡିରେ…
ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ତାଲା ପକାଇ ଧାରଣା ଦେଲେ ଲୋକେ
ନୟାଗଡ଼ ଅଫିସ,୨୨ା୧୨: ନୟାଗଡ଼ ଜିଲା ସଦର ବ୍ଲକ ବଡ଼ପଣ୍ଡୁସର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥାକୁ ନେଇ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଶନିବାର ଉଗ୍ରରୂପ ଧାରଣ କରିଥିଲା। ସେମାନେ ସ୍ବାସ୍ଥ୍ୟକେନ୍ଦ୍ର ଫାଟକରେ ତାଲା ପକାଇ ପୂର୍ବାହ୍ନ ୧୦ଟାରୁ ଧାରଣାରେ ବସିଥିଲେ। ଆନ୍ଦୋଳନକାରୀଙ୍କ…
ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ
ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଜିଲାପାଳ ଡ. ପୋମା ଟୁଡୁ ଶନିବାର ନିଲମ୍ବିତ କରିଛନ୍ତି। ସେମାନେ…
ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା
ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର ସହ ଚାଲୁ ରହିଥିବାବେଳେ ଜିଓ ଟ୍ୟାଗ୍ରୁ ବାଦ୍ ପଡିଥିବା ରଣପୁର ବ୍ଲକ ଅଞ୍ଚଳର ପ୍ରାୟ…
ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍ ଜବତ
ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି । ବସନ୍ତ କୁମାର ମହାନ୍ତି ନାମକ ଜଣେ ବ୍ୟବସାୟୀ ଉକ୍ତ ଟ୍ରକ୍ରେ ଧାନ ବୋଝେଇ…
୨୬ରେ ମହିପୁରକୁ ଗଡ଼ିବ ଟ୍ରେନ୍
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଷ୍ଟେଶନକୁ ଆସନ୍ତା ୨୬ ତାରିଖରେ ଟ୍ରେନ୍ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ରୋଡ଼ଠାରୁ ନୟାଗଡ଼ ଟାଉନ ଷ୍ଟେଶନକୁ ଆସୁଥିବା…
ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦
ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ…
ବାଲ୍ୟବିବାହ ନିଷେଧ କର୍ମଶାଳା: ପ୍ରତି ୩ଜଣରେ ଜଣେ ଝିଅ ବାଲ୍ୟବିବାହ କରୁଛନ୍ତି
ଗଣିଆ,୨୦।୧୨(ଡି.ଏନ.ଏ.)-ଜିଲା ପ୍ରଶାସନ ନୟାଗଡ, ଆକ୍ସନଏଡ୍ ଓ ୟୁନିସେଫ୍ର ମିଳିତ ଉଦ୍ୟମରେ ଗଣିଆ ବ୍ଲକ ସଦ୍ଭାବନା ଗୃହ ପରିସରରେ ଗୁରୁବାର ବାଲ୍ୟବିବାହ ନିଷେଧ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏହି କର୍ମଶାଳାରେ ଗଣିଆ, ଭାପୁର,ଦଶପଲ୍ଲା ଓ ନୂଆଗାଁ ବ୍ଲକର ୫୦ରୁ…
ପଠାଣି ସାମନ୍ତ ଥିଲେ ଅସାଧାରଣ ପ୍ରତିଭାର ଅଧିକାରୀ
ଖଣ୍ଡପଡା,୨୦।୧୨(ସ୍ବ.ପ୍ର.)-ଓଡିଶା ସାହିତ୍ୟ ଏକାଡେମୀ ଓ ପଠାଣି ସାମନ୍ତ ମେମୋରିଆଲ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁବାର ଖଣ୍ଡପଡା ସାଇ ବୃନ୍ଦାବନ ସେବାଧାମ ପରିସରରେ ବିଶ୍ୱ ବରେଣ୍ୟ ଜ୍ୟୋତିର୍ବିଦ୍ ପଠାଣି ସାମନ୍ତଙ୍କ ୧୮୫ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ତିଥି ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି ା…

